ଟିଏମ୍‌ସି ହାତ ଧରିଲେ ଏହି କ୍ରିକେଟର, ମମତା ବାନାର୍ଜୀଙ୍କ ଉପସ୍ଥିତିରେ ଦଳରେ ହେଲେ ସାମିଲ

କୋଲକାତା,୨୪।୨: ଭାରତୀୟ କ୍ରିକେଟର ମନୋଜ ତିଓ୍ବାରୀ ବୁଧବାର ତୃଣମୂଳ କଂଗ୍ରେସରେ ସାମିଲ ହୋଇଛନ୍ତି। ହୁଗୁଳୁ ଜିଲାରେ ହୋଇଥିବା ରାଲିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପସ୍ଥିତିରେ ସେ ଦଳର ହାତ ଧରିଛନ୍ତି। ପୂର୍ବରୁ ସେ ଏନେଇ ଟୁଇଟରରେ ସମ୍ୟକ୍‌ ସୂଚନା ଦେିଥିଲେ। ସେ ଆଜିଠାରୁ ନୂଆ ଯାତ୍ରା ଆରମ୍ଭ କରିବାକୁ ଯାଉଥିବା କହିଥିଲେ।

ପ୍ରକାଶ ଯେ, ୩୫ ବର୍ଷୀୟ ମନୋଜ ୨୦୦୮ରେ ଭାରତ ପକ୍ଷରୁ ଡେବ୍ୟୁ କରିଥିଲେ। ସେ ୨୦୧୫ ଜୁଲାଇରେ ନିଜର ଶେଷ ଦିନିକିଆ ଖେଳିଥିଲେ। କ୍ୟାରିୟରରେ ୧୨ ଦିନିକିଆ ଏବଂ ୩ ଟି୨୦ ଅନ୍ତରାଷ୍ଟ୍ରୀୟ ମ୍ୟମ୍ୟାଚ୍‌ରେ ସେ ଭାରତୀୟ ଟିମ୍‌ର ପ୍ରତିନିଧିତ୍ୱ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri