ଡେବ୍ୟୁ ଫିଲ୍ମ ଫ୍ଲପ୍‌ ପରେ ଦର୍ଶକଙ୍କ ପାଇଁ ଏମତି ଫଟୋ ଶେୟାର କଲେ ମାନୁଷୀ

ଅକ୍ଷୟ କୁମାରଙ୍କ ଫିଲ୍ମ ‘ସମ୍ରାଟ ପୃଥିରାଜ’ରେ ମାନୁଷୀ ଚିଲ୍ଲାର୍‌ ବଲିଉଡରେ ଡେବ୍ୟୁ କରିଛନ୍ତି । ସେ ଅକ୍ଷୟ କୁମାରଙ୍କ ବିପକ୍ଷରେ ମୁଖ୍ୟ ଭୂମିକାରେ ଅଭିନୟ ନଜର ଆସିଛନ୍ତି। ଫିଲ୍ମରେ ତାଙ୍କର ଲୁକ୍‌ ପ୍ରାୟତଃ ଦର୍ଶକଙ୍କୁ ଖୁବ ପସନ୍ଦ ଆସିଥିଲା। ହେଲେ ଫିଲ୍ମଟି ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରି ପାରି ନଥିଲା। ମାତ୍ର ସୋସିଆଲ ମିଡିଆରେ ମାନୁଷୀଙ୍କ ବହୁତ ଲ ପ୍ରଶଂସକ ଅଛନ୍ତି। ସେ ତାଙ୍କ ପ୍ରଶଂସକଙ୍କ ପାଇଁ ଫଟୋ ଏବଂ ଭିଡିଓ ଶେୟାର୍‌ କରନ୍ତି। ନିକଟରେ ସେ କଳା ଡ୍ରେସେ୍‌ରେ ଫଟୋ ଶେୟାର କରିଛନ୍ତି। ଏହି ଫଟୋ ଗୁଡ଼ିକରେ ମାନୁଷୀ ଏକ ଛୋଟ ବ୍ଲାକ ଡ୍ରେସ୍‌ରେ ନଜର ଆସିଛନ୍ତି।
ତାଙ୍କ ଏହି ଫଟୋଗୁଡିକ ଶେୟାର୍‌ କରିବାବେଳେ ମାନୁଷୀ ଏହାର କ୍ୟାପଶନରେ ଲେଖିଛନ୍ତି-‘ଏଲ୍‌ବିଡି’ । ଯାହା ଖୁବ ଭାଇରାଲ ହେଉଛି। ମନୁଷୀ ଚିଲାର କଳା ପୋଷାକକୁ ବହୁତ ପସନ୍ଦ କରନ୍ତି। ସେ କଳା ରଙ୍ଗର ପୋଷାକରେ ନିଜର ଚିତ୍ର ସେୟାର କରି କଳା ରଙ୍ଗ ପ୍ରତି ନିଜର ପ୍ରେମ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

ଚାଇନାର କୃତିମ ସୂର୍ଯ୍ୟ! ବିଶ୍ୱର ସବୁଠାରୁ ବଡ଼ ଚୁମ୍ୱକ ଦେଖି ସମସ୍ତେ ତାଜୁବ

ନୂଆଦିଲ୍ଲୀ,୧।୭: ଚୀନ୍ ନିଜର ‘କମ୍ପ୍ରିହେନ୍‌ସିଭ୍ ରିସର୍ଚ୍ଚ ଫାସିଲିଟି ଫର୍ ଫ୍ୟୁଜନ୍ ଟେକ୍ନୋଲୋଜି’ (CRAFT) ପାଇଁ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ମ୍ୟାଗ୍ନେଟ୍ (ଚୁମ୍ବକ) ପ୍ରସ୍ତୁତ କରିଛି ଏବଂ ଏହାର…

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭:  ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri