ଶଜନାଶାଗ ଖାଇଲେ ଦୂର ହୁଏ ଅନେକ ସମସ୍ୟା…

ଶଜନାଶାଗ ଖାଇଲେ ଶରୀରକୁ ବିଭିନ୍ନ ପ୍ରକାର ଉପକାର ମିଳିଥାଏ। ତେବେ ଜାଣନ୍ତିକି ଏହାକୁ ଖାଇବା ସହ ବ୍ୟବହାରକଲେ ସୌନ୍ଦର୍ଯ୍ୟ ମଧ୍ୟ ବୃଦ୍ଧି ହୋଇଥାଏ…

– ଶଜନାଶାଗ ପେଷ୍ଟ ଲଗାଇଲେ ଡାର୍କ ସ୍କିନ୍‌ ଟୋନ୍‌ ଲାଇଟ୍‌ ହୋଇଥାଏ। ଏହା ସ୍କିନ୍‌କୁ ସ୍ପଟ୍‌ଲେସ୍‌ କରିବା ସହ ସ୍କିନ୍‌ଟୋନ୍‌ ବଢ଼ାଇ ତ୍ୱଚାକୁ ଉଜ୍ଜ୍ୱଳ କରିବାରେ ସାହାଯ୍ୟ କରିଥାଏ।
– ଶଜନାଶାଗରେ କୋଲାଜେନ୍‌ ପ୍ରୋଟିନ୍‌ ଭରି ରହିଛି। ତେଣୁ ଏହା ଖାଇବା ଯେତିକି ଭଲ ଲଗାଇବା ସେତିକି ଲାଭଦାୟକ। ଏହାର ପେଷ୍ଟ ଲଗାଇବା ଦ୍ୱାରା ସ୍କିନ୍‌ ଟାଇଟ୍‌ ଏବଂ ସୁନ୍ଦର ରହିଥାଏ।
– ଶଜନାଶାଗ ପ୍ୟାକ୍‌ ଲଗାଇଲେ ତ୍ୱଚାରେ ରିଙ୍କଲ ମାର୍କ ଦେଖାଯାଇ ନ ଥାଏ। ଏହା ତ୍ୱଚାକୁ ସଫା, ଟାଇଟ୍‌ ରଖିବା ସହ ଏଜିଂ ସମସ୍ୟା ଦୂରକରି ୟଙ୍ଗ୍‌ର ଲୁକ୍‌ ଦେଇଥାଏ। ଏହି ପ୍ୟାକ୍‌ ପ୍ରସ୍ତୁତ କରିବା ଲାଗି ଶଜନାଶାଗକୁ ଶୁଖାଇ ଭଲ ଭାବେ ଗୁଣ୍ଡ କରିଦିଅନ୍ତୁ। ୧ ଚାମଚ ଗୁଣ୍ଡରେ ଅଧା ଚାମଚ ଲେମ୍ବୁରସ, ୧ ଚାମଚ ଲେଖାଏ ମହୁ ଏବଂ ଗୋଲାପଜଳ ମିଶାଇ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହାକୁ ମୁହଁରେ ଲଗାଇ ୧୦ ମିନିଟ୍‌ ରଖନ୍ତୁ। ପରେ ନଖ ଉଷୁମ ପାଣିରେ ମୁହଁ ଧୋଇଦିଅନ୍ତୁ।
– ବ୍ରଣ ସମସ୍ୟା ଦୂରକରିବାରେ ଏହା ବେଶ୍‌ ଲାଭଦାୟକ। ଏଥିପାଇଁ ଶଜନାତେଲ ବ୍ୟବହାର କରନ୍ତୁ। କାରଣ ଏଥିରେ ଆଣ୍ଟି ବ୍ୟାକ୍ଟେରିଆଲ ଗୁଣ ଭରି ରହିଛି। ଶଜନାଶାଗକୁ ପେଷ୍ଟକରି ବି ଆପଣ ବ୍ରଣ ହୋଇଥିବା ସ୍ଥାନରେ ଲଗାଇଲେ ଉପକୃତ ହେବେ।
– ଓଠ ପାଇଁ ସବୁଠୁ ଭଲ ମଶ୍ଚରାଇଜର ଭାବେ କାମ କରିଥାଏ ଶଜନାତେଲ; ଯେଉଁଥି ଲାଗି ବିଭିନ୍ନ ଲିପ୍‌ବାମ୍‌ ଏବଂ ଲିପ୍‌ କେୟାର ପ୍ରଡକ୍ଟଗୁଡ଼ିକରେ ଏହାକୁ ବ୍ୟବହାର କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri