ହଳଦୀ ଏକ, ଉପକାର ଅନେକ

ଖାଦ୍ୟର ରଙ୍ଗ ଓ ସ୍ବାଦ ବଢାଇବାରେ ହଳଦୀର ଭୂମିକା ଯଥେଷ୍ଟ ରହିଥାଏ। ଏପରିକି ତ୍ୱଚା ଜନିତ ଅନେକ ସମସ୍ୟାରୁ ବି ହଳଦୀ ଆମକୁ ମୁକ୍ତି ଦେଇଥାଏ। ଏହାଛଡ଼ା ହଳଦୀର ଆହୁରି ମଧ୍ୟ ଅନେକ ଉପକାର ରହିଛି। ଯେମିତିକି:

* କୁହାଯାଏ, ଘରର ବାହାର କାନ୍ଥରେ ହଳଦୀରେ ରେଖା ଟାଣିଲେ ଘର ମଧ୍ୟକୁ କୌଣସି ନକାରାତ୍ମକ ଶକ୍ତି ପ୍ରବେଶ କରିପାରେ ନାହିଁ।

* ପାଞ୍ଚଟି ହଳଦୀ ଖଣ୍ଡ ଓ ଗୋଟିଏ କଏନ୍‌କୁ ଏକାଠି କରି ହଳଦିଆ କପଡ଼ାରେ ବାନ୍ଧି ଘରର ପୂଜାସ୍ଥଳୀରେ ରଖିଲେ ଆର୍ଥତ୍କ ସମସ୍ୟା ଦୂର ହୋଇଥାଏ ବୋଲି ବିଶ୍ୱାସ ରହିଛି।

* କୁଣ୍ଡଳୀରେ ଗୁରୁ ଦୋଷ ଥିଲେ, ତାହାକୁ ଦୂର କରିବା ପାଇଁ ଭଗବାନ ବିଷ୍ଣୁଙ୍କୁ ପ୍ରତିଦିନ କଞ୍ଚା ହଳଦୀ ଅର୍ପଣ କଲେ ପ୍ରଭୂ କୃପା ଲାଭ ହେବା ସହ ଘରେ ସୁଖଶାନ୍ତି ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ ରହିଛି।

* ବୁଧବାର ଦିନ ମଥାରେ ହଳଦୀର ତିଳକ ଲଗାଇବା ଶୁଭ ହେବା ସହ ଏହା ମନ ଓ ମସ୍ତିଷ୍କକୁ ଶାନ୍ତ ରଖିବାରେ ସାହାଯ୍ୟ କରିଥାଏ ବୋଲି କୁହାଯାଏ।

* ଘରେ ହଳଦୀ ଗଛ ଲଗାଇବା ଦ୍ୱାରା ସୁଖଶାନ୍ତି ବୃଦ୍ଧି ହେବା ସହ ଆର୍ଥତ୍କ ସ୍ଥିତି ସୁଦୃଢ ହୁଏ ବୋଲି ବିଶ୍ୱାସ ରହିଛି।

* ଶୁଦ୍ଧ ଜଳରେ ଟିକେ ହଦଳୀ ମିଶାଇ ଯୁବତୀମାନେ ସୂର୍ଯ୍ୟଦେବଙ୍କୁ ଜଳ ଅର୍ପଣ କଲେ ମନ ମୁତାବତ ବର ମିଳିଥାଏ ବୋଲି ଲୋକବିଶ୍ୱାସ ରହିଛି।

* ଗୁରୁବାର ଦିନ କଦଳୀ ଗଛ ମୂଳରେ ହଳଦୀ ପାଣି ଛିଞ୍ଚତ୍ଲେ ବିଗିଡ଼ି ଯାଇଥିବା କାମ ପୁଣି ସୁଧୁରି ଯାଇଥାଏ ବୋଲି ବିଶ୍ୱାସ କରାଯାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri