ଲଗାଣ ବର୍ଷାରେ ଧୋଇଗଲା ପୋଲ, ଅନେକ ଗାଁ ଜଳବନ୍ଦୀ

କୋଟଗଡ,୨୦।୯(ଡି.ଏନ.ଏ.): ଲଘୁଚାପ ଲଗାଣ ବର୍ଷାରେ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳରେ ବର୍ଷା ଲାଗି ରହିଛି। ଫଳରେ ବାଲିଗୁଡା,କୋଟଗଡ,ତମୁଡିବନ୍ଧ ଜଳମଗ୍ନ ହୋଇଥିବା ଦେଖିବାକୁ ମିଳିଛି। ଏପରିକି କୋଟଗଡ ବ୍ଲକ ଅନ୍ତର୍ଗତ ପାରିଗଡ ଗ୍ରାମପଞ୍ଚାୟତକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବତେଡିମୁଣ୍ଡା ନିକଟସ୍ଥ ପୋଲ ଧୋଇ ଯାଇଛି। ଯାହାଦ୍ୱାରା ଦୁଇଟି ଗ୍ରାମପଞ୍ଚାୟତର ଅନେକ ଗ୍ରାମ ଜଳବନ୍ଦୀ ହୋଇ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁ ପୋଲିସକୁ ସଫଳତା: ୨ ଫେରାର ଅଭିଯୁକ୍ତଙ୍କୁ ଗିରଫ

ଦାରିଙ୍ଗବାଡି, ୯।୪ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଅବାଧ ଓ ମୁକ୍ତ ନିର୍ବାଚନ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ...

ଗୁଲମକ୍କି ଦଳକୁ ଆସିବା ପରେ ଶକ୍ତିଶାଳୀ ହେଉଛି ବିଜେଡି

ଭୁବନେଶ୍ୱର,୧୦ା୪(ଅନିଲ ଦାସ):ଭଦ୍ରକ ପୌରପାଳିକାର ପୌରାଧ୍ୟକ୍ଷା ଗୁଲମକ୍କି ହବିବଙ୍କ ସମେତ ଶତାଧିକ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ପୂର୍ବତନ ମନ୍ତ୍ରୀ ତଥା ଭଦ୍ରକ ଜିଲା ପର୍ଯ୍ୟବେକ୍ଷକ ସଞ୍ଜୟ କୁମାର...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଆହତ

ଜୟପୁର,୧୦।୩: କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ଗାଗନାପୁର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇଛି।...

ବିଜେଡି ଗଡ଼ ପତନ ପାଇଁ ଭାଜପା କରୁଛି ଏମିତି ରଣନୀତି

ଚିକିଟି,୧୦ା୪(ପ୍ରକାଶ ଚନ୍ଦ୍ର ସାହୁ):ଗଞ୍ଜାମ ଜିଲାର ଚିକିଟି ନିର୍ବାଚନମଣ୍ଡଳୀ ବିଜେଡି ଗଡ଼ ଭାବରେ ପରିଚିତ। ମନ୍ତ୍ରୀ ଉଷା ଦେବୀ ଦୀର୍ଘ ୨୪ବର୍ଷ ଧରି ଅକ୍ତିଆର କରି ରହିଥିବା...

ଏଥର ବିକଳ୍ପ ଖୋଜୁଛନ୍ତି ଭୋଟର

ଯାଜପୁର,୧୦ା୪(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ବିଞ୍ଝାରପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ୧୯୬୭ରୁ ଏଯାବତ ସଂରକ୍ଷିତ ଆସନ ହୋଇ ରହିଛି। ଅଞ୍ଚଳବାସୀ ଏନେଇ ରାଜ୍ୟ ଓ କେନ୍ଦ୍ର...

୬ ଦିନରେ ୩,୦୨,୯୫୦ କଇଁଛଙ୍କ ଅଣ୍ଡାଦାନ

ରାଜନଗର,୧୦ା୪(ଭାସ୍କର ରାଉତରାୟ):ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଗହୀରମଥା ଲକ୍ଷାଧିକ କଇଁଛଙ୍କ ଅଣ୍ଡାଦେବା ପ୍ରକ୍ରିୟାରେ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତମାସ ୨ ତାରିଖରୁ...

ଭୋଟକୁ ଓଲଟପାଲଟ କରିପାରେ ଚାଷୀ ସଙ୍ଗଠନ

ଯାଜପୁର,୧୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଲୋକସଭା ଆସନ ସମେତ ଜିଲାର ୭ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଚାଷୀ ସଙ୍ଗଠନ, ବିଦ୍ରୋହୀ ଓ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଭାବଶାଳୀ ଉପସ୍ଥିତି...

ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ଏଆରଆଇ ନିଲମ୍ବିତ

ଭଦ୍ରକ,୧୦।୪(ସନାତନ ରାଉତ ): ନିର୍ବାଚନ କାର୍ଯ୍ୟରେ ଅବହେଳା ଓ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦେଶ ଅବମାନନା ପାଇଁ ଭଦ୍ରକ ଜିଲା ବନ୍ତ ତହସିଲର ଅତିରିକ୍ତ ରାଜସ୍ବ ନିରୀକ୍ଷକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri