ଭୁବନେଶ୍ୱର ଷ୍ଟେଶନ ପରିଦର୍ଶନକଲେ ମନୋଜ ଶର୍ମା

ଭୁବନେଶ୍ୱର,୮।୨: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ମଙ୍ଗଳବାର ରେଳପଥର ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଭୁବନେଶ୍ୱର ନୂଆ ରେଳ ଷ୍ଟେଶନ ପରିଦର୍ଶନକରି ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏପରିକି ଯାତ୍ରୀ ସୁବିଧା ଏବଂ ଟ୍ରେନ୍‌ ଚଳାଚଳ ସହ ରେଳପଥର ବିଭିନ୍ନ ବିକାଶମୂଳକ କାର୍ଯ୍ୟକଳାପ ଉପରେ ସେ ମଧ୍ୟ ବିସ୍ତୃତ ଆଲୋଚନା କରିଥିଲେ। ତେବେ ତୃଣମୂଳ ସ୍ତରରୁ ସ୍ଥାନୀୟ ପ୍ରଶାସନ ସମେତ ସମସ୍ତ ସହଭାଗୀଙ୍କ ସହ ଘନିଷ୍ଠ ସମନ୍ବୟ ରକ୍ଷା କରିବାକୁ ଶର୍ମା ରେଳ ଅଧିକାରୀମାନଙ୍କୁ ଚାଲୁ ରହିଥିବା ପ୍ରସ୍ତାବିତ ବିକାଶମୂଳକ କାର୍ଯ୍ୟ ଶୀଘ୍ର ସମ୍ପାଦନ କରିବାକୁ ସେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?