Posted inଖେଳ

ମନୁଙ୍କ ପିସ୍ତଲରେ ତ୍ରୁଟି :ମୋରିନିର ନିଃସର୍ତ୍ତମୂଳକ କ୍ଷମା ପ୍ରାର୍ଥନା

ନୂଆଦିଲ୍ଲୀ, ୩୧ା୭ (ପି.ଟି.): ଭାରତୀୟ ଶୁଟିଂ ଟିମ୍‌ର କଥାରେ ସୁଇଜରଲାଣ୍ଡର ଏକ ବନ୍ଧୁକ ତିଆରି କରୁଥିବା କମ୍ପାନୀ ମୋରିନି ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆକୁ ନିଃସର୍ତ୍ତମୂଳକ କ୍ଷମାପ୍ରାର୍ଥନା କରିଛି। ଅଲିମ୍ପିକ୍ସ ୧୦ମିଟର ମହିଳା ଏୟାର ପିସ୍ତଲ କ୍ୱାଲିଫିକେଶନ ପ୍ରତିଯୋଗିତା ବେଳେ ମନୁ ଭାକରଙ୍କ ବନ୍ଧୁକରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ୧୬ତମ ଶଟ୍‌ ପରେ ଭାକରଙ୍କ ପିସ୍ତଲର କକିଂ ଲିଭର ଭାଙ୍ଗିଯାଇଥିଲା। ପିସ୍ତଲଟିକୁ ସଜାଡିବା ଲାଗି ୧୫ ମିନିଟ୍‌ରୁ ଅଧିକ ସମୟ ଲାଗିଥିଲା। ୧୯ବର୍ଷୀୟ ଭାକର ପୁଣି ଯେତେବେଳେ ଶୁଟିଂରେ ଯୋଗଦେଲେ ତାଙ୍କ ରିଦିମ୍‌ ପ୍ରଭାବିତ ହୋଇଥିଲା। ସେତେବେଳେ ପରବର୍ତ୍ତୀ ୫୫ ମିନିଟ୍‌ରେ ତାଙ୍କ ପାଇଁ ୪୪ ଶଟ୍‌ ବାକି ରହିଥିଲା। ଭାକର କିନ୍ତୁ ୩୬ ମିନିଟ୍‌ରେ କ୍ୱାଲିଫିକେଶନ ରାଉଣ୍ଡ ଶେଷ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋହିତଙ୍କ ବ୍ୟାଟିଂର ଫ୍ୟାନ୍‌ ପାଲଟିଲେ ରଣବୀର ସିଂହ

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ର ୫୧ତମ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟନ୍ସ ମୁହାଁମୁହିଁ ହେଉଛନ୍ତି। ଏହି ହାଇଭୋଲ୍ଟେଜ୍‌ ମୁକାବିଲାରେ ଗୁଜରାଟ ଅଧିନାୟକ...

ମେସିଙ୍କ ଗୋଲରେ ବ୍ରାଜିଲକୁ ହରାଇଲା ଆର୍ଜେଣ୍ଟିନା

ରିୟାଦ,୧୬।୧୧- ଅନ୍ତର୍ଜାତୀୟ ବାସନ୍ଦାଦେଶ ପରେ ଫେରିଥିବା ଲିଓନେଲ ମେସିଙ୍କ ଗୋଲ ଯୋଗୁ ୧-୦ ଗୋଲରେ ବ୍ରାଜିଲକୁ ସୌଦି ଆରବରେ ହରାଇ ଦେଇଛି। ଦକ୍ଷିଣ ଆମେରିକା ଫୁଟ୍‌ବଲ...

ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ପାକ୍‌ ଦଳରୁ ବାଦ୍‌ ପଡ଼ିଲେ ଆସାଦ, ଆମୀର, ମଲିକ

କରାଚୀ,୧୨।୧୧: ଆଗାମୀ ନୁଜିଲାଣ୍ଡ ଗସ୍ତ ପାଇଁ ପାକିସ୍ତାନ ଏକ ୩୫ ଜଣିଆ ଯୁବ ଦଳ ଘୋଷଣା କରିଛି। ୩ଟି ଯାକ ଫର୍ମାଟ ପାଇଁ ବାବର ଆଜମଙ୍କୁ...

ପନ୍ତଙ୍କୁ ସ୍ବତନ୍ତ୍ର ଢଙ୍ଗରେ ମନେପକାଇଲା ଦିଲ୍ଲୀ କ୍ୟାପିଟାଲ୍ସ ଟିମ୍‌

ଲକ୍ଷ୍ନୌ,୨।୪: ଆଇପିଏଲ ୨୦୨୩ରେ ଦିଲ୍ଲୀ କ୍ୟାପିଟାଲ୍ସର ପ୍ରଥମ ମ୍ୟାଚ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ମଧ୍ୟରେ ହୋଇଥିଲା। ଏହି ସିଜିନଥରେ ଡେଭିଡ ୱାର୍ନର ଦିଲ୍ଲୀର ଅଧିନାୟକ ଅଛନ୍ତି।...

ଇଏସ୍‌ପିଏନ୍‌ ସାହସିକ ପୁରସ୍କାର ଜିତିଲେ ଦୂତୀ

ନୂଆଦିଲ୍ଲୀ, ୨୧।୨ (ପି.ଟି.)- ଷ୍ଟାର୍‌ ସ୍ପ୍ରିଣ୍ଟର ତଥା ମହିଳା ୧୦୦ ମିଟର ରେସ୍‌ରେ ଜାତୀୟ ରେକର୍ଡର ଅଧିକାରିଣୀ ହୋଇଥିବା ଦୂତୀ ଚାନ୍ଦ ଆମେରିକୀୟ କ୍ରୀଡ଼ା ଚ୍ୟାନେଲ...

ଶତକ ମାରିବା ପରେ ଖୁସି ହେବା ବଦଳରେ ପଡ଼ିଆରେ ଭୋ ଭୋ ହୋଇ କାନ୍ଦିଲେ ଏହି କ୍ରିକେଟର: କାରଣ ଜାଣିଲେ…

ନୂଆଦିଲ୍ଲୀ,୨୩।୨: ଗତ ଜାନୁୟାରୀରେ ଭାରତୀୟ ଅଲରାଉଣ୍ଡର ବ୍ରଦର୍ସ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କ୍ରୁନାଲ ପାଣ୍ଡା ବାପାଙ୍କୁ ହରାଇଛନ୍ତି। ଉଭୟ ବାପା ହିମାଶୁଂ ପାଣ୍ଡ୍ୟାଙ୍କ ବେଶ ନିକଟତର...

ଭାରତୀୟ କ୍ରିକେଟ୍‌ ଦଳକୁ ଚେତାବନୀ

ଲର୍ଡସ,୧୯।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ତେବେ ଇଂଲଣ୍ଡ ଦଳ ଏଥିରେ ଆଦୌ ବିଚଳିତ...

ବିବାଦ ଭୁଲି ଏକାଠି ଖେଳିବେ କୃନାଲ-ଦୀପକ: ସେହ୍ବାଗ କହିଲେ…

ବାଙ୍ଗାଲୋର,୧୩।୨: ଟିମ୍‌ ଇଣ୍ଡିଆର ଅଲରାଉଣ୍ଡର କୃନାଲ ପାଣ୍ଡ୍ୟାଙ୍କୁ ୮.୨୫ କୋଟି ଟଙ୍କାରେ କିଣିଛି ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ। ସେ ପାଞ୍ଚ ଥର ଚାମ୍ପିଅନ୍‌ ମୁମ୍ବାଇ ଇଣ୍ଡିଆନ୍ସର...

Advertisement
Archives

Model This Week