ଘରୁ ବାହାରିଲେ ମାଳ ମାଳ ନାଗ ସାପ

ଭଦ୍ରକ ଅଫିସ,୨୬।୬-ଗୋଟିଏ କି ଦୁଇଟି ନୁହିଁ। ଏକାବେଳେ ୪୦ରୁ ଊର୍ଦ୍ଧ୍ୱ ସାପ ଉଦ୍ଧାର ହୋଇଛି। ଏଭଳି ଘଟଣା ଭଦ୍ରକ ବ୍ଲକ କଲେଇ ପଞ୍ଚାୟତ ରଙ୍ଗରାଜପୁର ଗ୍ରାମରେ ଶୁକ୍ରବାର ଦେଖିବାକୁ ମିଳିଛି। ଗ୍ରାମର ବିଜୟ ବିଶ୍ୱାଳଙ୍କ ଘରୁ ଭଦ୍ରକର ସ୍ନେକ ହେଲଫ ଲାଇନ ସଦସ୍ୟ ମିର୍ଜା ଅରିଫ ୪୩ ଟି ଛୁଆସାପ, ୫୮ଟି ଅଣ୍ଡା ଓ ମା ନାଗକୁ ଉଦ୍ଧାର କରିଛନ୍ତି। ଗତ ୮ ଦିନ ହେଲା ବିଜୟଙ୍କ ପରିବାର ଲୋକ ଘରେ ସାପ ବୁଲୁଥିବା ଦେଖିବାକୁ ପାଇଥିଲେ। ଫଳରେ ପରିବାର ଲୋକେ ଭୟରେ ଘର ବାହାରେ ଶୋଉଥିଲେ। ଖବରପାଇ ମିର୍ଜା ଘଟଣାସ୍ଥଳରେ ପହଞ୍ଚି ମାଟି ଘରର କାନ୍ଥ ଖୋଳିବା ପରେ ସାପ ଗୁଡିକୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ଦାନ କଲେ ରାଇମୋହନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ାଙ୍କ ପରଲୋକ ହୋଇଛି। ଶୁକ୍ରବାର ମଧ୍ୟାହ୍ନରେ ଭୁବନେଶ୍ୱର ପ୍ରାଚୀ ବିହାରସ୍ଥିତ ଘରୁ ତାଙ୍କର ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି।...

ପରିବହନ ବନ୍ଦ ବିରୋଧରେ ଧାରଣା:ପ୍ରଶାସନ ସହ ଆଲୋଚନା ବିଫଳ

ଅନୁଗୋଳ ଅଫିସ, ୨୯ା୧୦ କୋଇଲା ପରିବହନ ନେଇ ବିବାଦ ଯୋଗୁ ତାଳଚେରଠାରେ ଥିବା ଏମ୍‌ସିଏଲ୍‌ର ବଳରାମ ଖଣି ଗତ ୧୨ ତାରିଖ ଠାରୁ ବନ୍ଦ ରହିଛି।...

ମାନସିକ ରୋଗୀ ପାଇଲେ ନୂଆ ଜୀବନ

ଭୁବନେଶ୍ୱର,୧୧।୩(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ଏବଂ ଗଞ୍ଜାମ ଜିଲା ମାନସିକ ସ୍ବାସ୍ଥ୍ୟ ଟିମ୍‌ର ମିଳିତ ପ୍ରଚେଷ୍ଟା ଯୋଗୁ ଜଣେ ମାନସିକ ଦିବ୍ୟାଙ୍ଗ ରୋଗୀ...

ପାକିସ୍ତାନ ସେନା ମୁଖପାତ୍ରଙ୍କ ଟୁଇଟ୍‌କୁ ଓଡ଼ିଆ ନେତାଙ୍କ ସମାଲୋଚନା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଖ୍ରୀଷ୍ଟମାସ ଶୁଭେଚ୍ଛା ଜଣାଇବା ବାହାନାରେ ପାକିସ୍ତାନ ସେନା ମୁଖପାତ୍ର ତଥା ମେଜର ଜେନେରାଲ ଆସିଫ ଗଫୁର ଓଡିଶାକୁ ବୁଧବାର ଟାର୍ଗେଟ କରିଥିଲେ। ସେ ହିନ୍ଦୁତ୍ୱ...

ପ୍ରଶାସନ ନ ଶୁଣିବାରୁ ଛତିଶଗଡ଼ ମୁହାଁ ହେଲେ ସୀମାନ୍ତବାସୀ

ବରଗଡ଼ ଅଫିସ୍‌,୨୮।୨: ଛତିଶଗଡ଼ ସୀମାନ୍ତ ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଚର୍ଦ୍ଦାପାଲି ଗ୍ରାମକୁ ମୌଳିକ ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଅଞ୍ଚଳବାସୀଙ୍କୁ ଶିକ୍ଷା, ସ୍ବାସ୍ଥ୍ୟ,...

୨୪ ଘଣ୍ଟାରେ ବିଶ୍ୱରେ ପ୍ରାୟ ୨ ଲକ୍ଷ ବଢ଼ିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର,୧୭।୪(ବ୍ୟୁରୋ): ସମଗ୍ର ବିଶ୍ୱ ଏବେ କରୋନା ମହାମାରୀ କବଳରେ। ଶୁକ୍ରବାର ସୁଦ୍ଧା ୨୧୦ ଦେଶ ଏବଂ ୨ ଜାହାଜରେ ଏହା ପହଞ୍ଚିଛି। ଗୁରୁବାର କରାଯାଇଥିବା ଆକଳନ...

ଭିଜିଲାନ୍ସ ଜାଲରେ ଆଇଟିଡିଏର ୩ ଯନ୍ତ୍ରୀ

ନବରଙ୍ଗପୁର,୧୭।୧୨(ବି.ପ୍ର.)-ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ଅଫିସ ଗାଡ଼ିରେ ଟଙ୍କା ନେଇ ଯାଉଥିବାବେଳେ ୨ ଜଣ ସହକାରୀ ଯନ୍ତ୍ରୀ ଓ ଜଣେ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ...

ମାଲକାନଗିରିରେ ପ୍ରଥମ ମୁଣ୍ଡ ନେଲା କରୋନା: ସମ୍ମାନର ସହ ଦାହ କଲା ପ୍ରଶାସନ

ମାଲକାନଗିରି,୨୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶନିବାର ପ୍ରଥମ କରୋନା ମୃତ୍ୟୁ ହୋଇଛି। ମାଲକାନଗିରି ସଦର ମହକୁମା ସ୍ଥିତ ପୁରୁଣା ପୋଷ୍ଟ ଅଫିସ ସାହିର ଜଣେ ବ୍ୟକ୍ତିଙ୍କ ମାଲକାନଗିରି...

Advertisement
Archives

Model This Week