ବିଜେଡି ଛାଡୁଛନ୍ତି ବଡ ବଡ ନେତା, ପୁଣି ଦଳ ଛାଡିଲେ ଆଉ ଜଣେ Ex MLA

କେନ୍ଦୁଝର,୩।୩: ବିଜେଡିକୁ ପୁଣି ଝଟ୍‌କା। ଦଳ ଛାଡିଲେ ଆଉ ଜଣେ ପୂର୍ବତନ ବିଧାୟକ। ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଶଙ୍ଖ ଛାଡିଛନ୍ତି। ଶଙ୍ଖ ଛାଡି ପ୍ରେମାନନ୍ଦ ପଦ୍ମ ଧରିବାକୁ ଯାଉଛନ୍ତି। ଆସନ୍ତାକାଲି ସେ ଭାଜପାରେ ଯୋଗ ଦେବା ନେଇ ଅପରାଜିତା ଷଡଙ୍ଗୀ ସୂଚନା ଦେଇଛନ୍ତି । ତାଙ୍କ ସହ ଧାମନଗର ବିଧାୟକ ରାଜୁ ଦାସ ମଧ୍ୟ ସାମିଲ ରହିବେ।

ସୂଚନାଥାଉ କି, ଫେବୃୟାରୀ ୯ରେ ବିଜେଡିରୁ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଇସ୍ତଫା ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ବିଧାୟକ । ଦଳର ଅଣଦେଖା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଗତ କିଛିଦିନ ପୂର୍ବରୁ ଦଳଡିଆଁ ପର୍ବ ଚାଲୁଥିବାବେଳେ ବହୁ ପୁରୁଣା ନେତା ଦଳ ଛାଡିଛନ୍ତି। ଏଥିରେ କେବଳ ପ୍ରେମାନନ୍ଦ ନୁହେଁ ରାଜୁ ଦାସ, ଅରବିନ୍ଦ ଢାଲି ଇତ୍ୟାଦି ବହୁ ନେତା ସାମିଲ୍‌ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA)…

ନୀଳାଚଳଙ୍କ ନିବେଦନ ପରେ ସରପଞ୍ଚଙ୍କ ତତ୍ପରତା, ଖୁବଶୀଘ୍ର ମିଳିବ…

ଗଞ୍ଜାମ,୬ା୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ୍ ମଲାଡ ପଞ୍ଚାୟତ ଅନ୍ତର୍ଗତ ଲୁଙ୍ଗୁରୀ ଗ୍ରାମର ନୀଳାଞ୍ଚଳ ରାସ୍ତା କଡ଼ରେ ଗୋଟିଏ ନଡ଼ିଆ ବାହୁଙ୍ଗା ଓ ଜରି ପାଲ…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri