ପରିବେଶ ସ୍ବଚ୍ଛତା ପାଇଁ ବନବିଭାଗ ଦେଲା ମନ୍ତ୍ର

ବ୍ରାହ୍ମଣୀଗାଁ,୨।୧୦(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବକ୍ଳ ବ୍ରାହ୍ମଣୀଗାଁ ରାଜୀବଗାନ୍ଧୀ ସେବା କେନ୍ଦ୍ର ପରିସର ମଧ୍ୟରେ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ମହାତ୍ମା ଗାନ୍ଧୀଙ୍କ ଫାଟେ ଚିତ୍ରରେ ମାଲ୍ୟାର୍ପଣ କରାଯିବା ସହ ତାଙ୍କୁ ସ୍ମରଣ କରାଯାଇଥିଲା। ଏହି ଅବସରରେ ସ୍ବତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ସରପଞ୍ଚ ସଂଯୁକ୍ତା ମଳିକ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ବ୍ରାହ୍ମଣୀ ଗାଁ ଅତିରିକ୍ତ ବନପାଳ ଦୀପକ ରଞ୍ଜନ ପଟ୍ଟନାୟକ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ ପ୍ରଧାନ, ଅଙ୍ଗନବାଡି ସୁଭର ଭାଇଜର ବାସନ୍ତୀ ଜେନା, ନାଏବ ସରପଞ୍ଚ ହର୍ଷବର୍ଦ୍ଧନ ବସ୍ତରାୟ, ଏଡିଓ ନିଥଲିନ ଚାଲାନସେଟ, ସମିତି ସଭ୍ୟା ଜଳିତା ମାଝୀ ସମେତ ୧୨ ଜଣ ୱାର୍ଡ ମେମ୍ବର ଓ ଜନସାଧାରଣ ଉପସ୍ଥିତ ଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ନାଏବ ସରପଞ୍ଚ ହର୍ଷବର୍ଦ୍ଧନ ବସ୍ତରାୟ କହିଛନ୍ତି, ସ୍ବଚ୍ଛତା ହିଁ ସେବା ପରିବେଶ ସୁରକ୍ଷା ଆମର ଦାୟିତ୍ୱ ବୋଲି କହିଥିଲେ। ମୁଖ୍ୟ ଅତିଥି ଅତିରିକ୍ତ ବନପାଳ ଦୀପକ ରଞ୍ଜନ ପଟ୍ଟନାୟକ ଆଜିର ଦିନ ହେଉଛି ଏକ ସ୍ମରଣୀୟ ଏବଂ ଜଙ୍ଗଲ କିପରି ସୁରକ୍ଷିତ ରହିବ, ଜଙ୍ଗଲ ଆମର ଜାତିୟ ସମ୍ପଦ ଏହାର ସୁରକ୍ଷା ଆମର ଦାୟିତ୍ୱ ବୋଲି କହିଥିଲେ। ଅଙ୍ଗନବାଡି ସୁଭରଭାଇଜର ବାସନ୍ତୀ ଜେନା କହିଥିଲେ, ଆମ ସମାଜରେ ବାଲ୍ୟ ବିବାହ ଦିନକୁ ଦିନ ବୃଦ୍ଧି ପାଉଛି ତେଣୁ ସମସ୍ତେ ସଚେତନତା ହେବା ଆବଶ୍ୟକ ଅଛି। ଯେପରି ବାଲ୍ୟ ବିବାହ ବନ୍ଦ ହୋଇ ପାରିବ ଓ ନାରୀ ନିର୍ଯାତନାରୁ ରକ୍ଷା ପାଇବ ସେନେଇ ପଦକ୍ଷେପ ଜରୁରୀ ବୋଲି କହିଥିଲେ। ସରପଞ୍ଚ ସଂଯୁକା ମଳିକ ଉପସ୍ଥିତ ଲୋକ ମାନଙ୍କୁ ସଛତା ଉପରେ ଶପଥ ପାଠ କରାଇଥିଲେ। ପଞ୍ଚାୟତ ପରିସର ସଫା କରିବା ସ୍ବଛତା ରଖିବା ନିହାତି ଆବଶ୍ୟକ ବୋଲି ସରପଞ୍ଚ ଶ୍ରୀମତୀ ମଳିକ କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri