ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ୍ୱର,୧।୭: ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଥିଲେ ମନୋଜ ଆହୁଜା। ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଥିଲେ। ତାଙ୍କ ବ୍ୟତୀତ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ।

ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ଆହୁଜା ରବିବାର ଅପରାହ୍ନରେ ଦାୟିତ୍ୱ ଗ୍ରହଣ କରିଥିବା ବେଳେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ସରକାରୀ କାର୍ଯ୍ୟରୁ ଅବସର ନେଇଛନ୍ତି। ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ବିଦାୟୀ ମୁଖ୍ୟ ଶାସନ ସଚିବ ଜେନାଙ୍କଠାରୁ ନୂତନ ମୁଖ୍ୟ ଶାସନ ସଚିବ ଆହୁଜା ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ କିଛି ସମୟ ପାରସ୍ପରିକ ସାକ୍ଷାତ ଆଲୋଚନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri