ପୋଲିସ ଗୁଳିରେ ହାଡକୋର ମାଓବାଦୀ ନିହତ

ମାଲକାନଗିରି,୧୧ା୩(ଡି.ଏନ୍‌.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ଗୁଳିବିନିମୟ ହୋଇଛି। ପୋଲିସ ଗୁଳିରେ ଜଣେ ହାଡକୋର ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ହେଉଛନ୍ତି ବିଜାପୁର ମାଓବାଦୀ ସଂଗଠନର ଡେପୁଟି କମାଣ୍ଡର ରିତେଶ ପୁନମ। ତାଙ୍କ ମୁଣ୍ଡ ଉପରେ ପୂର୍ବରୁ ଛତିଶଗଡ଼ ସରକାର ୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ଘଟଣା ସ୍ଥଳରୁ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

ସୂଚନାଯୋଗ୍ୟ, ଗୁଳି ବିନିମୟ ବେଳେ ରାମଲୁ ହେମଲା ନାମକ ଜଣେ ଯବାନ ଆହତ ହୋଇଥିବା ଜଣାପଡ଼ିଛି। ବିଜାପୁର ଜିଲାର ନେନଡ଼ ଥାନା ଅନ୍ତର୍ଗତ କେକା ଓ ମେସଲା ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ କରି ରହିଥିବା ନେଇ ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା। ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ୍‌ ବାହିନୀ ପକ୍ଷରୁ ସେଠାରେ କମ୍ବିଂ ଅପରେଶନ ଆରମ୍ଭ କରିଥିଲେ। ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହା ଜବାବରେ ପୋଲିସ ମଧ୍ୟ ପାଲଟା ଗୁଳି ଚାଳନା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଇଟିଆଇ ୩ ବର୍ଷର ପରୀକ୍ଷାଫଳ ପ୍ରକାଶିତ

ଭଦ୍ରକ ଅଫିସ,୧।୧-ଏନ୍‌ସିଭିଟି ନୂଆଦିଲ୍ଲୀ ଅଧୀନରେ ଥିବା ଆଇଟିଆଇ ୨୦୧୮-୨୦, ୨୦୧୯-୨୧ ଓ ୨୦୨୦-୨୨ ବ୍ୟାଚ୍‌ର ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ୩ ବର୍ଷ କୋଭିଡ଼...

‘ଯୋଗ୍ୟ ହିତଧିକାରୀଙ୍କୁ ରାଶନ କାର୍ଡ ମିଳୁନି’

ସଜନାଗଡ଼,୧୬।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ଗୁରୁବାର ପୂର୍ବାହ୍ନ ୧୧ଟା ସମୟରେ ରାଶନକାର୍ଡ଼ ସମ୍ବନ୍ଧୀୟ ଏକ ଦାବିପତ୍ର ନୀଳଗିରିର ଉପଜିଲାପାଳ ହରିଶ୍ଚନ୍ଦ୍ର...

ଝାରସୁଗୁଡ଼ାରୁ କୋଲକାତା ଉଡ଼ିଲା ବିମାନ

ଭୁବନେଶ୍ୱର, ୨୮।୧(ବ୍ୟୁରୋ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସୋମବାର କୋଲକାତାକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହୋଇଛି। ଏଲାଏନ୍ସ ଏୟାର୍‌ ପକ୍ଷରୁ ଏହି ବିମାନ...

ଗୁରୁତର ଲକ୍ଷ୍ମଣଙ୍କୁ ୩ କି.ମି. ଭାରରେ ବୋହି ଡାକ୍ତରଖାନା ନେଲେ ନାତି

ଦଶମନ୍ତପୁର,୨ା୩( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଚଣାବାଡ ପଞ୍ଚାୟତର ଥିବା ସଲପଗୁଡ଼ା ଗ୍ରାମରେ ଜଣେ ଗୁରୁତର ରୋଗୀ ଭାରରେ ବୁହା ହୋଇ ଡାକ୍ତରଖାନା...

ଅଟୋଚାଳକରୁ ୟୁଟ୍ୟୁବ୍‌ ହିରୋ

କେନ୍ଦୁଝର, ୩।୧୨(ସ୍ବ.ପ୍ର.)-ୟୁଟ୍ୟୁବ୍‌ ଏବେ ଅନେକ ପ୍ରତିଭାଙ୍କ ପାଇଁ ବରଦାନ ପାଲଟି ଯାଇଛି। ଏଥିଯୋଗୁ ବହୁ ପ୍ରତିଭା ଲୋକଲୋଚନକୁ ଆସୁଛନ୍ତି, ଆଉ ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ମିଳୁଛି...

ଚଳନ୍ତା ଟ୍ରକ୍‌ରେ ଯୁବକଙ୍କୁ ବନ୍ଧା ହେବା ଘଟଣା: ଚାଳକ ଗିରଫ

ପାରାଦୀପ,୨୬ା୫(ସ୍ବ.ପ୍ର.): ଚଣ୍ଡିଖୋଲ-ପାରାଦୀପ ୫୩ ନଂ. ଜାତୀୟ ରାଜପଥ ଭୂତମୁଣ୍ଡାଇ ମହାନଦୀ ପୋଲ ଉପରେ ଜଣେ ଯୁବକଙ୍କୁ ଟ୍ରକ୍‌ରେ ବାନ୍ଧି ଚଳାଇବା ଭିଡିଓ ଭାଇରାଲ ହୋଇଥିଲା। ଏହି...

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨ା୮(ବ୍ୟୁରୋ): ରାଜ୍ୟ ସରକାର ରବିବାର ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଢେଙ୍କାନାଳ ଡିଆର୍‌ଡିଏର ପ୍ରକଳ୍ପ ନିର୍ଦ୍ଦେଶକ (ପିଡି) ନରୋତ୍ତମ ବେହେରାଙ୍କୁ ପଞ୍ଚାୟତିରାଜ ଓ...

ବଢ଼ୁଛି ଜଙ୍ଗଲ ନିଆଁ, ନଷ୍ଟ ହେଉଛି ପରିବେଶ

ନବରଙ୍ଗପୁର,୧୫।୨(ବି.ପ୍ର.): ଜଙ୍ଗଲରେ ଲାଗୁଛି ନିଆଁ। ପରିବେଶ ପ୍ରଦୂଷଣ ସହ ମୂଲ୍ୟବାନ୍‌ ଔଷଧୀୟ ଗଛ ସବୁ ନଷ୍ଟ ହୋଇ ଜଙ୍ଗଲ କ୍ଷୟ ହେଉଛି। ବିଭିନ୍ନ କାରଣରୁ ଲୋକେ...

Advertisement
Archives

Model This Week