Posted inଜାତୀୟ

ଏବେ ମିଳିବନି ଥଣ୍ଡାରୁ ମୁକ୍ତି

ନୂଆଦିଲ୍ଲୀ,୧୮ ।୧: ଦେଶର କିଛି ଅଞ୍ଚଳରେ ହାଡଭଙ୍ଗା ଶୀତ ପଡିଛି । ଉତ୍ତର ଭାରତରେ ବେଳକୁ ବେଳ ଥଣ୍ଡାର ପରିମାଣ ବଢିବାରେ ଲାଗିଛି । ଏହାସହ ଘନ କୁହୁଡି ମଧ୍ୟ ଦେଖାଦେଇଛି । ଏହାକୁ ଦେଖି ପାଣିପାଗ ବିଭାଗ ଅନୁମାନ କରିଛି କି ପଞ୍ଜାବ, ଚଣ୍ଡିଗଡ଼, ଦିଲ୍ଲୀ, ଉତ୍ତର-ପଶ୍ଚିମ ରାଜସ୍ଥାନ, ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ, ପଶ୍ଚିମ ଉତ୍ତର ପ୍ରଦେଶ, ବିହାର, ଆସାମ ଓ ମେଘାଳୟରେ ଘନ କୁହୁଡି ଦେଖାଦେବ । ଆଇଏମ୍‌ଡିର ସୂଚନା ଅନୁଯାୟୀ, ଘନ କୁହୁଡି ଯୋଗୁ ସୋମବାର କେତେକ ସ୍ଥାନରେ ୨୫ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ହେଉ ନ ଥିବା ବେଳେ କେଉଁଠି କେଉଁଠି ୫ଶହ ମିଟର ପର୍ଯ୍ୟନ୍ତ ବି ଦୃଶ୍ୟମାନ ହେଉନାହିଁ । ତେଣୁ ନିକଟରେ ଥଣ୍ଡାର ପରିମାଣ ମଧ୍ୟ କମ୍ ହେବ ନାହିଁ ବୋଲି କିହିଛି ପାଣିପାଗ ବିଭାଗ ।


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ପତ୍ରର ୧୦ ମାସ ପରେ ଜନ୍ମ ହେଲା ପୁତ୍ର: ଡିଏନ୍‌ଏ ଟେଷ୍ଟ ପରେ ପୁଣି ବିବାହ କଲେ ମାତାପିତା

ଝଜ୍ଜର,୨।୬: ଛାଡ଼ପତ୍ର ହୋଇଥିବା ଦମ୍ପତିଙ୍କର ପୁଣି ଥରେ ବିବାହ କରାଇଛି ନବଜାତ ଶିଶୁପୁତ୍ର। ଏଭଳି ଏକ ରୋଚକ ଘଟଣା ହରିୟାଣାର ଝଜ୍ଜରରେ ଘଟିଛି। ଏଠାରେ ୪ବର୍ଷ...

୨୯ ନଭେମ୍ବର ପୂର୍ବରୁ ଶେଷ ହେବ ବିହାର ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ,୪।୯: କରୋନା ମହାମାରୀ ପରେ ବି ନିର୍ବାଚନ କମିଶନ ବିହାର ବିଧାନସଭା ନିର୍ବାଚନ ନିର୍ଦ୍ଧାରିତ ସମୟରେ ହେବ ବୋଲି ଶୁକ୍ରବାର ପ୍ରକାଶ କରିଛନ୍ତି। ଏହାସହ ଆଉ...

ଧର୍ମଠାରୁ ଜୀବନ ବଡ଼

ନୂଆଦିଲ୍ଲୀ, ୨୧ା୭: ବକ୍‌ର-ଇଦ୍‌ ଉତ୍ସବ ପାଇଁ କରୋନା ଲକ୍‌ଡାଉନ୍‌ ଓ ଅନ୍ୟ କଟକଣା କୋହଳ କରିବାକୁ ନେଇ ସୁପ୍ରିମକୋର୍ଟ ମଙ୍ଗଳବାର କେରଳ ସରକାରଙ୍କ ଉପରେ ବର୍ଷିଛନ୍ତି।...

ଅଳ୍ପକେ ବର୍ତ୍ତିଲା ଇଣ୍ଡିଗୋ ବିମାନରେ ଯାତ୍ରା କରୁଥିବା ୧୬୦ ଯାତ୍ରୀଙ୍କ ଜୀବନ

ନୂଆଦିଲ୍ଲୀ,୨୫।୫: ମାଙ୍ଗାଲୁରୁରୁ ଦୁବଇ ଯାଉଥିବା ଏକ ଇଣ୍ଡିାଗୋ ବିମାନରେ ପକ୍ଷୀ ମାଡ ହେବା ପରେ ଏକ ନିଶ୍ଚିତ ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଛି। ମାଙ୍ଗାଲୁରୁ ଅନ୍ତର୍ଜାତୀୟ...

ଚୋରି କରିବାକୁ ଆସି ଭାବପ୍ରବଣ ହେଲେ ଚୋର: ଜିନିଷ ରଖି ଛାଡିଗଲେ ଚିଠି

ଲକ୍ଷ୍ନୌ,୨୪।୧୨: ଉତ୍ତର ପ୍ରଦେଶର ବାନ୍ଦାରେ ଚୋରିର ଏକ ରୋଚକ ଘଟଣା ଘଟିଛି। ଏକ ଦୋକାନକୁ ଚୋରି କରିବାକୁ ଯାଇଥିବା ଚୋର ଦୋକାନୀ ମାଲିକଙ୍କ ଦୁଃଖ ଦେଖି...

୧୫ ସିଆଇଏସ୍‌ଏଫ୍ ଯବାନଙ୍କୁ ନେଇ ଯାଉଥିବା ବସ ଉପରକୁ ଆତଙ୍କବାଦୀ ଆକ୍ରମଣ, ଜଣେ ଏଏସ୍‌ଆଇ ଶହୀଦ

ଜମ୍ମୁ,୨୨ ।୪: ଜମ୍ମୁର ଚଢା କ୍ୟାମ୍ପ ନିକଟରେ ଶୁକ୍ରବାର ଭୋର ପ୍ରାୟ ୪ଟା ବେଳେ ସିଆଇଏସ୍‌ଏଫ୍‌ର ୧୫ ଯବାନଙ୍କୁ ଡ୍ୟୁଟିରେ ନେଇ ଯାଉଥିବା ଏକ ବସ...

ଗରିବଙ୍କ ହିତରେ ବଜେଟ

ନୂଆଦିଲ୍ଲୀ,୩ା୨(ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟରେ ଶନିବାର ଉପସ୍ଥାପିତ ୨୦୨୦-୨୧ ଆର୍ଥିକ ବର୍ଷର ବଜେଟକୁ ୪୪% ଲୋକ ଗରିବଙ୍କ ହିତରେ ବୋଲି ଆଇଏଏନ୍‌ଏସ୍‌-ସିଭୋଟର ପକ୍ଷରୁ କରାଯାଇଥିବା ସର୍ଭେରେ କୁହାଯାଇଛି। ଏଥିରେ...

ତୃତୀୟ ଲହର ଆଶଙ୍କା: ବୃଦ୍ଧାଶ୍ରମରେ ଟିକା ନେଇଥିବା ୬୨ ବରିଷ୍ଠ ନାଗରିକ ସଂକ୍ରମିତ

ମୁମ୍ବାଇ,୨୯ ।୧୧: ଗୋଟିଏ ପଟେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ସାରା ବିଶ୍ୱକୁ ଡରାଉଥିବା ବେଳେ ଏବେ ମହାରାଷ୍ଟ୍ରରେ ପୁଣିଥରେ କରୋନା ବିସ୍ଫୋରଣ ହୋଇଛି...

Advertisement
Archives

Model This Week