ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ ମେରୁଦଣ୍ଡ ଭାଙ୍ଗିଗଲା ବୋଲି ସେ କହିଛନ୍ତି। ଗଣେଶଙ୍କ ସମେତ ୪ ମାଓବାଦୀ ନିହତ ହୋଇଛନ୍ତି, ଏହା ଏକ ବଡ଼ ସଫଳତା। ଗୁରୁବାର ବି ସର୍ଚ୍ଚ ଅପରେଶନ ଜାରି ରହିଛି। ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀଙ୍କ ମୂଳପୋଛ ଆମ ଲକ୍ଷ୍ୟ ରହିଛି। ମାଓବାଦୀଙ୍କ ଆତ୍ମସମର୍ପଣ ପାଇଁ ଆମ ରାଜ୍ୟର ପଲିସି ସବୁଠୁ ଶ୍ରେଷ୍ଠ। ତେଣୁ ମାଓବାଦୀ ହିଂସାପଥ ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ ବୋଲି ଡିଜିପି କହିଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ବିଜ୍ଞାନ ଶିକ୍ଷକଙ୍କ ‘ପ୍ରେମ ପାଠ’: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଥାନାରେ ମାମଲା ରୁଜୁ

ଦେବଗଡ,୧୨।୨(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଶିକ୍ଷକଙ୍କ ଅଭଦ୍ରାମି। ବିଜ୍ଞାନ ପାଠ ବଦଳରେ ଛାତ୍ରୀଙ୍କୁ ପଚାରୁଛନ୍ତି ‘ହଗ୍‌-ଡେ’ ଓ ‘ପ୍ରପୋଜ୍‌-ଡେ’। ଦେବଗଡ଼ ଜିଲା ରିଆମାଳ ବ୍ଲକରୁ ଆସିଛି ଏଭଳି…

ନାମିବିଆକୁ ଧୂଳି ଚଟାଇଲା ଭାରତ: ୯୩ ରନରେ ଐତିହାସିକ ବିଜୟ ସହ ରଚିଲା ନୂଆ ରେକର୍ଡ

ନୂଆଦିଲ୍ଲୀ,୧୨।୨: ଟି୨୦ ବିଶ୍ୱକପ ୨୦୨୬ରେ ଭାରତୀୟ ଦଳ ନିଜର ଦବଦବା ବଜାୟ ରଖିଛି। ଗୁରୁବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍-ଏ ମ୍ୟାଚରେ ଭାରତ ନାମିବିଆକୁ…

T20 World Cup: ୧୦ ୱିକେଟରେ ଇଟାଲୀର ଐତିହାସିକ ବିଜୟ, ଦୁଇଭାଇଙ୍କ ଝଡ଼ରେ ନେପାଳ ପରାସ୍ତ

ମୁମ୍ବାଇ,୧୨।୨: ଟି୨୦ ବିଶ୍ୱକପ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ପ୍ରଥମ ଥର ପାଇଁ ବିଶ୍ୱକପ ଖେଳୁଥିବା ଇଟାଲୀ, ନେପାଳ ଭଳି ଶକ୍ତିଶାଳୀ ଦଳକୁ ୧୦…

ଦିଗପହଣ୍ଡିରେ ଭାରତ ବନ୍ଦ ପ୍ରଭାବ: ବନ୍ଦ ରହିଲା ଦୋକାନ ବଜାର, ଗାଡ଼ି ଚଳାଚଳ; ରାଜ୍ୟ ରାଜପଥକୁ…

ଦିଗପହଣ୍ଡି,୧୨|୨(ଅଶେଷ ନାଥ ମିଶ୍ର) ବିଭିନ୍ନ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ  ଗୁରୁବାର ସର୍ବଭାରତୀୟ ସ୍ତରରେ ଡ଼ାକରା ଦିଆଯାଇଥିବା ଭାରତ ବନ୍ଦ ଦିଗପହଣ୍ଡିରେ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯାଇଛି।…

ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ…

ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ…

ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ: କଠିନ ପରିଶ୍ରମ କରି…

ଦିଗପହଣ୍ଡି,୧୨ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଛି। ଶିକ୍ଷକ ଜଗଦୀଶ ସାହୁ ବେଦମନ୍ତ୍ର ପାଠ କରିବା ପରେ…

ନୂଆ ରୂପ ନେଉଛି ବରଗଡ଼, ବିସ୍ଥାପିତଙ୍କ ପାଇଁ ନୂତନ ସୁପର ମାର୍କେଟ୍‌ କମ୍ପ୍ଲେକ୍ସ, ବିଧାୟକ କଲେ …

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ)- ନୂଆ ସରକାର ଆସିବା ପରେ ବରଗଡ଼ ସହରର ନବକଳେବର ହେଉଛି। ଧନୁଯାତ୍ରା ମହୋତ୍ସବରେ ନୂତନତ୍ତ୍ୱ ଆସିଥିବାବେଳେ ସହରର ପ୍ରମୁଖ ସମସ୍ୟା ଯାତାୟାତ, ନର୍ଦ୍ଦମା ଜଳ…

ଇଶାନ-ହାର୍ଦ୍ଦିକଙ୍କ ବିସ୍ଫୋରଣ ପରେ ନାମିବିଆର ଜବରଦସ୍ତ ପ୍ରତ୍ୟାବର୍ତ୍ତନ, ଭାରତର ବିଶାଳ ସ୍କୋର

ନୂଆଦିଲ୍ଲୀ,୧୨।୨: ଭାରତ ଓ ନାମିବିଆ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ବ୍ୟାଟିଂ ବିପର୍ଯ୍ୟୟ ଓ ବିସ୍ଫୋରକ ଅର୍ଦ୍ଧଶତକର ଏକ ରୋମାଞ୍ଚକର ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରଥମେ ବ୍ୟାଟିଂ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri