Posted inଜାତୀୟ

ନିର୍ବାଚନ ପୂର୍ବରୁ ବହୁ ଭାଜପା ବିଧାୟକ ଡେଇଁବେ ବାଡ: ଦିଗବିଜୟ ସିଂ…

ଭୋପାଳ,୨୬।୯ : ୨୩୦ ଆସନ ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭା ପାଇଁ ନିର୍ବାଚନ ଚଳିତ ବର୍ଷ ଶେଷରେ ଅନୁଷ୍ଠିତ ହେବ। ରାଜ୍ୟର ୭୮ଟି ଆସନରେ ଭାଜପା ଏପର୍ଯ୍ୟନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ତେବେ ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାରେ ବୃଦ୍ଧି ପାଉଥିବା ବିଦ୍ରୋହ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ରାଜ୍ୟସଭା ଏମପି ଦିଗବିଜୟ ସିଂଙ୍କ ଏକ ଦାବି ନେଇ ଏବେ ରାଜନୈତିକ ମହଲରେ ଉଷ୍ଣତା ଭରିବାରେ ଲାଗିଛି। ସେ କହିଛନ୍ତି ବହୁ ଭାଜପା ନେତା କଂଗ୍ରେସରେ ଯୋଗ ଦେବାକୁ ଚାହୁଁଛନ୍ତି।

ବିଧାନସଭା ନିର୍ବାଚନରେ ଭାଜପାର ବହୁ ନେତା ପରାଜୟ ଆଶଙ୍କାରେ କଂଗ୍ରେସରେ ଯୋଗଦେବାକୁ ଆଗ୍ରହୀ ଅଛନ୍ତି। ବିଗତ ୧୮ ବର୍ଷ ଧରି ମଧ୍ୟପ୍ରଦେଶରେ କ୍ଷମତାରେ ଥିବା ଭାଜପା ସରକାର ଏବଂ ଏହାର ମନ୍ତ୍ରୀମାନଙ୍କର ପାପ ଧୋଇ ପାରିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଶ୍ଚିତ ଅଛନ୍ତି କି ବୋଲି ସେ ପ୍ରଶ୍ନ କରିଛନ୍ତି।

ଗଣମାଧ୍ୟମ ସହ ଆଲୋଚନା ବେଳେ ସେ କହିଛନ୍ତି ମଧ୍ୟପ୍ରଦେଶରେ ଭାଜପାକୁ କ୍ଷମତାରୁ ହଟାଇବାକୁ ଲୋକମାନେ ନିଷ୍ପତ୍ତି ନେଇଛନ୍ତି। ନିର୍ବାଚନରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଶାସକ ଦଳର ନେତା ହୃଦୟଙ୍ଗମ କରି ସାରିଲେଣି। ତେଣୁ ଏବେ ନେତାଙ୍କ ବାଡ଼ ଡିଆଁ ଭାଜପାରୁ କଂଗ୍ରେସ ଶିବିର ଆଡକୁ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri