Posted inଖେଳ

ଭବିଷ୍ୟତରେ ଭାରତର ଅଧିନାୟକ ହୋଇପାରନ୍ତି ହାର୍ଦ୍ଦିକ: ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୧୬।୪: ଚଳିତ ଆଇପିଏଲ୍‌ରେ ଦମ୍‌ଦାର ପ୍ରଦର୍ଶନ ଜାରି ରଖିଛି ନୂଆ ଟିମ୍‌ ଗୁଜରାଟ ଟାଇଟନ୍ସ। ଡେବ୍ୟୁ ସିଜନରେ ଦଳ ୫ଟି ମୁକାବିଲା ଖେଳିଥିବା ବେଳେ ସେଥିରୁ ୪ଟି ଜିତିଛି। ଏଥିଯୋଗୁ ଦଳ ଅଙ୍କ ତାଲିକାରେ ପ୍ରଥମ ସ୍ଥାନରେ ରହିଛି। ତେବେ ଗୁଜରାଟର ଏହି ସଫଳତା ପଛରେ ଅଧିନାୟକଙ୍କ ହାର୍ଦ୍ଦିକଙ୍କ ପ୍ରମୁଖ ଭୂମିକା ରହିଛି। ବୋଲିଂ, ବ୍ୟାଟିଂ ହେଉ ଅବା ଅଧିନାୟକତ୍ୱ, ସବୁଥିରେ ହାର୍ଦ୍ଦିକ ପ୍ରଶଂସାର ପାତ୍ର ପାଲଟିଛନ୍ତି।

କ୍ରିକେଟ ବିଶେଷଜ୍ଞମାନେ ହାର୍ଦ୍ଦିକଙ୍କ ପ୍ରଶଂସାରେ ଶତମୁଖ ହେଉଛନ୍ତି। ଏହି କ୍ରମରେ ଭାରତର ପୂର୍ବ ବ୍ୟାଟ୍ସମ୍ୟାନ୍‌ ତଥା ପଶ୍ଚିମବଙ୍ଗର ମନ୍ତ୍ରୀ ମନୋଜ ତିଓ୍ବାରୀ ହାର୍ଦ୍ଦିକଙ୍କୁ ସୀମିତ ଓଭର କ୍ରିକେଟରେ ଭାରତୀୟ ଟିମ୍‌ର ଆଗାମୀ ଅଧିନାୟକ ଭାବେ ଦେଖୁଥିବା କହିଛନ୍ତି।

କେକେଆର୍‌ ପକ୍ଷରୁ ଖେଳିଥିବା ମନୋଜ ଟୁଇଟ୍‌ କରି କହିଛନ୍ତି, ଯଦି କେବେ କ୍ରିକେଟର ଛୋଟ ଫର୍ମାଟରେ ଭାରତୀୟ ଦଳର ଅଧିନାୟକ କିଏ ହେବ ବୋଲି ଚର୍ଚ୍ଚା ହୁଏ ତେବେ ସେ ହାର୍ଦ୍ଦିକ ହେବା ଉଚିତ। ଅଧିନାୟକ ଭାବେ ବିଚାରଧାରାକୁ ଦେଖିଲେ ଏଯାବତ ଯାହା ଦେଖିଛି, ବହୁତ ପ୍ରଭାବିତ ହୋଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଜାଡେଜା ସବୁକିଛି ସୁନା କରିଦେଉଛନ୍ତି’

ମୁମ୍ବାଇ,୭।୩: ଭାରତୀୟ କ୍ରିକେଟ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ମୋହାଲିରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଚମତ୍କାର ପ୍ରଦର୍ଶନ କରିଥିଲେ। ଜାଡେଜାଙ୍କ ସ୍ମରଣୀୟ...

କୋହଲିଙ୍କୁ ନେଇ ଗାଭାସ୍କରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୧୧: ଦକ୍ଷିଣ ଆଫ୍ରିକା ଗସ୍ତରେ ୩ ଟେଷ୍ଟ ଏବଂ ସମାନ ସଂଖ୍ୟକ ଦିନିକିଆ ଖେଳିବ ଭାରତ। ଏହି ଗସ୍ତରେ ଟେଷ୍ଟ ଦଳର ନେତୃତ୍ୱ ନେବେ ବିରାଟ...

ଗାଭାସ୍କରଙ୍କ ପ୍ରସ୍ତାବ: ଭାରତ, ଅଷ୍ଟ୍ରେଲିଆ ମଧ୍ୟରେ ବଦଳ ହେଉ ଟି-୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୧।୪(ପି.ଟି.): କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଛନ୍ତି। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟ ଟି୨୦...

ପୁଣି ଶୀର୍ଷକୁ ଫେରିଲେ ମିଥାଲି

ନୂଆଦିଲ୍ଲୀ,୨୧।୯: ଆଇସିସି ପକ୍ଷରୁ ମଙ୍ଗଳବାର ମହିଳା ଦିନିକିଆ କ୍ରିକେଟରଙ୍କ ର଼୍ୟାଙ୍କ ଜାରି କରାଯାଇଛି। ଭାରତର ଅଧିନାୟିକା ମିଥାଲି ରାଜ ପୁଣିଥରେ ଶୀର୍ଷକୁ ଫେରିଛନ୍ତି। ଅନ୍ୟତମ ଭାରତୀୟ...

କୋହଲିଙ୍କ ଓ୍ବାନ ମ୍ୟାନ୍‌ ଶୋ

ଅହମ୍ମଦାବାଦ୍‌,୧୬।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ୩ୟ ଟି୨୦ ମ୍ୟାଚ୍‌ରେ ଦେଖିବାକୁ ମିଳିଛି ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କ...

ଚପରାସୀ ଚାକିରି ପାଇଁ ଆବେଦନ କଲେ ଏହି ଭାରତୀୟ କ୍ରିକେଟର

ଭାରତୀୟ କ୍ରିକେଟ ଦଳକୁ ପ୍ରତିନିଧିତ୍ୱ କରିଥିବା ଦିନେଶ ସାଏନ ଆର୍ଥିକ ପରିସ୍ଥିତି ଦେଇ ଗତି କରୁଛନ୍ତି। ଏଥିରୁ ମୁକ୍ତି ପାଇବା ପାଇଁ ସେ ନାଡାରେ ଏକ...

ରୟାଲ ଚ୍ୟାଲେଞ୍ଜର୍ସ ଏଲିମିନେଟ୍‌

ଆବୁଧାବି, ୭।୧୧- ଖରାପ ବ୍ୟାଟିଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ପାଇଁ ମହଙ୍ଗା ପଡ଼ିଛି। ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଗୁରୁତ୍ୱପୂର୍ଣ୍ଣ ଏଲିମିନେଟର ମ୍ୟାଚରେ...

ପ୍ଲିସ୍‌କୋଭାଙ୍କୁ ଇଟାଲିଆନ ଓପନ ଟାଇଟଲ

ରୋମ୍‌, ୧୯ା୫ (ଏଏଫ୍‌ପି)- ଚତୁର୍ଥ ସିଡ୍‌ ତଥା ଚେକ୍‌ରିପବ୍ଲିକର କାରୋଲିନା ପ୍ଲିସ୍‌କୋଭା ଡବ୍ଲ୍ୟୁଟିଏ ଇଟାଲିଆନ ଓପନ ମହିଳା ସିଙ୍ଗଲ୍ସ୍ସ ଟାଇଟଲ ଜିତିଛନ୍ତି। ରବିବାର ଫାଇନାଲରେ ସେ...

Advertisement
Archives

Model This Week