ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ ବିରୋଧକରି ମୁନିଗୁଡା ଥାନା ଅନ୍ତର୍ଗତ ତେଲେଙ୍ଗାପଦରଠାରୁ ଚନ୍ଦ୍ରପୁର ରାସ୍ତାରେ ଏହି ବ୍ୟାନର ଲାଗିଥିଲା। ବ୍ୟାନରରେ ରାୟଗଡା ଅଞ୍ଚଳ ବଂଶଧାରା ଘୁମୁସର ନାଗାବଳୀ (ବାଘୁନା) ଅଧୀନରେ ଆସୁଥିବାବେଳେ ଆନ୍ଧ୍ର ଓଡ଼ିଶା ସ୍ପେଶାଲ ଜୋନାଲ କମିଟି ଉଲ୍ଲେଖ ରହିଛି। ମୁନିଗୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବ୍ୟାନରକୁ ଜବତ କରିଛି । କିଛିଦିନର ନୀରବତା ପରେ ଏହି ବ୍ୟାନର ଲାଗିବା ପରେ ଅଞ୍ଚଳରେ ଏବେ ମାଓବାଦୀଙ୍କ ଉପସ୍ଥିତି ଥିବା ଅନୁମାନ କରାଯାଉଛି। ଅନ୍ୟପଟେ ବ୍ୟାନରକୁ ନେଇ ପୋଲିସ ଚିନ୍ତାରେ ପଡିଛି। ଏହି ବ୍ୟାନର ମାଓବାଦୀ ସମର୍ଥକ ଲଗାଇଥିବା ପୋଲିସ ଅନୁମାନ କରୁଥିବା ବେଳେ ଘଟଣାର ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri