Posted inଜାତୀୟ

ଦେଶରେ ବହୁ ନୂଆ ସହର ଗଢ଼ି ଉଠିବ, ଅର୍ଥବ୍ୟବସ୍ଥାର ଦ୍ରୁତ ବିକାଶ ଜାରି ରହିଛି: ପ୍ରଧାନମନ୍ତ୍ରୀ…

ବେଙ୍ଗାଲୁରୁ,୬।୨ : କର୍ନାଟକର ବେଙ୍ଗାଲୁରୁରେ ଅନୁଷ୍ଠିତ ହେଉଥିବାଭାରତ ଶକ୍ତି ସପ୍ତାହ ୨୦୨୩ କାର୍ଯ୍ୟକ୍ରମରେ ଯୋଗଦେଇପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ଦେଶରେ ଆଗାମୀ ଦିନରେ ବହୁ ନୂଆ ସହର ଗଢ଼ି ଉଠିବ। ଦେଶରେ ଅର୍ଥବ୍ୟବସ୍ଥାର ଦ୍ରୁତ ବିକାଶ ଜାରି ରହିଛି।

ବେଙ୍ଗାଲୁରୁ ହେଉଛି ଟେକ୍ନୋଲୋଜି, ପ୍ରତିଭା ଏବଂ ନବସୃଜନ ଶକ୍ତିରେ ପରିପୂର୍ଣ୍ଣ ସହର। ଭାରତର ଜି-୨୦ ଅଧ୍ୟକ୍ଷତା ସମୟରେ ଏହା ହେଉଛି ପ୍ରଥମ ପ୍ରମୁଖ ଶକ୍ତି ସମ୍ପର୍କିତ କାର୍ଯ୍ୟକ୍ରମ। ଭାରତ ଶକ୍ତି ସପ୍ତାହ କାର୍ଯ୍ୟକ୍ରମରେ ମୁଁ ସମସ୍ତଙ୍କୁ ସ୍ବାଗତ କରୁଛି। କାର୍ଯ୍ୟକ୍ରମ ଆରମ୍ଭରେ, ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଓଏଲ ଦ୍ୱାରା ବିକଶିତ ଏକ ସୌର ରନ୍ଧନ ପ୍ରଣାଳୀର ଯୁଗ୍ମ କୁକଟପ ମଡେଲକୁ ଉନ୍ମୋଚନ କରିଥିଲେ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ହାର୍ଦ୍ଦିକ ସିଂ ପୁରୀ, ରାଜ୍ୟପାଳ ଥାୱରଚାନ୍ଦ ଗେହଲୋଟ ଏବଂ କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବେମ୍ମୋଇ ମଧ୍ୟ ଉପସ୍ଥିତ ଥିଲେ। ଶକ୍ତି ସପ୍ତାହ ୨୦୨୩ କାର୍ଯ୍ୟକ୍ରମ ଫେବୃଆରୀ ୬ରୁ ୮ ପର୍ଯ୍ୟନ୍ତ ବେଙ୍ଗାଲୁରୁରେ ଚାଲିବ। ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ଏକ ଶକ୍ତି ବିକଶିତ ଦେଶ ଭାବରେ ଭାରତରେ ଶକ୍ତି ଭିତ୍ତିଭୂମିର ଏକ ପାଓ୍ବାର ହାଉସ ସୃଷ୍ଟି କରିବା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri