ନନ୍ଦଘର ଆନ୍ଦୋଳନରେ ମନୋଜ ବାଜପେୟୀ

ଭୁବନେଶ୍ୱର,୩।୫:ବେଦାନ୍ତ ଗ୍ରୁପ୍‌ର ସ୍ବତନ୍ତ୍ର ପ୍ରକଳ୍ପ ‘ନନ୍ଦଘର’ ଆନ୍ଦୋଳନରେ ବଲିଉଡ୍‌ ଅଭିନେତା ମନୋଜ ବାଜପେୟୀ ସାମିଲ ହୋଇଛନ୍ତି। ଏପରିକି ସମଗ୍ର ଭାରତରେ ପ୍ରାୟ ୧୪ ଲକ୍ଷ ଅଙ୍ଗନୱାଡି କେନ୍ଦ୍ରକୁ ପରିବର୍ତ୍ତନ କରିବାକୁ ନନ୍ଦଘର ଲକ୍ଷ୍ୟ ରଖିଛି। ଏହି ପରିପ୍ରେକ୍ଷୀରେ ବାଜପେୟୀଙ୍କ ସହ ନନ୍ଦଘର ଏକ ଜାତୀୟ ଆନ୍ଦୋଳନ ‘ଅଗର ବଚ୍‌ପନ ସେ ପୁଛା ଖାନା ଖାୟା ତୋ, ଦେଶ୍‌କା କଲ୍‌ ବନେଗା’ ଉନ୍ମୋଚନ କରିଛି। ନନ୍ଦଘରର ଏହି ଅଭିଯାନର ଉଦ୍ଦେଶ୍ୟ ହେଉଛି ସାମଗ୍ରିକ ସ୍ବାସ୍ଥ୍ୟସେବା, ଗୁଣାତ୍ମକ ପୋଷଣ ଏବଂ ପିଲାମାନଙ୍କ ପାଇଁ ସର୍ବୋତ୍ତମ ପ୍ରାଥମିକ ଶିକ୍ଷା ସୁନିଶ୍ଚିତ କରି ଭାରତର ଭବିଷ୍ୟତ ପିଢ଼ିକୁ ପୋଷଣ ଦେବା।
ଏ ସମ୍ପର୍କରେ ବେଦାନ୍ତ ଗ୍ରୁପ୍‌ର ଚେୟାରମ୍ୟାନ (ଅଧ୍ୟକ୍ଷ) ଅନୀଲ ଅଗ୍ରୱାଲ କହିଛନ୍ତି, ପ୍ରକଳ୍ପ ନନ୍ଦଘର ହେଉଛି ଏକ ଜାତୀୟ ଆନ୍ଦୋଳନ, ଯାହା ଶିଶୁ ଏବଂ ମହିଳାଙ୍କ ସାମଗ୍ରିକ କଲ୍ୟାଣକୁ ସମର୍ଥନ ସହ ସ୍ବାସ୍ଥ୍ୟ ଏବଂ ପୋଷଣ ଉପରେ ବିଶେଷ ଧ୍ୟାନ ଦେଇଥାଏ। ଏପରିକି ମନୋଜ ଏହି ବଢୁଥିବା ଆନ୍ଦୋଳନକୁ ସମର୍ଥନ କରିଥିବାରୁ ଆମେ ବେଶ୍‌ ଉତ୍ସାହିତ ଅଛୁ। ତାଙ୍କ ବ୍ୟକ୍ତିଗତ ଜୀବନ କାହାଣୀ ନନ୍ଦଘରର ଉଦ୍ଦେଶ୍ୟ ‘ଭବିଷ୍ୟତ ପିଢ଼ିର ଜୀବନକୁ ପୋଷଣ ଓ ପରିବର୍ତ୍ତନ’କୁ ଗଭୀର ଭାବେ ପ୍ରତିଧ୍ୱନିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ଉନ୍ନତ ଡାଇଗ୍ନୋଷ୍ଟିକ୍‌ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍‌

ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?