Posted inଖେଳ

ମନୁଙ୍କ ପିସ୍ତଲରେ ତ୍ରୁଟି :ମୋରିନିର ନିଃସର୍ତ୍ତମୂଳକ କ୍ଷମା ପ୍ରାର୍ଥନା

ନୂଆଦିଲ୍ଲୀ, ୩୧ା୭ (ପି.ଟି.): ଭାରତୀୟ ଶୁଟିଂ ଟିମ୍‌ର କଥାରେ ସୁଇଜରଲାଣ୍ଡର ଏକ ବନ୍ଧୁକ ତିଆରି କରୁଥିବା କମ୍ପାନୀ ମୋରିନି ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆକୁ ନିଃସର୍ତ୍ତମୂଳକ କ୍ଷମାପ୍ରାର୍ଥନା କରିଛି। ଅଲିମ୍ପିକ୍ସ ୧୦ମିଟର ମହିଳା ଏୟାର ପିସ୍ତଲ କ୍ୱାଲିଫିକେଶନ ପ୍ରତିଯୋଗିତା ବେଳେ ମନୁ ଭାକରଙ୍କ ବନ୍ଧୁକରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ୧୬ତମ ଶଟ୍‌ ପରେ ଭାକରଙ୍କ ପିସ୍ତଲର କକିଂ ଲିଭର ଭାଙ୍ଗିଯାଇଥିଲା। ପିସ୍ତଲଟିକୁ ସଜାଡିବା ଲାଗି ୧୫ ମିନିଟ୍‌ରୁ ଅଧିକ ସମୟ ଲାଗିଥିଲା। ୧୯ବର୍ଷୀୟ ଭାକର ପୁଣି ଯେତେବେଳେ ଶୁଟିଂରେ ଯୋଗଦେଲେ ତାଙ୍କ ରିଦିମ୍‌ ପ୍ରଭାବିତ ହୋଇଥିଲା। ସେତେବେଳେ ପରବର୍ତ୍ତୀ ୫୫ ମିନିଟ୍‌ରେ ତାଙ୍କ ପାଇଁ ୪୪ ଶଟ୍‌ ବାକି ରହିଥିଲା। ଭାକର କିନ୍ତୁ ୩୬ ମିନିଟ୍‌ରେ କ୍ୱାଲିଫିକେଶନ ରାଉଣ୍ଡ ଶେଷ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଗଷ୍ଟ ୨୮ରୁ ଆରମ୍ଭ ହେବ ସିପିଏଲ

କିଙ୍ଗ୍‌ ଷ୍ଟନ, ୨୦।୫ : ଆସନ୍ତା ଅଗଷ୍ଟ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି କାରିବିଅନ ପ୍ରିମିୟର ଲିଗ୍‌ (ସିପିଏଲ)ର ୨୦୨୧ତମ ସିଜନ। ଏହାର ଫାଇନାଲ...

ଭାରତ-ଏ ୨୭୩ ରନରେ ଅଗ୍ରଣୀ

ବେଙ୍ଗାଲୁରୁ, ୨।୬- ହୁବ୍‌ଲୀସ୍ଥିତ ନେହେରୁ ଷ୍ଟାଡିୟମରେ ଭ୍ରମଣକାରୀ ଶ୍ରୀଲଙ୍କା-ଏ ବିପକ୍ଷରେ ଚାଲିଥିବା ଅନ୍ତିମ ତଥା ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ-ଏ ଦୃଢ଼ସ୍ଥିତିରେ ରହିଛି। ଶନିବାର...

ଚେନ୍ନାଇନ୍‌ ଏଫ୍‌ସି ଦଳରେ ସ୍ଲୋଭାକିଆନ ଫରଓ୍ବାର୍ଡ ସିଲ୍‌ଭେଷ୍ଟର

ଚେନ୍ନାଇ, ୨୧ା୧୦ (ପି.ଟି.)-ସ୍ଲୋଭାକିଆନ ସେଣ୍ଟର ଫରଓ୍ବାର୍ଡ ଜାକବ୍‌ ସିଲ୍‌ଭେଷ୍ଟର ଦୁଇଥର ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଚାମ୍ପିୟନ ଚେନ୍ନାଇନ୍‌ ଏଫ୍‌ସି ଦଳରେ ଯୋଗ ଦେଇଛନ୍ତି। ଟ୍ରାନ୍ସଫର...

ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବା ପରେ ଏହି କ୍ରିକେଟର୍‌ଙ୍କୁ ହେଲାନି ବିଶ୍ୱାସ: କଲେ ଏମିତି କାମ, ଦେଖନ୍ତୁ ଭିଡିଓ

ୟୁଏଇ,୯।୯: ୟୁଏଇ ଏବଂ ଓମାନରେ ଆସନ୍ତା ମାସର ଟି -୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ଏହି ଟୁର୍ନାମେଣ୍ଟ ପାଇଁ ମନୋନୀତ ୧୫...

ରାଞ୍ଚି ଟେଷ୍ଟରେ ଯୋଗଦେବେ ନାହିଁ ଗାଙ୍ଗୁଲି

କୋଲକାତା,୧୭।୧୦(ପି.ଟି.)- ସୌରଭ ଗାଙ୍ଗୁଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ନୂଆ ଅଧ୍ୟକ୍ଷ। ତାଙ୍କୁ ଦେଶର ଫୁଟ୍‌ବଲ ଲିଗ୍‌ ଆଇଏସ୍‌ଏଲ୍‌ର ଆମ୍ବାସାଡର କରାଯାଇଛି। ଆଗାମୀ ଆଇଏସ୍‌ଏଲ ରବିବାରଠାରୁ...

ସେମାନେ କି ଭୁଲ କଲେ? ଏହି ୨ ଖେଳାଳିଙ୍କୁ ଅଣଦେଖା କରାଯିବାକୁ ନେଇ ରାଗିଗଲେ ପୂର୍ବ କ୍ରିକେଟର

ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଗୁରୁବାର ୨୦ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ ଚୟନକର୍ତ୍ତା...

ଭାରତ ଆଗରେ ବିଶାଳ ବିଜୟଲକ୍ଷ୍ୟ

ଅକ୍‌ଲାଣ୍ଡ,୨୪।୧- ଭାରତ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଦଳ ପ୍ରଥମେ ବ୍ୟାଟିଂ କରି ୨୦୪ ରନ୍‌ର ବିଶାଳ ବିଜୟଲକ୍ଷ୍ୟ ଛିଡ଼ା କରିଛି। ଦୁଇ ଓପନର...

ଓ୍ବାଲର୍‌ଡ ଓପନ ଅନ୍‌ଲାଇନ୍‌ ଚେସ୍‌: ଭାରତୀୟ ଜିଏମ୍‌ ଇନିୟାନଙ୍କୁ ଟାଇଟଲ

ଚେନ୍ନାଇ, ୪।୯(ପି.ଟି.)- ଭାରତୀୟ ଗ୍ରାଣ୍ଡମାଷ୍ଟର(ଜିଏମ୍‌) ପି. ଇନିୟାନ ସମ୍ମାନଜନକ ଓ୍ବାଲର୍‌ଡ ଓପନ ଅନ୍‌ଲାଇନ୍‌ ଚେସ୍‌ ଟୁର୍ନାମେଣ୍ଟରେ ଟାଇଟଲ ହାସଲ କରିଛନ୍ତି। ତାମିଲନାଡ଼ୁର ଏହି ଖେଳାଳି ସମ୍ଭାବ୍ୟ...

Advertisement
Ten Cric Info


Archives

Model This Week