ମନୋଜ ବାଜପେୟୀ କରୋନା ପଜିଟିଭ

ମୁମ୍ବାଇ: ବଲିଉଡ୍ ଅଭିନେତା ମନୋଜ ବାଜପେୟୀ କରୋନାରେ ପୀଡିତ ହୋଇଥିବା ଜଣାପଡିଛି । ଦୁଇ ଦିନ ପୂର୍ବରୁ ଅଭିନେତା ରଣବୀର କପୁର ଓ ନିର୍ଦ୍ଦେଶକ ସଞ୍ଜୟ ଲିଲା ଭଂସାଲି କରୋନାରେ ପୀଡ଼ିତ ହେବା ପରେ ପୁଣି ଜଣେ ଅଭିନେତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ମନୋଜ ଏବେ ନିଜ ଘରେ ହୋମ କ୍ୱାରାଣ୍ଟାଇନରେ ଅଛନ୍ତି । ସେ ସମସ୍ତ କୋଭିଡ ନିୟମ ପାଳନ କରି ଘରେ ରହିଥିବା ଜଣାପଡିଛି । ମନୋଜ ତାଙ୍କ ଅଗାମୀ ଫିଲ୍ମର ଶୁଟିଂରେ ବ୍ୟସ୍ତ ଥିବା ବେଳେ ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିବା ପରେ ଶୁଟିଂ ବନ୍ଦ କରାଯାଇଛି । ତେବେ ଫିଲ୍ମର ନିର୍ଦ୍ଦେଶକଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ମନୋଜ ତାଙ୍କର କରୋନା ଟେଷ୍ଟ କରାଇଥିଲେ ଆଉ ଏବେ ତାଙ୍କ ରିପୋର୍ଟ ପଜିଟିଭ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?