ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର ଜିଲା ସାଂଗଠନିକ ସଭାପତି ହେଲେ ନିରଞ୍ଜନ ମିଶ୍ର। ଆଉ ୮ ଜଣଙ୍କୁ ଉପସଭାପତି ଦାୟିତ୍ୱ, ୩ ଜଣ ସାଧାରଣ ସଂପାଦକ, ଆଉ ୮ ଜଣଙ୍କୁ ସଂପାଦକ ଦାୟିତ୍ୱ ଏବଂ ଜଣଙ୍କୁ କୋଷାଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

ଟଙ୍କା କାରବାରକୁ କେନ୍ଦ୍ର କରି ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ: ହାତ, ଗୋଡ଼କୁ ହାଣିଲେ….

ଭୁବନେଶ୍ୱର,୩୦।୬: ରାଜଧାନୀ ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅଞ୍ଚଳରେ ଟଙ୍କା କାରବାରକୁ କେନ୍ଦ୍ରକରି ଜଣେ ଯୁବକଙ୍କ ଉପରେ ମାରଣାନ୍ତକ ଆକ୍ରମଣ ଘଟିଛି। ମୂଳାପଡ଼ିଆ ନିକଟରେ କିଛି ଦୁର୍ବୃତ୍ତ ଧାରୁଆ…

ଡ୍ୟାମରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ, ବେସାହାରା ଛୁଆଙ୍କୁ ସରକାରୀ ସହାୟତା ଦାବି

ମୋହନା,୩୦।୬(ମନ୍ମଥ ମିଶ୍ର): ଡ୍ୟାମରେ ଗାଧୋଇବା ବେଳେ ପାଣିରେ ବୁଡ଼ି ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ…

ଖଣ୍ଡଗିରି ହତ୍ୟାକାଣ୍ଡ: ପୁଅ ପରେ, ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବାପା

ଭୁବନେଶ୍ୱର,୩୦।୬: ରାଜଧାନୀର ବହୁଚର୍ଚ୍ଚିତ ଖଣ୍ଡଗିରି ହତ୍ୟାକାଣ୍ଡରେ ମୃତକଙ୍କ ପରିବାରକୁ ଆଉ ଏକ ବଡ଼ ଝଟକା ଲାଗିଛି। ହତ୍ୟାକାଣ୍ଡ ସମୟରେ ପୁଅଙ୍କୁ ବଞ୍ଚାଇବାକୁ ଯାଇ ଗୁରୁତର ଆହତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri