Posted inଜାତୀୟ

ପିଲାଙ୍କୁ ମନସ୍ତାତ୍ତ୍ୱିକ ସହାୟତା ପାଇଁ ‘ମନୋଦର୍ପଣ’

ନୂଆଦିଲ୍ଲୀ,୨୩ା୭: ଛାତ୍ରୀଛାତ୍ରଙ୍କୁ ମାନସିକ ସ୍ବାସ୍ଥ୍ୟ ସମ୍ପର୍କରେ ପରାମର୍ଶ ଓ ମନସ୍ତାତ୍ତ୍ୱିକ-ସାମାଜିକ ସହାୟତା ଯୋଗାଇଦେବା ଲାଗି ମାନବ ସମ୍ବଳ ମନ୍ତ୍ରଣାଳୟ ପକ୍ଷରୁ ମନୋଦର୍ପଣ ନାମରେ ଓ୍ବେବ୍‌ସାଇଟ୍‌ ଆରମ୍ଭ ହୋଇଛି। ସ୍କୁଲ୍‌, କଲେଜ ଓ ବିଶ୍ୱବିଦ୍ୟାଳୟର ପିଲା ମନସ୍ତାତ୍ତ୍ୱିକ ସହାୟତା ପାଇଁ ନିଃଶୁଳ୍କ ହେଲ୍ପଲାଇନ ନମ୍ବର ୮୪୪୮୪୪୦୬୩୨ ଏବଂ ସରକାରୀ ଓ୍ବେବ୍‌ସାଇଟ manodarpan.mhrd.gov.inରେ ଯୋଗାଯୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫୋରିୟର ଟ୍ରାନ୍ସଫର୍ମର

ଚିନ୍ତା କରନ୍ତୁ, ଆପଣ ରଥଯାତ୍ରା ଦେଖିବାକୁ ଯାଇଛନ୍ତି, ବାୟୁ ଚାପର ତୀବ୍ର ପରିବର୍ତ୍ତନ ଯୋଗୁ ଆପଣଙ୍କ କାନରେ ଏକ ଗୋଳମାଳିଆ ଓ ପ୍ରକମ୍ପିତ ଶବ୍ଦ ତରଙ୍ଗ ଆସି…

ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….

ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ…

କଂଗ୍ରେସ-TVK ମଧ୍ୟରେ ବଢ଼ିଲା ବିବାଦ, ୨୦୨୯ରେ ରାହୁଲଙ୍କୁ ପିଏମ୍ ପ୍ରାର୍ଥୀ ନକଲେ….

ଚେନ୍ନାଇ,୩୧।୮: ତାମିଲନାଡୁରେ କଂଗ୍ରେସ ଓ TVK ମଧ୍ୟରେ ୨୦୨୯ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ବିବାଦ ଆରମ୍ଭ ହୋଇଛି। କଂଗ୍ରେସ ନେତା ତଥା ପର୍ଯ୍ୟଟନ…

କିଡ୍‌ନୀ ସୁସ୍ଥ ରଖିବାକୁ ହେଲେ ଆପଣାନ୍ତୁ ଏହି ଉପାୟ…

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି କିଡ୍‌ନୀ। ଏହା ସୁସ୍ଥ ରହିବା ନିହାତି ଦରକାର। ତେବେ ଏଥିଲାଗି କେତୋଟି ସରଳ ଉପାୟ ରହିଛି। ଆସନ୍ତୁ ସେ…

OSEPAର ବଡ଼ ଘୋଷଣା: ଏହି ଦିନ ହେବ ସମେଟିଭ-୧ ପରୀକ୍ଷା

ଭୁବନେଶ୍ୱର,୩୧।୮: OSEPA ପକ୍ଷରୁ ଛାତ୍ରୀଛାତ୍ରମାନଙ୍କ ପାଇଁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଛାତ୍ରୀଛାତ୍ରମାନଙ୍କ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା ହେବ ବୋଲି ଘୋଷଣା…

ଝିଅର ଫି’ ପାଇଁ ଖାଲି ପାଦରେ ଦୌଡ଼ିଲେ ମା’, ମାରାଥନ୍‌ରେ ଜିତିଲେ ୩ ହଜାର ଟଙ୍କା

ମୁମ୍ବାଇ,୩୧।୮: ଝିଅମାନଙ୍କ ପାଠପଢ଼ା ପାଇଁ ଜଣେ ମା’ଙ୍କ ସଂଘର୍ଷ ଏବେ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛି। ଝିଅଙ୍କ ଫି’ ଟଙ୍କା ଯୋଗାଡ଼ କରିବା ପାଇଁ ଖାଲି ପାଦରେ…

୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…

ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ…

ଧାନ ବିକ୍ରି ପଞ୍ଜୀକରଣ ପାଇଁ ପାକ୍ସରେ ଚାଷୀଙ୍କ ଭିଡ଼

ଅମରପାଲି,୩୧ା୮(ପୀତାମ୍ବର ସାହୁ): ଚାଷ ଓ ଚାଷୀଙ୍କ ଜିଲା ସୁବର୍ଣ୍ଣପୁର। ଜିଲାର ଅଧିକାଂଶ ଧାନ ଚାଷ କରନ୍ତି। ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସୁବର୍ଣ୍ଣପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri