Posted inଜାତୀୟ

‘ଛାତ୍ରଙ୍କୁ ଉଠାଇବା ପାଇଁ ଆଲାର୍ମ ବଜାଉ ମନ୍ଦିର-ମସଜିଦ’, ବୋର୍ଡ ପରୀକ୍ଷା ପୂର୍ବରୁ ଖଟ୍ଟର ସରକାରଙ୍କ ଭିନ୍ନ ଏକ ନିର୍ଦ୍ଦେଶ

ଚଣ୍ଡିଗଡ଼,୨୬ ।୧୨; ହରିୟାଣାର ମନୋହର ଲାଲ ସରକାର ଭିନ୍ନ ଏକ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ଶିକ୍ଷାର ସ୍ତରକୁ ସୁଧାରିବା ପାଇଁ ସରକାର ମନ୍ଦିର, ମସଜିଦ ଓ ଗୁରୁଦ୍ୱାରକୁ ଅପିଲ କରିଛନ୍ତି କି ସକାଳୁ ସକାଳୁ ଛାତ୍ରୀଛାତ୍ରଙ୍କୁ ଉଠାଇବା ପାଇଁ ଆଲର୍ମ ବ୍ୟବସ୍ଥାକୁ ଆପଣାନ୍ତୁ । ଧର୍ମସ୍ଥଳରେ ଲାଗିଥିବା ଲାଉଡସ୍ପିକର ଜରିଆରେ ସକାଳର ସମୟ ଛାତ୍ରୀଛାତ୍ରଙ୍କୁ ଜଣାଇବା ପାଇଁ ଶବ୍ଦ ଦିଆଯିବ । ଏହାଦ୍ୱାରା ସରକାର ଶୀଘ୍ର ପରୀକ୍ଷାର୍ଥିଙ୍କୁ ଉଠାଇ ପାଠ ପଢିବାକୁ ପ୍ରୋତ୍ସାହିତ କରିବେ ।
ସୂଚନାଯୋଗ୍ୟ, ପ୍ରାୟ ମାର୍ଚ୍ଚ ମାସରେ ବୋର୍ଡ ପରୀକ୍ଷା ହେଉଥିବାରୁ ଏଥିପାଇଁ ଛାତ୍ରୀଛାତ୍ରମାନେ ପ୍ରସ୍ତୁତ ହେବାକୁ ପଡିଥାଏ । ରାଜ୍ୟର ଶିକ୍ଷା ବିଭାଗ ମନ୍ଦିର, ମସଜିଦ ଓ ଗୁରୁଦ୍ୱାରକୁ ୧୦ମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷାର୍ଥିଙ୍କୁ ସକାଳୁ ଶୀଘ୍ର ଉଠାଇବାକୁ କୁହାଯାଇଛି । ଫଳରେ ଏମାନେ ଆସନ୍ତା ବର୍ଷ ମାର୍ଚ୍ଚରେ ହେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିପାରିବେ । କେବଳ ସେତିକି ନୁହେଁ ସ୍କୁଲର ଅଧିକାରୀମାନଙ୍କୁ ମଧ୍ୟ କୁହାଯାଇଛି କି ମାତାପିତା ସେମାନଙ୍କ ପିଲାମାନଙ୍କୁ ଭୋର ୪ଟା ୩୦ରୁ ନିଦରୁ ଉଠାଇ ଦିଅନ୍ତୁ । ଫଳରେ ସେମାନେ ପାଠପଢା ପାଇଁ ସକାଳ ସମୟକୁ ଉପଯୋଗ କରିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri