Posted inଜାତୀୟ

ବଜ୍ରପାତରୁ ଜଳିଗଲା ବହୁ ଦୋକାନ, କୋଟି କୋଟି ଟଙ୍କାର ସାମଗ୍ରୀ ନଷ୍ଟ

ପାଟନା,୩୦ା୬: ବିହାରର ରାଜଧାନୀ ପାଟନା ପୋଶ ବଜାରରେ ଥିବା ହଥୁଆ ମାର୍କେଟରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଯୋଗୁ ଅନେକ ଦୋକାନ ପୋଡ଼ି ଛାରଖାର ହୋଇଯାଇଛି। ବଜ୍ରପାତରୁ ପ୍ରଥମେ ଏକ ବାଇକ୍‌ରେ ନିଆଁ ଲାଗିବା ପରେ ଏହା ଗୋଟିଏ ପରେ ଗୋଟିଏକୁ ବ୍ୟାପି ଯାଇଥିଲା। ଏହି ଅଗ୍ନିକାଣ୍ଡରେ କୋଟି କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେବାରୁ କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ଉକ୍ତ ଅଞ୍ଚଳରେ ପାଗ ଖରାପ ଥିବା ସହ ବଜ୍ରପାତ ହୋଇଥିଲା। ଏହି କାରଣରୁ ପ୍ରଥମେ ଏକ ବାଇକ୍‌ରେ ନିଆଁ ଲାଗି ପରେ ଦୋକାନ ସବୁ ଜଳିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୨ ଟଙ୍କା ଦାଖଲ କରି ଭିଭିପାଟ୍‌କୁ କରିହେବ ଚ୍ୟାଲେଞ୍ଜ୍‌: ଅଭିଯୋଗ ଭୁଲ୍‌ ସାବ୍ୟସ୍ତ ହେଲେ ୬ ମାସ ଜେଲ

ନୂଆଦିଲ୍ଲୀ,୧୮।୪: ଭୋଟ ଗ୍ରହଣରେ ଇଭିଏମ୍‌ ଏବଂ ଭିଭିପାଟ୍‌ର କାର୍ଯ୍ୟକାରୀତା ନେଇ ଅଧିକାଂଶ ସମୟରେ କେତେକ ଅଭିଯୋଗ ଆଣିଥାନ୍ତି। ତେବେ ଏସବୁ ଭୋଟିଂ ମେସିନ୍‌ର କାର୍ଯ୍ୟକାରୀତା ସମ୍ପର୍କରେ...

ପାକିସ୍ତାନରୁ ମିଳିଲା ମୁସେଓ୍ବାଲାଙ୍କ ବାପାଙ୍କୁ ହତ୍ୟା ଧମକ

ଚଣ୍ଡିଗଡ଼,୨୧।୭: ପଞ୍ଜାବ ଲୋକପ୍ରିୟ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟାପରେ ବର୍ତ୍ତମାନ ତାଙ୍କ ପିତାଙ୍କୁ ହତ୍ୟା ଧମକ ଦିଆଯାଇଛି। ଏହି ଧମକ ସିଦ୍ଧୁ ମୁସେୱାଲାଙ୍କ ପିତା ବଲକୌର...

ବିମାନରେ ପକ୍ଷୀ ଧକ୍କା, ଡିଜିସିଏ ଜାରି କଲା ନୂଆ ମାର୍ଗଦର୍ଶିକା…

ନୂଆଦିଲ୍ଲୀ, ୧୩।୮ : ଦେଶର ବିମାନ ବନ୍ଦରରେ ପକ୍ଷୀ ଏବଂ ଅନ୍ୟ ପ୍ରାଣୀମାନଙ୍କ ସହିତ ବିମାନର ମୁହାଁମୁହିଁ ଧକ୍କା ଘଟଣାର ଅନୁସନ୍ଧାନ ପାଇଁ ବିମାନ ଚଳାଚଳ...

କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ବାହାରିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀର ନୂଆ ସଂସଦ ଭବନ ସମ୍ମୁଖରେ ରବିବାର କୁସ୍ତିଯୋଦ୍ଧା ଏବଂ ପୋଲିସ ମଧ୍ୟରେ ସଂଘର୍ଷ ହୋଇଥିଲା। ଯାହାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହୋଉଛି।...

ଦୈନିକ ମୃତ୍ୟୁ ସଂଖ୍ୟା ୩୧, ସକ୍ରିୟ ମାମଲା ୧୫ ହଜାର ତଳେ…

ନୂଆଦିଲ୍ଲୀ, ୨୪।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ପୂର୍ଣ୍ଣସଂଖ୍ୟା ୧୦୦ରୁ ପରୀକ୍ଷାରେ ୧୫୧ ରଖିଲେ ବିଶ୍ୱବିଦ୍ୟାଳୟ ସ୍ନାତକ ଛାତ୍ର, ସୋସିଆଲ ମିଡ଼ିଆରେ ଭାଇରାଲ…

ଦରଭଙ୍ଗା, ୩୧।୭ :ବିହାରର ଦରଭଙ୍ଗା ଜିଲାରେ ଅବସ୍ଥିତ ଲଲିତ ନାରାୟଣ ମିଥିଲା ବିଶ୍ୱବିଦ୍ୟାଳୟର ଜଣେ ଛାତ୍ର ପରୀକ୍ଷାରେ ପୂର୍ଣ୍ଣସଂଖ୍ୟା ୧୦୦ରୁ ୧୫୧ ମାର୍କ ପାଇଛନ୍ତି। ସେ...

୫ ବର୍ଷ ଶହେ ଦିନରେ କେତେ ନିଯୁକ୍ତି ଦେଇଛନ୍ତି ଭାଜପା ସରକାର: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୬।୯ : କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାଜପା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ଭାଜପା ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାରଙ୍କୁ ପଚାରିଛନ୍ତି ଗତ...

ତେଜସ୍ବୀଙ୍କୁ ଭେଟିଲେ ଆଦିତ୍ୟ ଠାକରେ: ଭାଜପା ବିରୋଧରେ ଏକଜୁଟ ହେବା ଲକ୍ଷ୍ୟ

ପାଟନା,୨୩।୧୧: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ବୁଧବାର ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଏବଂ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିଛନ୍ତି।...

Advertisement
Archives

Model This Week