ମାଓବାଦୀଙ୍କ ବର୍ବର କାଣ୍ଡ: ନାୟବ ସରପଞ୍ଚଙ୍କୁ ଗଳାକାଟି ହତ୍ୟା

ସୁକମା/ମାଲକାନଗିରି,୬।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମା ଛତିଶଗଡ ସୁକୁମା ଜିଲାରେ ମାଓବାଦୀ ମାନେ ବର୍ବର କାଣ୍ଡ ଭିଆଇଛନ୍ତି। ସୁକୁମା ଜିଲାର ତାର୍ଲବେଡା ନାଏବ ସରପଂଚଙ୍କୁ ଗଳାକାଟି ହତ୍ୟା କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ସୋମବାର ମଧ୍ୟ ରାତ୍ରରେ କେତେଜଣ ସଶସ୍ତ୍ର ମାଓବାଦୀ ତାରାଲାବେଡା ଗ୍ରାମକୁ ଯାଇ ତାରାଲାବେଡା ନାଏବ ସରପଂଚ ମୁଚାକି ରାମାଙ୍କ ଘରେ ପସି ରାମାଙ୍କୁ ଘରୁ ଉଠାଇ ନେଇଥିଲୋ ପରେ ନିକଟସ୍ଥ ଜଙ୍ଗଲରେ ତାଙ୍କ ଗଳା କାଟି ନିର୍ମମ ଭାବେ ହତ୍ୟା କରିଛନ୍ତି। ଏଥିସହ ନାଏବ ସରପଂଚ ମୁଚାକି ରାମା ପୋଲିସ ସୁଚନା ଦାତା ବା ପୋଲିସ ଇନଫର୍ମର ସନ୍ଦେହ କରି ତାଙ୍କୁ ଗଳା କାଟି ହତ୍ୟା କରିଥିବା ମାଓବାଦୀ ମାନେ ସୁଚନା ଦେଇଛନ୍ତି। ପରେ ସେମାବେ ମୁଚାକିଙ୍କ ମୃତଦେହକୁ ଗ୍ରାମ ପ୍ରବେଶ ଦ୍ୱାରରେ ଫୋପାଡି ପଳାଇ ଯାଇଥିଲୋ ଘଟଣା ସମ୍ପର୍କରେ ସୁକୁମା ପୋଲିସ ଜାଣି ଘଟଣା ସ୍ଥଳରେ ପହଂଚି ମୁଚାକିଙ୍କ ମୃତଦେହକୁ ଜବତ କରିବା ସହ ଉକ୍ତ ଅଂଚଳରେ କୁମ୍ବିଂ ଅପରେସନକୁ ଜୋରସୋର କରିଥିବା ପୋଲିସ ସୁତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

କମ୍ପ୍ଲେକ୍ସ ଭିତରକୁ ପଶିଗଲା ଟ୍ରକ, ଆଉ ତା’ପରେ…

କୋରାପୁଟ,୪।୬(ଅମିତାଭ ବେହେରା): କୋରାପୁଟ ସହର ଦେଇଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ଉପରେ ଥିବ ମୂର୍ତ୍ତି କମ୍ପ୍ଲେକ୍ସ ଭିତରକୁ ଗୁରୁବାର ଏକ ଟ୍ରକ ପଶିଯାଇ ଦୁର୍ଘଟଣାଗ୍ରସ୍ତ ହୋଇଛି।…

ରାଜ୍ୟ ସଭା ନିର୍ବାଚନ ପାଇଁ ୧୧ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୪।୬: ଭାଜପା ରାଜ୍ୟ ସଭା ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଅରୁଣାଚଳ ପ୍ରଦେଶରୁ ତାଇ ତାଗକଙ୍କୁ ପ୍ରାର୍ଥୀ କରିଛି। ଗୁଜୁରାଟରୁ, ରାଜୁଭାଇ ଶୁକ୍ଳା, ମୁକେଶଭାଇ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଆସିଲା ଦେବାଶିଷଙ୍କ ପ୍ରଥମ ପ୍ରତିକ୍ରିୟା, ଖୋଲି କହିଦେଲେ….

ଭୁବନେଶ୍ୱର,୪।୬: ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି । ଦେବାଶିଷ ସାମନ୍ତରାୟଙ୍କୁ ଟିକେଟ ଦେଇଛି ଭାଜପା ।…

ଟିମ ଇଣ୍ଡିଆକୁ ମିଳିବ ନୂଆ ବସ୍‌, ଶ୍ରେୟସ ଆୟାର ହେବେ ଅଧିନାୟକ! IPLରେ ରହିଛନ୍ତି ସୁପରହିଟ

ନୂଆଦିଲ୍ଲୀ,୪।୬: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆକୁ ନୂଆ ବସ୍‌ ମିଳିବାକୁ ଯାଉଛି। ଜୁନ ୨୬ରୁ ଆରମ୍ଭ ହେଉଥିବା ଆୟରଲାଣ୍ଡ ବିପକ୍ଷରେ ଏବଂ ଜୁଲାଇ ୧ରୁ ଆରମ୍ଭ ହେଉଥିବା…

ରାଜ୍ୟ ସଭା ଉପ-ନିର୍ବାଚନ: ଦେବାଶିଷଙ୍କୁ ପ୍ରାର୍ଥୀ କଲା ଭାଜପା

ଭୁବନେଶ୍ୱର,୪।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ଭାଜପା ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ଦେବାଶିଷ ସାମନ୍ତରାୟଙ୍କୁ ପ୍ରାର୍ଥୀ କରିଥିବା ନେଇ ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ…

ବିଶ୍ୱ ପରିବେଶ ଦିବସ; ୨୧ ଅନୁଷ୍ଠାନକୁ ପ୍ରକୃତି ମିତ୍ର, ୨୧ ଜଣଙ୍କୁ ମିଳିବ ପ୍ରକୃତି ବନ୍ଧୁ ପୁରସ୍କାର

ଭଞ୍ଜନଗର,୪।୬(ବାବୁଲା ପ୍ରଧାନ): ପ୍ରତିବର୍ଷ ଜୁନ୍ ୫ ତାରିଖକୁ ବିଶ୍ୱ ପରିବେଶ ଦିବସ ଭାବେ ପାଳନ କରାଯାଉଛି । ତେଣୁ ବନ ବିଭାଗ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…

ବରଗଡ଼ର ବିଭିନ୍ନ ସ୍ଥାନରେ ନିର୍ମିତ ତୋରଣ, ଟେଣ୍ଡର ପ୍ରକ୍ରିୟା ଉପରେ ଜିଲାପାଳଙ୍କୁ ଏହି ଦାବି କଲା ବିଜେଡି

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ କେନାଲର ସୌନ୍ଦର୍ଯ୍ୟକରଣ ଓ ବକ୍ସ କଣ୍ଡୁଇଟ୍ ନିର୍ମାଣକୁ ବିଜୁ ଜନତା ଦଳ ସ୍ବାଗତ କରିଥିବା ବେଳେ ଏହି କାର୍ଯ୍ୟର ସ୍ଥାୟୀତ୍ବ ଓ ଟେଣ୍ଡର…

କ୍ଷମତା ଚାଲିଯିବା ପରେ ଏ କେମିତି ଅବସ୍ଥା! ଖଟ ତଳେ ଲୁଚିଥିଲେ ଟିଏମସି ନେତା, ହଠାତ୍‌ ପହଞ୍ଚିଲା ପୋଲିସ, ଭିଡିଓ ଦେଖନ୍ତୁ…

ନୂଆଦିଲ୍ଲୀ,୪।୬: ପଶ୍ଚିମବଙ୍ଗ ରାଜନୀତିରେ ପ୍ରତିଦିନ କିଛି ନା କିଛି ନୂଆ ହାଇଡ୍ରାମା ଦେଖିବାକୁ ମିଳୁଛି। ବର୍ତ୍ତମାନ କୁଚବିହାର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri