Posted inଜାତୀୟ

ଏନଆଇଏ ରାଡାରରେ ପଞ୍ଜାବୀ ଗାୟକ-ସଙ୍ଗିତକାର, ବେଆଇନ ଅର୍ଥ ଲୁଟ ଅଭିଯୋଗ

ନୂଆଦିଲ୍ଲୀ,୨୪ ।୧୧: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନଆଇଏ) ରାଡାରରେ ଆସିଛନ୍ତି କେତେଜଣ ପଞ୍ଜାବୀ ଗାୟକ ଓ ସଙ୍ଗିତକାର । ଏମାନଙ୍କ ଉପରେ ପଞ୍ଜାବ ଓ ବିଦେଶରେ ଗ୍ୟାଙ୍ଗଷ୍ଟରଙ୍କ ଦ୍ୱାରା ଅବୈଧ ଭାବେ ଅର୍ଜିତ ଅର୍ଥକୁ ମ୍ୟୁଜିକ ଇଣ୍ଡଷ୍ଟ୍ରିରେ ଲଗାଇଥିବା ଅଭିଯୋଗ ରହିଛି । ଏନଆଇଏ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ମାମଲାରେ ଖୁବଶୀଘ୍ର ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇକୁ ପଚରା ଉଚରା କରାଯାଇପାରେ ।
ଏନଆଇଏ ସୂତ୍ରରୁ ପ୍ରକାଶ କି ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇଙ୍କୁ ଗୁରୁବାର ପଞ୍ଜାବରୁ ଦିଲ୍ଲୀ ଅଣାଯିବ । ଏନଆଇଏ ଟିମ ଏ ସମ୍ପର୍କରେ ଶୀଘ୍ର ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇଙ୍କୁୁ ପଚରା ଉଚରା କରିବେ । ନୂଆଦିଲ୍ଲୀ ସ୍ଥିତ ଏନଆଇଏ କାର୍ଯ୍ୟାଳୟରେ ତାଙ୍କୁ ପଚରାଉଚରା କରାଯିବ ।
ବିଶେଷ ସୂତ୍ରର ସୂଚନା ଅନୁଯାୟୀ, ଏନଆଇଏ ଅଧିକାରୀ ଏହି ପଚରା ଉଚରା ସମୟରେ ଗ୍ୟାଙ୍ଗଷ୍ଟରଙ୍କ ସହ ଜଡିତ ଅନ୍ୟ କନେକଶନକୁ ବି ସାମିଲ କରିବେ । ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇଙ୍କ ବିରୋଧରେ ୟୁଏପିଏ ଅବୈଧ ଗତିବିଧି ଅଧିନିୟମ ଅନୁଯାୟୀ ମାମଲା ଦାୟର କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ...

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri