ତୃତୀୟଥର ବାପା ହେଲେ ମନୋଜ

ନୂଆଦିଲ୍ଲୀ,୧୨।୧୨: ଭାଜପା ଏମ୍‌ପି ତଥା ଭୋଜପୁରୀ ଅଭିନେତା ମନୋଜ ତିୱାରୀ ତୃତୀୟଥର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ତାଙ୍କ ସ୍ତ୍ରୀ ସୁରଭି ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ମନୋଜ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ମନୋଜ କହିଛନ୍ତି, ଏହା ଜଣାଇବା ଅତ୍ୟନ୍ତ ଆନନ୍ଦଦାୟକ ଯେ, ଲକ୍ଷ୍ମୀଙ୍କ ପରେ ସରସ୍ବତୀ ମୋ ଘରକୁ ଆସିଛନ୍ତି। ଆଜି ଘରେ ଏକ ସୁନ୍ଦର ଝିଅ ଜନ୍ମ ହୋଇଛି । ଆପଣ ସମସ୍ତେ ତାଙ୍କୁ ଆଶୀର୍ବାଦ କରନ୍ତୁ। କିଛି ଦିନ ପୂର୍ବରୁ ୫୧ ବର୍ଷିୟ ମନୋଜ ତିୱାରୀ ସ୍ତ୍ରୀ ସୁରଭିଙ୍କ ‘ବେବି ସାୱର’ର ଏକ ଭିଡିଓ ଇନଷ୍ଟାଗ୍ରାମରେ ଶେୟାର କରିଥିଲେ।
ସୁରଭି ମନୋଜ ତିୱାରୀଙ୍କ ଦ୍ୱିତୀୟ ସ୍ତ୍ରୀ ଏବଂ ସେମାନଙ୍କ ପ୍ରଥମ ଝିଅ ୨୦୨୦ରେ ଜନ୍ମ ହୋଇଥିଲା। ଏହାପୂର୍ବରୁ ମନୋଜ ତିୱାରୀ ୧୯୯୯ରେ ରାନୀ ତିୱାରୀଙ୍କୁ ବିବାହ କରିଥିଲେ ଏବଂ ଉଭୟଙ୍କର ରିତି ନାମକ ଏକ ଝିଅ ଅଛନ୍ତି। ବିବାହର ୧୧ ବର୍ଷ ପରେ ୨୦୧୨ରେ, ମନୋଜ ଏବଂ ରାନୀ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri