୨ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା: ଚାଲିଗଲା ୩୮ ଜୀବନ

ଡାକର,୮।୧: କେନ୍ଦ୍ରୀୟ ସେନେଗାଲର କାଫ୍ରିନ ନିକଟରେ ଦୁଇଟି ବସ ମଧ୍ୟରେ ମୁହାଁମୁହିଁ ଧକ୍କାରେ ପ୍ରାୟ ୩୮ ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ଦୁର୍ଘଟଣାରେ ମୋଟ ୮୭ ଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ଉପରେ ମହାକାଶ ଯାତ୍ରାର ପ୍ରଭାବ ଗବେଷଣା ସମୃଦ୍ଧ ହେବ

ଓ୍ବାଶିଂଟନ, ୧୬।୯: ଆମେରିକୀୟ ମହାକାଶଯାନ ନିର୍ମାତା କମ୍ପାନୀ ‘ସ୍ପେସ୍‌ଏକ୍ସ’ର ‘ପୋଲାରିସ୍‌ ଡନ୍‌’ ମିଶନ ସଫଳତାର ସହ ସମାପ୍ତ ହୋଇଛି। ଫ୍ଲୋରିଡାର ଡ୍ରାଏ ଟର୍ଟୁଗାସ ଦ୍ୱୀପ ଉପକୂଳରେ ୪...

କେନ୍ଦ୍ରୀୟ ଇସ୍ରାଏଲ୍‌ରେ ହୁଟିର ମିଶାଇଲ ମାଡ଼

ଜେରୁଜେଲମ୍‌,୧୬ା୯: ଉତ୍ତର ୟେମେନ୍‌କୁ ନିୟନ୍ତ୍ରଣରେ ରଖିଥିବା ଇରାନ ସମର୍ଥତ୍ତ ହୁଟି ବିଦ୍ରୋହୀମାନେ ରବିବାର ପ୍ରଥମ ଥର ପାଇଁ କେନ୍ଦ୍ରୀୟ ଇସ୍ରାଏଲ୍‌ରେ କ୍ଷେପଣାସ୍ତ୍ର ମାଡ଼ କରିଛନ୍ତି। ସେମାନଙ୍କୁ...

ପୁଣି ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ, ନିନ୍ଦା କଲେ ବାଇଡେନ କହିଲେ ଯିଏ ଦୋଷୀ…

ଓ୍ବାଶିଂଟନ,୧୬ା୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ପୁଣି ହତ୍ୟା ଉଦ୍ୟମ ହୋଇଛି। ଫ୍ଲୋରିଡାରେ ଗଲ୍ଫ ଖେଳୁଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଛି। ତେବେ ଟ୍ରମ୍ପଙ୍କ...

ଦୁର୍ଘଟଣା ପରେ ଗ୍ୟାସ୍‌ ଟ୍ୟାଙ୍କରରେ ବଡ଼ ଧରଣର ବିସ୍ଫୋରଣ: ୨୪ ମୃତ, ୨୦ଜଣଙ୍କ ଅବସ୍ଥା ଗୁରୁତର

ପୋର୍ଟ-ଅଉ-ପ୍ରିନ୍ସ,୧୫ା୯: ହାଇତିର ଦକ୍ଷିଣ ଭାଗରେ ଶନିବାର ଏକ ଗ୍ୟାସ୍‌ ଟ୍ୟାଙ୍କରରେ ବିସ୍ଫୋରଣ ଘଟି ୨୪ ଜଣଙ୍କ ମୃତ୍ୟୁ ହେବା ସହ ୪୦ଜଣ ପୋଡ଼ିଯାଇ ଆହତ ହୋଇଛନ୍ତି।...

ପାକିସ୍ତାନବାସୀ ଭାରତଠାରୁ କିଛି ଶିଖନ୍ତୁ, ପଡୋଶୀ ଦେଶକୁ କାହିଁକି ଏମିତି ଉପଦେଶ ଦେଲା ଏଡିବି

ଇସଲାମାବାଦ,୧୫।୯: ଦି ଏକ୍ସପ୍ରେସ ଟ୍ରିବ୍ୟୁନର ଏକ ରିପୋର୍ଟ ଅନୁଯାୟୀ ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ (ଏଡିବି) ଏହାର ସଂଘର୍ଷପୂର୍ଣ୍ଣ ଶିକ୍ଷା କ୍ଷେତ୍ରକୁ ସମାଧାନ କରିବା ପାଇଁ ଭାରତର...

ବାଂଲାଦେଶକୁ ନୂଆ ଉପହାର ଦେଲା ଭାରତ, ପ୍ରତି ପରିବାର ହେବେ ଖୁସି!

ନୂଆଦିଲ୍ଲୀ/ଢାକା,୧୫।୯: ଶେଖ ହାସିନା ବାଂଲାଦେଶର ପ୍ରଧାନମନ୍ତ୍ରୀ ପଦ ଓ ଦେଶ ଛାଡିବା ପରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କ ଆଉ ପୂର୍ବଭଳି ନାହିଁ। ବାଂଲାଦେଶରେ...

ଶେଖ ହାସିନାଙ୍କ ଫୋନ କଲ ଲିକ୍‌!, ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ/ଢାକା,୧୫।୯: ବାଂଲାଦେଶରେ ଘଟିଥିବା ହିଂସା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଭାରତ ପଳାଇ ଆସିଥିଲେ। ବର୍ତ୍ତମାନ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ପଡୋଶୀ ଦେଶରେ ଗଠିତ...

ସେପ୍ଟେମ୍ବର ୨୯ରୁ ୨ମାସ ପାଇଁ ପୃଥିବୀକୁ ମିଳିବ ‘ମିନି ମୁନ୍‌’

ଓ୍ବାଶିଂଟନ, ୧୫।୯: ସୌରଜଗତରେ ଏପରି ଅନେକ ଗ୍ରହ ରହିଛନ୍ତି, ଯେଉଁମାନଙ୍କଠାରେ ଏକାଧିକ ଚନ୍ଦ୍ର ରହିଥାନ୍ତି। ତେବେ ପୃଥିବୀରେ କେବଳ ଗୋଟିଏ ଚନ୍ଦ୍ର ଦୃଶ୍ୟମାନ ହୋଇଥାଏ। ବୈଜ୍ଞାନିକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri