ଉପନିର୍ବାଚନ ସମୟରେ ଲାଗିଲା ମାଓବାଦୀ ବ୍ୟାନର

ପାଠଇକମାଳ,୨୬।୧୧(ଡିଏନଏ): ବରଗଡ଼ ଜିଲା ପାଇକମାଳ ଠାରୁ ୬ କି.ମି ଦୂର ମାଗୁରମାଲ ଛକ ନିଶାନୀ ଦେବୀ ମନ୍ଦିର ନିକଟରେ ମାଓବାଦୀ ବ୍ୟାନର ଲାଗି ଥିବା ଶନିବାର ଭୋରରୁ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ମାଓବାଦୀମାନେ ଏହି ବ୍ୟାନର ଲଗାଇ ଥିବା ଅନୁମାନ କରାଯାଉଛି । ପୋଲିସ ଉକ୍ତ ବ୍ୟାନରକୁ ଜବତ କରିଛି। ତେବେ ବ୍ୟାନରରେ କଣ ଲେଖାଯାଇଛି, ତାହା ସ୍ପଷ୍ଟ ଜଣାପଡୁ ନାହିଁ। ପଦ୍ମପୁର ଉପନିର୍ବାଚନ ଯୋଗୁ ଏହି ରାସ୍ତାରେ ଦିନରାତି ମନ୍ତ୍ରୀ, ନେତାମାନେ ଯିବା ଆସିବା କରୁଛନ୍ତି। ଅନ୍ୟପକ୍ଷେ ଉପନିର୍ବାଚନ ସମୟରେ ଏହି ମାଓବାଦୀ ବ୍ୟାନର ଲାଗିବା ଘଟଣା ସୁରକ୍ଷାକୁ ନେଇ ପ୍ରଶ୍ନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri