‘ପୃଥ୍ୱିରାଜ’ଠାରୁ ବଡ ଡେବ୍ୟୁ ମୋର ହୋଇ ପାରି ନ ଥାଆନ୍ତା: ମାନୁଷି

ମୁମ୍ବାଇ: ୟଶରାଜ ଫିଲ୍ମସର ପ୍ରଥମ ଐତିହାସିକ ମହାକାବ୍ୟ ଆକ୍ସନ ଡ୍ରାମା ଫିଲ୍ମ ‘ପୃଥ୍ୱିରାଜ’ର ଟିଜର ଗୋଟିଏ ଦିନ ପୂର୍ବରୁ ରିଲିଜ କରାଯାଇଛି । ଏହି ଟିଜର ଦର୍ଶକଙ୍କୁ ବେଶ ପସନ୍ଦ ଆସିଛି । ରାଜା ପୃଥ୍ୱିରାଜ ଚୌହାନଙ୍କ ଜୀବନି ଉପରେ ଆଧାରିତ ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ବଲିଉଡ ଖିଲାଡି ବୟ ଅକ୍ଷୟ କୁମାର । ସେ ପୃଥ୍ୱିରାଜ ଭୂମିକାରେ ଅଭିନୟ କରିଥିବା ବେଳେ ୨୦୧୭ର ମିସ୍ ୱାର୍ଲଡ ମାନୁଷି ଚିଲ୍ଲର ରାଜକୁମାରୀ ସଂୟୋଗୀତା ଭୂମିକାରେ ନଜର ଆସିଛନ୍ତି । ଅଭିନେତ୍ରୀ ତାଙ୍କ ଡେବ୍ୟୁ ଫିଲ୍ମକୁ ନେଇ ବେଶ୍ ଉତ୍ସାହିତ ଅଛନ୍ତି । ମାନୁଷି କହିଛନ୍ତି ‘ପୃଥ୍ୱିରାଜ’ଠାରୁ ତାଙ୍କୁ ବଡ ଡେବ୍ୟୁ ହୁଏତ ମିଳି ନ ଥାଆନ୍ତା । ଏଥିରେ ସେ ୟଶରାଜ ଫିଲ୍ମକୁ ଧନ୍ୟବାଦ ଦେବା ସହ ନିର୍ଦ୍ଦେଶକ ଚନ୍ଦ୍ରପ୍ରକାଶ ଦ୍ୱିବେଦୀଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି । ସେ ଯେ ଗୋଟିଏ ଐତିହାସିକ କ୍ୟାରେକ୍ଟରରେ ଅଭିନୟ କରିପାରିବେ ଏହା ନିର୍ଦ୍ଦେଶକଙ୍କୁ ଠିକ୍ ଲାଗିଲା ତାହା ତାଙ୍କ ପାଇଁ ବଡ ଉପହାର ବୋଲି ମାନୁଷି କହିଛନ୍ତି । ତେବେ ଏହି ଚରିତ୍ର ପାଇଁ ସେ ତାଙ୍କର ସମସ୍ତ ପରିଶ୍ରମ ଲଗାଇ ଦେଇଥିବା ପ୍ରକାଶ କରିଛନ୍ତି । ତାଙ୍କର ଏହି ଅଭିନୟ ତାଙ୍କ ପରିବାରକୁ ଗୌରାବାନ୍ୱିତ କରିବ ବୋଲି ମାନୁଷି ଆଶା ରଖିଛନ୍ତି । ମାନୁଷି ଆଶା ରଖିଛନ୍ତି ଯେ ପୃଥ୍ୱିରାଜ ଦର୍ଶକଙ୍କୁ ପ୍ରତିଷ୍ଠିତ ପ୍ରେମ, ମହାନ ବୀରତା, ଓ ଅଦମ୍ୟ ସାହସର କାହାଣୀ କହିବା ସହ ମନୋରଞ୍ଜନ ବି ଦେବ । ଦର୍ଶକଙ୍କୁ ତାଙ୍କ ଅଭିନୟ ପସନ୍ଦ ଆସିବ ବୋଲି ମଧ୍ୟ ସେ ଆଶା କରିଛନ୍ତି । ସୂଚନାଯୋଗ୍ୟ, ୨୦୨୨, ଜାନୁୟାର ୨୧ରେ ଏହା ପରଦାକୁ ଆସିବ ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri