ଆଣ୍ଡମାନ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଆଣ୍ଡମାନ ଛୁଇଁଲା ମୌସୁମୀ । ସୋମବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜ ଏବଂ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅନ୍ୟପକ୍ଷେ , ଓଡ଼ିଶାରେ ରଜ ସୁଦ୍ଧା ମୌସୁମୀ ଆସିବ ବୋଲି ପାଣିପାଗ ବିଜ୍ଞାନୀ ଆର.କେ ଜେନାମଣି କହିଛନ୍ତି।
ଆଣ୍ଡମାନ ନିକୋବର ସାଗରରେ ବର୍ତ୍ତମାନ ମୌସୁମୀ ପ୍ରବେଶ କରିଛି । ଯାହା ଖୁବ୍‌ଶୀଘ୍ର ବଙ୍ଗୋପସାଗର ଅଞ୍ଚଳରେ ପ୍ରବେଶ କରିବ । ଏ ନେଇ କେରଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତିରେ …୨୦୨୧

ପାଣି ପାଇଁ ଲଢ଼େଇ- ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ଅଗଷ୍ଟ ୧୨ରେ ଉଗ୍ରରୂପ ନେଇଥିଲା। ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତି ନେତୃତ୍ୱରେ...

୧୦୮ ଖଣ୍ଡ ଭୋଟରେ ଜିତିଲେ କମଲୁ

ରାଇଘର, ୧୧।୮(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅଧୀନ ପରିଚିପାରା ପଞ୍ଚାୟତ ସମିତି ସଭ୍ୟ ଉପନିର୍ବାଚନରେ ଭାଜପା ସମର୍ଥିତ ପ୍ରାର୍ଥୀ କମଲ ଗଣ୍ଡ ବିଜୟୀ...

ହୃଦଘାତରେ ନାଲ୍‌କୋ କର୍ମଚାରୀ ମୃତ: ପରିବାରର ଜଣେ ସଦସ୍ୟଙ୍କୁ ନିଯୁକ୍ତି ଦାବି

ବଅଁରପାଳ,୧।୧୦(ଡି.ଏନ.ଏ.)- ନାଲ୍‌କୋ ସିପିପି ଅପରେସନ ବିଭାଗରେ ଚାକିରି କରିଥିବା ପ୍ରବୀଣ ବରାହ(୫୨) ମଙ୍ଗଳବାର ସକାଳେ ହୃଦଘାତରେ ପ୍ରାଣ ହରାଇଛନ୍ତି। ପ୍ରବୀଣଙ୍କ ଘର ଗୋତମରା ଗ୍ରାମରେ। ସେ...

ବର୍ଷାରେ ଭାଙ୍ଗିଲା ୮ ଘର: ଭାସିଗଲା ସ୍କୁଟି

କୋରାପୁଟ,୭।୯(ଅମିତାଭ ବେହେରା): କୋରାପୁଟ ଜିଲାରେ ଗୁରବାର ୧୦୨୫ ମିଲିମିଟର ବର୍ଷା ହୋଇଥିବା ବେଳେ ଜିଲାର ସେମିଳିଗୁଡ଼ାରେ ସର୍ବାଧିକ ୧୫୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ପ୍ରବଳ...

ଗାନ୍ଧିଜୀଙ୍କ ବେଶ ବଦଳାଇଥିଲା ଓଡ଼ିଶା

ପୁରୀ ଅଫିସ,୨୬।୩: ଶ୍ରୀକ୍ଷେତ୍ର ସହିତ ମହାତ୍ମା ଗାନ୍ଧୀ (ବାପୁଜୀ)ଙ୍କର ସ୍ମୃତି ଜଡ଼ିତ ରହିଛି। ଏହି ସ୍ମୃତିକୁ ଚିର ସ୍ମରଣୀୟ ରଖିବା ପାଇଁ ଶନିବାର ଶ୍ରୀକ୍ଷେତ୍ରରେ ଗାନ୍ଧିଜୀଙ୍କ...

ଖାର୍ଗେଙ୍କୁ ଅଭିଯୋଗ ଜଣାଇଲେ ତାରା

ଭୁବନେଶ୍ବର, ୧୭।୬(ସୁନିତ୍‌ ମିଶ୍ର): କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଦିଲ୍ଲୀ ଯାଇ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି)ର ବରିଷ୍ଠ ନେତାଙ୍କୁ ଭେଟି ଅଭିଯୋଗ କରିବାରେ ଲାଗିଛନ୍ତି।...

ଶିମିଳିପାଳ,କୁଲଡିହାରେ୨ ହାତୀ ମୃତ

ବାରିପଦା ଅଫିସ/ନୀଳଗିରି,୧୩ା୪(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ଶିମିଳିପାଳ ଓ ବାଲେଶ୍ୱର ଜିଲା ନୀଳଗିରିସ୍ଥିତ କୁଲଡିହା ଅଭୟାରଣ୍ୟରେ ୨ ହାତୀଙ୍କ ମୃତ୍ୟୁ ହୋଇଛି। ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ...

ନାଗରିକତ୍ୱ ସଂଶୋଧନ ଆଇନ ପ୍ରତ୍ୟାହାର ଦାବି:ଓଡ଼ିଶାରେ ତେଜିଲା ବିରୋଧର ସ୍ବର

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ (ଏନ୍‌ଆରସି) ବିରୋଧୀ ଆନ୍ଦୋଳନ ଦେଶର ବିଭିନ୍ନ ରାଜ୍ୟକୁ ବ୍ୟାପିବାରେ ଲାଗିଛି। ଆସାମ, ପଶ୍ଚିମବଙ୍ଗ,...

Advertisement
Archives

Model This Week