କାବୁଲରେ ମସଜିଦ, ମିନି ବସରେ ୪ ବିସ୍ଫୋରଣ: ୧୬ ମୃତ

କାବୁଲ,୨୬ ।୫: ଆଫଗାନିସ୍ତାନର ରାଜଧାନୀ କାବୁଲରେ ବୁଧବାର ଏକ ମସଜିଦ ଓ ଉତ୍ତର ସହର ମଜାର-ଏ-ଶରିଫରେ ୩ ମିନି ବସରେ ହୋଇଥିବା ବିସ୍ଫୋରଣରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଅନେକେ ଗୁରୁତର ଥିବା ବେଳେ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି କୁହାଯାଉଛି ।
ବଲ୍‌ଖ ପ୍ରାନ୍ତିୟ ପୋଲିସ ପ୍ରବକ୍ତା ଆଶିଫ ୱଜିରି କହିଛନ୍ତି, ବୋମା ସହରର ବିଭିନ୍ନ ଜିଲାରେ ୩ ମିନି ବସରେ ରଖାଯାଇଥିଲା । ଏହି ବିସ୍ଫୋରଣରେ ୧୫ ଜଣ ଆହତ ହୋଇଛନ୍ତି । ବଲ୍‌ଖ ସ୍ୱାସ୍ଥ୍ୟ ବିଭାଗର ମୁଖ୍ୟ ନଜିବୁଲ୍ଲାହ ତୱାନା କହିଛନ୍ତି ଗାଡିରେ ହୋଇଥିବା ବିସ୍ଫୋରଣରେ ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ଗୋଡ଼ ଭାଙ୍ଗିଦେଲା ରୋହିତ ଶର୍ମାଙ୍କ ଶଟ୍‌, ମୁମ୍ବାଇ ଇଣ୍ଡିଆନ୍ସ ଅଭ୍ୟାସ ସମୟରେ ବଡ଼ ଅଘଟଣ,ଦେଖନ୍ତୁ Video

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL ୨୦୨୬)ରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ଆଘାତ ଯୋଗୁ ୫ଟି ମ୍ୟାଚରୁ ବାହାରେ ରହିବା ପରେ ପଡ଼ିଆକୁ ଏକ…

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି…

ଶେଷ ହେବ ଯୁଦ୍ଧ! ଇରାନ-ଆମେରିକା ମଧ୍ୟରେ ଚୁକ୍ତିନାମା, ଏହି 3 ଟି ପ୍ରସଙ୍ଗରେ ସହମତି…

ଓ୍ବାଶିଂଟନ,୬ା୫: ଇରାନ ଏବଂ ଆମେରିକା ମଧ୍ୟରେ ଶତ୍ରୁତା ବନ୍ଦ କରିବା ନେଇ ଏକ ସହମତି ହୋଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦୁଇ ରାଷ୍ଟ୍ର ମଧ୍ୟରେ…

ସ୍ବାସ୍ଥ୍ୟ ପାଇଁ ବିପଦ ସାଜିଛି ସାର-ଔଷଧ, ଜୈବିକ ସାର ପ୍ରୟୋଗ କରି…

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କଲ୍ୟାଣ ମଣ୍ଡପରେ ବୁଧବାର ଅନନ୍ୟା ଜୈବିକ ପନିପରିବା ଓ ବିହନ ମେଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri