ରୁଷିଆ ସେନାର ହଣ୍ଟ୍‌ ଟୁ କିଲ୍‌ ମିଶନ, ତାଲିକାରେ ଜେଲେନକ୍ସି ସମେତ ବହୁ ଶୀର୍ଷ ନେତା…

ମସ୍କୋ/କ୍ୱିଭ୍‌, ୩୦।୫ : ୟୁକ୍ରେନରେ ଯୁଦ୍ଧ ସମାପ୍ତ ନହେଉଥିବାରୁ ରୁଷିଆର ସୈନ୍ୟବାହିନୀ ଏକ ହଣ୍ଟ୍‌ ଟୁ କିଲ୍‌ ମିଶନ ଆରମ୍ଭ କରିଛନ୍ତି। ଏହି ମିଶନର ଉଦ୍ଦେଶ୍ୟ ହେଉଛି ୟୁକ୍ରେନର ବରିଷ୍ଠ ନେତା ଓ ଅଧିକାରୀମାନଙ୍କୁ ହତ୍ୟା କରିବା। ଏହି ମିଶନରେ ରୁଷିଆ ସେନାର ଲଢୁଆ କମାଣ୍ଡୋ ଅଛନ୍ତି। ଯେଉଁମାନେ ସହରାଞ୍ଚଳରେ ଯୁଦ୍ଧ, ଆମ୍ବୁସ ଏବଂ ରାସାୟନିକ ଏବଂ ଜୈବିକ ଯୁଦ୍ଧରେ ବେଶ୍‌ ପାରଙ୍ଗମ।

ଗୁପ୍ତଚର ଏଜେନ୍ସିଗୁଡ଼ିକଠାରୁ ହଣ୍ଟ୍‌ ଟୁ କିଲ୍‌ ମିଶନ ସମ୍ପର୍କରେ ଇନପୁଟ ପରେ ୟୁକ୍ରେନ ରାଜଧାନୀ କ୍ୱିଭ୍‌ ଏବଂ ଏହାର ଆଖପାଖ ପ୍ରମୁଖ ସହରରେ ସୁରକ୍ଷା ବୃଦ୍ଧି କରାଯାଇଛି। କେବଳ ଏତିକି ନୁହେଁ, ସହରକୁ ଆସୁଥିବା ଏବଂ ଯାଉଥିବା ଲୋକଙ୍କୁ କଡ଼ା ଯାଞ୍ଚ୍‌ କରାଯାଉଛି।

ସମସ୍ତ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଉପରେ ୟୁକ୍ରେନ ଏଜେଣ୍ଟମାନେ ତୀକ୍ଷ୍ଣ ନଜର ରଖିଛନ୍ତି। ହଣ୍ଟ୍‌ ଟୁ କିଲ୍‌ ମିଶନ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କଙ୍କଠାରୁ ଆରମ୍ଭ କରି ବହୁ ଶୀର୍ଷସ୍ତରୀୟ ନେତାଙ୍କ ନାମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri