Posted inଜାତୀୟ

ଅଣ୍ଡରୱାର୍ଲଡ ସହ ରହିଛି ନୱାବ ମଲିକଙ୍କ ସିଧା ସମ୍ପର୍କ: ଫଡନବିଶ

ମୁମ୍ବାଇ,୯ ।୧୧: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଏନ୍‌ସିପି ନେତା ନୱାବ ମଲିକଙ୍କ ଉପରେ କିଛି ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଆଣିଛନ୍ତି । ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଫଡନବିଶ କହିଛନ୍ତି ନୱାବ ମଲିକଙ୍କ ସମ୍ପର୍କ ସିଧାସଳଖ ଅଣ୍ଡୱାର୍ଲଡ ସହ ରହିଛି । ମୁମ୍ବାଇରେ ସେ ଓ ତାଙ୍କ ସମ୍ପର୍କୀୟ କିଣିଥିବା ୫ ଜମି ମଧ୍ୟରୁ ୪ର ସମ୍ପର୍କ ଅଣ୍ଡୱାର୍ଲଡ ସହ ରହିଛି ବୋଲି ଫଡନବିଶ କହିଛନ୍ତି । ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଫଡନବିଶ କହିଛନ୍ତି, ମୁଁ ଯାହା କହିବାକୁ ଯାଉଛି ନା ସେ ସଲିମ ଜାଭେଦଙ୍କ ଷ୍ଟୋରି ନା ଇଣ୍ଟରଭାଲ ପରର ପିକ୍‌ଚର । ଏହା ବହୁତ ଗମ୍ଭିର ଓ ରାଷ୍ଟ୍ରର ସୁରକ୍ଷା ସହ ଜଡିତ । ସେ ଦୁଇଟି କ୍ୟାରେକ୍ଟର ବିଷୟରେ ଜାଣିଥିବା ପ୍ରକାଶ କରିଛନ୍ତି । ଜଣେ ହେଉଛନ୍ତି ଆତଙ୍କବାଦୀ ଶହା ୱଲି ଅଲି ଖାଁ, ଯେ କି ୧୯୯୩ ବୋମା ବିସ୍ଫୋରଣର ଅଭିଯୁକ୍ତ । କୋର୍ଟ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଦ୍ୱିତୀୟ କ୍ୟାରେକ୍ଟର ହେଉଛନ୍ତି ସଲିମ ପଟେଲ, ଯିଏ ଦାଉଦଙ୍କ ସହ ଫଟୋରେ ନଜର ଆସିଥିଲେ । ସେ ହସିନା ପାରକରଙ୍କ ବଡିଗାର୍ଡ ବି ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri