ଥାନା ନିକଟରେ ଲାଗିଲା ମାଓବାଦୀ ବ୍ୟାନର

ମାଲକାନଗିରି, ୨୫ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର କୋଣ୍ଡାଗାଓଁର ମର୍ଦ୍ଦାପାଲ ଅଞ୍ଚଳରେ ଥିବା ଥାନା ନିକଟରେ ମାଓବାଦୀମାନେ ଏକ ଧମକପୂର୍ଣ୍ଣ ବ୍ୟାନର ଲଗାଇଥିବା ଶୁକ୍ରବାର ଦେଖିବାକୁ ମିଳିଛି। ଏଥିରେ ସେମାନେ ସ୍ଥାନୀୟ ଅଞ୍ଚଳରେ ଥିବା ନିକୋ ମାଇନ୍ସ କମ୍ପାନୀର ଦଲାଲ, କମ୍ପାନୀ ଅଧିକାରୀ ଏବଂ ଯାନଗୁଡ଼ିକୁ ସତର୍କ ରହିବାକୁ ସୂଚାଇଛନ୍ତି। ପୋଲିସ ଥାନା ନିକଟରେ ବ୍ୟାନର ଲଗାଇ ମାଓବାଦୀମାନେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ନାରାୟଣପୁର ଜିଲାର ପୂର୍ବତନ ବସ୍ତର ଡିଭିଜନାଲ ସିପିଆଇ ମାଓବାଦୀଙ୍କ ଦ୍ୱାରା ଲାଗିଥିବା ଏହି ବ୍ୟାନରରେ ଭାଜପା ଜିଲା ଉପାଧ୍ୟକ୍ଷ ସାଗର ସାହୁଙ୍କୁ ଦଣ୍ଡିତ କରାଯାଇଥିବା କୁହାଯାଇଛି। ସେହିପରି କମ୍ପାନୀ ସହ ରହିଥିବା ଲୋକେ ଜନସାଧାରଣଙ୍କ ସମ୍ମୁଖକୁ ଆସି କ୍ଷମା ମାଗନ୍ତୁ ବୋଲି ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବରି; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

ଚମ୍ପତ ରାୟଙ୍କୁ କ୍ଲିନ୍‌ଚିଟ୍‌: ପ୍ରସାଦ ଚୋରି ଘଟଣାରେ ଆସିଲା SIT ରିପୋର୍ଟ

ନୂଆଦିଲ୍ଲୀ,୧୮।୮: ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ଘଟଣାର ତଦନ୍ତ କରୁଥିବା ସ୍ବତନ୍ତ୍ର ତଦନ୍ତ ଦଳ (SIT)ର ଚୂଡ଼ାନ୍ତ ରିପୋର୍ଟ ପ୍ରକାଶ ପାଇଛି। ପୂର୍ବତନ ମହାସଚିବ ଚମ୍ପତ…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…

ମନ ନିୟନ୍ତ୍ରଣ ରଖିଲେ ନିଶାକୁ ଦୂରେଇ ହେବ: ନିଶାମୁକ୍ତ ଭାରତ ଲକ୍ଷ୍ୟ

ଭଞ୍ଜନଗର,୧୮।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ନିଶାମୁକ୍ତ ଭାରତ’ ଉପରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ…

ଭିକ୍ଷା ମାଗି ପାରିବେନି ପାକିସ୍ତାନୀ, ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ପାକିସ୍ତାନ ହଜ ଏବଂ ଉମରା ପାଇଁ ସାଉଦି ଆରବକୁ ଯାଉଥିବା ଏହାର ନାଗରିକମାନଙ୍କୁ ଏକ କଠୋର ଚେତାବନୀ ଜାରି କରିଛି। ପାକିସ୍ତାନୀ ଦୂତାବାସ ଭିକ୍ଷା ମାଗିବା,…

ବିଲକୁ ଯିବା ବାଟରେ ଗୋଡାଇ ଗୋଡାଇ କାମୁଡିଲା ମାଙ୍କଡ଼, ତଳେ ପଡିଯିବାରୁ…..

ଆନନ୍ଦପୁର,୧୮।୮(ସୁଶାନ୍ତ କୁମାର ସାହୁ): ମାଙ୍କଡ଼ କାମୁଡ଼ାରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ତାଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ବ୍ୟକ୍ତି ହେଉଛନ୍ତି ଆନନ୍ଦପୁର…

ଲିଭ୍‌ ଇନ୍‌ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..

ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri