Posted inଫୁରସତ

ରାସ୍ତାକଡ଼ରେ ଶୋଇଥିବା ବ୍ୟକ୍ତିଙ୍କ କମ୍ବଳ ତଳୁ ବାହାରିଲେ ଅନେକ ମୂଷା: ଭୟଙ୍କର ଭିଡିଓ ଦେଖିଲେ ଲୋମଟାଙ୍କୁରି ଉଠିବ

ନ୍ୟୁୟର୍କ ସିଟି ମେଟ୍ରୋ ଷ୍ଟେଶନରେ ଏକ ଭୟାନକ ଦୃଶ୍ୟ ଦେଖିବାକୁ ମିଳିଛି। ରାସ୍ତାକଡ଼ରେ କମ୍ବଳ ଘୋଡାଇ ହୋଇ ଶୋଇଥିବା ବ୍ୟକ୍ତିଙ୍କ କମ୍ବଳରୁ ପ୍ରବଳ ମୂଷା ବାହାରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଟିକ୍‌ଟକ୍‌ ୟୁଜର୍ସ @ six4bk78 ଙ୍କ ଏହାର ଭିଡିଓ ଶେୟାର କରିଥିଲେ।
ଟିକ୍‌ଟକ୍‌ ୟୁଜର୍ସ ଭିଡିଓ ଶୁଟିଂ କରୁଥିବା ସମୟରେ କମ୍ବଳ ଘୋଡାଇ ହୋଇ ଶୋଇଥିବା ଭୂମିହୀନ ବ୍ୟକ୍ତିଙ୍କ ନିକଟକୁ ଯାଇ କହନ୍ତି, ‘ୟୋ’। ଏହା ପରେ କମ୍ବଳ ହଲଚଲ ହେବାକୁ ଲାଗିଥିଲା। ବ୍ୟକ୍ତିଜଣଙ୍କ କମ୍ବଳ ଟିକେ କାଢିବା ପରେ ଯାହା ଘଟିଲା ତାହା ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଥିଲା। ହଠାତ୍‌ କମ୍ବଳ ତଳୁ ଅନେକ ମୂଷା ଦୌଡିବାକୁ ଲାଗିଥିଲେ।
ଟିକ୍‌ଟକ୍‌ ୟୂଜର୍ସ ଭିଡିଓ କ୍ୟାପସନରେ ଲେଖିଛନ୍ତି, ନ୍ୟୁୟର୍କରେ ମୂଷା ଏବଂ ଭୂମିହୀନ ସଙ୍କଟ ବିଷୟରେ କ‘ଣ କରାଯାଉଛି। ୨୪ ଘଣ୍ଟାରେ ଏହି ଭିଡିଓ ପ୍ରାୟ ସାତ ଲକ୍ଷ ଥର ଦେଖାଯାଇଥିଲା ଏବଂ ସୋସିଆଲ ମିଡିଆ ବ୍ୟବହାରକାରୀମାନେ ଅନେକ ପ୍ରତିକ୍ରିୟା ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ମିଶାଇଲ୍ ଆଟାକ୍ କଲା ଇରାନ, ତେହେରାନ ଆମେରିକା ସହ ଆଲୋଚନା ପାଇଁ ମନାକରିବାରୁ ପୁଣି ବଢ଼ିଲା ତେଲ ଦର

ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଆଲୋଚନା ଆରମ୍ଭ କରିବା ପାଇଁ ପ୍ରୟାସ ତୀବ୍ର ହୋଇଛି । ତଥାପି, ପରିସ୍ଥିତି ସ୍ୱାଭାବିକ ହେବା…

ଇରାନ-ଆମେରିକା ଯୁଦ୍ଧରେ ପାକିସ୍ତାନର ମଧ୍ୟସ୍ଥତାକୁ ନେଇ ଖପ୍ପା ହେଲାଣି କଂଗ୍ରେସ

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଏଡାଇବା ପାଇଁ ଇରାନ ଏବଂ ଆମେରିକା ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଛନ୍ତି। ଆମେରିକାର ରାଷ୍ଟ୍ରପତି ଦାବି କରିଛନ୍ତି ଯେ ତିନୋଟି ଦେଶ ଏହି…

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଦୂର ହେବ ଚିନ୍ତା! LPG-Petrol ନେଇ ଭାରତ ଆସୁଛି ଆଉ ୩ ଜାହାଜ, ପାର କଲା Strait of Hormuz

ନୂଆଦିଲ୍ଲୀ,୨୪।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ସଂଘର୍ଷ ଏବଂ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଯୋଗୁ ଦେଖାଦେଇଥିବା ରୋଷେଇ ଗ୍ୟାସର ଅଭାବ ପାଇଁ ଏବେ ଆଶ୍ୱସ୍ତି ଆଶା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

ଯୁଦ୍ଧରେ ରୁଷିଆର ଏଣ୍ଟ୍ରିକୁ ନେଇ ଏମିତି କହିଲା ୟୁକ୍ରେନ, ସଭିଏଁ ଚକିତ!

କ୍ୱିଭ,୨।୪୩: ପଶ୍ଚିମ ଏସିଆରେ କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏକ ପ୍ରମୁଖ ଦାବି କରିଛନ୍ତି। ମଙ୍ଗଳବାର, ଜେଲେନ୍ସକି କହିଛନ୍ତି…

ମିଛ କହୁଥିଲେ ଟ୍ରମ୍ପ! ଇରାନର ଦୁଇ ଏନର୍ଜି ପ୍ଲାଣ୍ଟ ଉପରେ ଏୟାରଷ୍ଟ୍ରାଇକ…..

ନୂଆଦିଲ୍ଲୀ,୨୪।୩:ଗୋଟିଏ ପଟେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଂଘର୍ଷର ଅନ୍ତ ହେବାର ସଙ୍କେତ ଦେଉଛନ୍ତି । ଅନ୍ୟପଟେ, ଇରାନ ଆକ୍ରମଣ ସମ୍ପର୍କରେ ଏକ ବଡ଼ ଦାବି କରିଛି…

‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ

ତେହରାନ୍‌,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri