ମାଓ ନିଆଁରେ ନିଖୋଜ ଅଛନ୍ତି ୬୬ଜଣ

ହଓ୍ବାଇ,୯।୯: ଆମେରିକାର ହଓ୍ବାଇ ସହରର ମାଓ ଜଙ୍ଗଲରେ ଏକ ମାସ ପୂର୍ବରୁ ବ୍ୟାପକ ଅଗ୍ପିକାଣ୍ଡ ଘଟିଥିଲା। ନିଆଁରେ ଜଙ୍ଗଲର ଅଧିକାଂଶ ଭାଗ ଜଳିପଡି ପାଉଁଶ ହୋଇଯାଇଥିଲା। ତେବେ ଏକ ଅନ୍ତର୍ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ ହଓ୍ବାଇ ସହରର ପ୍ରାୟ ୬୬ଜଣ ନିଖୋଜ ଅଛନ୍ତି। ହୱାଇ ଗଭର୍ଣ୍ଣର ଜୋଶ ଗ୍ରୀନ କହିଛନ୍ତି ଯେ ଶ୍ରମିକମାନେ ଜଳିଯାଇଥିବା ସ୍ଥାନରୁ ଆବର୍ଜନା ଅପସାରଣ ଜାରି ରଖିଛନ୍ତି, ଯାହା ପ୍ରାୟ ଏକ ବର୍ଷ ଲାଗିପାରେ। ଅଗଷ୍ଟ ୮ରୁ ଲାଗିଥିବା ନିଆଁରେ ଐତିହାସିକ ସହରଲହିନା ଜଳିପୋଡି ପାଉଁଶ ହୋଇଯାଇଛି। ସେଠାରେ ମୃତସଂଖ୍ୟା ଏବେ ୧୧୫ରହିଛି।

ସେପ୍ଟେମ୍ବର ମାସରେ, କାଉଣ୍ଟି ଏବଂ ଫେଡେରାଲ ଅଧିକାରୀମାନେ ନିଖୋଜ ୩୮୦ରୁ ଅଧିକ ଲୋକଙ୍କ ତାଲିକା ଜାରି କରିଥିଲେ।
୬୦୦୦ରୁ ଅଧିକ ଲୋକ ହୋଟେଲ ରୁମରେ ଆଶ୍ରୟ ନେଇଛନ୍ତି ବୋଲି ଗ୍ରୀନ କହିଛନ୍ତି। ସେ କହିଛନ୍ତି, ଫେଡେରାଲର ଜରୁରୀକାଳୀନ ପରିଚାଳନା ଏଜେନ୍ସି ଆସନ୍ତା ୧୮ ମାସ ପାଇଁ ବିସ୍ଥାପିତଙ୍କ ପାଇଁ ଗୃହ ଅନୁଦାନ ଏବଂ ଭଡା ସହାୟତା ଯୋଗାଇବାରେ ସାହାଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଅସମାହିତ, ତେଜୁଛି ଚାଷୀ ଅସନ୍ତୋଷ

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ଅନ୍ୟପକ୍ଷରେ ଏଠାରେ ଚାଷ ଓ ଚାଷୀଙ୍କ…

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ, ଷ୍ଟାଲିନଙ୍କ ବିରୋଧରେ NCWରେ ଅଭିଯୋଗ କଲା TVK

ନୂଆଦିଲ୍ଲୀ,୪।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ବିରୁଦ୍ଧରେ ଜାତୀୟ ମହିଳା ଆୟୋଗ (NCW)ରେ ଅଭିଯୋଗ ଦାଖଲ କରିଛି ଥଲାପତି ବିଜୟଙ୍କ ପାର୍ଟି TVK । ତଞ୍ଜାଭୁରରେ…

ଅଭିଜିତଙ୍କ ନାଁରେ ସାଂଘାତିକ ଅଭିଯୋଗ: ତୁରନ୍ତ ଗିରଫ କରିବାକୁ ତେଜିଲା ଦାବି

ନୂଆଦିଲ୍ଲୀ,୪।୮: ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ଫୈଜାନ ଅନସାରୀ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଡିପକେଙ୍କ ବିରୋଧରେ ଦିଲ୍ଲୀ ପୋଲିସରେ ଏକ ଲିଖିତ ଅଭିଯୋଗ ଦାଖଲ…

ନିଜ ଗଡ଼ରେ ହାରିବା ପରେ ଚିନ୍ତାରେ ଭାଜପା: ରଣନୀତିରେ ହେବ ବଡ଼ ପରବର୍ତ୍ତନ

ପାଟନା,୪।୮: ବାଙ୍କିପୁର ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କୁ ବିହାରରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ବିକଳ୍ପ ଭାବରେ…

ଟ୍ରମ୍ପଙ୍କ ଉପରେ ବଢିବ ଚାପ! ଭାରତ ସମେତ ୬୦ ଦେଶ ଉପରେ ଲାଗୁ ହୋଇଥିବା ଶୁଳ୍କ ଉପରେ ମାମଲା ରୁଜୁ କଲେ ୨୫ଟି ଆମେରିକା ରାଜ୍ୟ

ଓ୍ବାଶିଂଟନ,୪।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ଶୁଳ୍କ ନୀତି ପୁଣି ଥରେ ଆଇନଗତ ବିବାଦରେ ଫସିଛି। ଡେମୋକ୍ରାଟମାନଙ୍କ ଦ୍ୱାରା ଶାସିତ ୨୫ଟି ଆମେରିକା ରାଜ୍ୟ ଟ୍ରମ୍ପ…

ଆମେରିକାରେ ହଇଚଇ! ଇରାନ ଉପରେ ଆକ୍ରମଣ ଯୋଜନା ଲିକ; ଏମାନଙ୍କୁ ଦାୟୀ କଲେ ଟ୍ରମ୍ପ…

ଓ୍ବାଶିଂଟନ,୪।୮: ଘଟଣାକ୍ରମ ପରେ, ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ ଯୋଜନା ବନ୍ଦ କରିଛି। ଟ୍ରମ୍ପ ଏହି ନିଷ୍ପତ୍ତି ପାଇଁ କାତାର ଏବଂ ୟୁଏଇର ମଧ୍ୟସ୍ଥତା…

ଗମ୍ଭୀର-କୋହଲି ବିବାଦ ଉପରେ ପୂର୍ବତନ ଅମ୍ପାୟାରଙ୍କ ବଡ଼ ବୟାନ, ‘ଏହା ଜରୁରୀ, ନଚେତ୍…’

ନୂଆଦିଲ୍ଲୀ,୪।୮: ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ଅନିଲ ଚୌଧୁରୀ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ କ୍ରିକେଟ୍‌ର ଆକର୍ଷଣ ଓ ରୋମାଞ୍ଚ…

‘ବିମାନ ବନ୍ଦରରୁ ସିଧା ଫାଶୀ ଖୁଣ୍ଟ…’, ହାସିନାଙ୍କ ବାଂଲାଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ମିଳିଲାନି ଧମକ

ଢାକା,୪।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ 2024 ରୁ ଭାରତରେ ରହୁଛନ୍ତି; କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ସେ ସେଠାରେ ରହିଛନ୍ତି। ସେ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri