ମାଓବାଦୀ ନେତା ସବ୍ୟସାଚୀ ୬ ମାମଲାରେ ନିର୍ଦ୍ଦୋଷ

ପାରଳାଖେମୁଣ୍ଡି,୧୯ା୪(ଡି.ଏନ୍‌.ଏ.):ଗଜପତି ଜିଲା ଦୌରାଜଜ୍‌ ସୋମବାର ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କୁ ୬ଟି ସଙ୍ଗିନ୍‌ ମାମଲାରେ ସାକ୍ଷ୍ୟ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସବ୍ୟସାଚୀଙ୍କ ବିରୋଧରେ ଜିଲାର ବିଭିନ୍ନ ଥାନାରେ ୪୫ ମାମଲା ରହିଥିଲା। ସେଥିରୁ ୩୨ ମାମଲାରେ ସବ୍ୟସାଚୀଙ୍କୁ ନିର୍ଦ୍ଦୋଷରେ ଖଲାସ କରାଯାଇଥିଲା। ଆର୍‌. ଉଦୟଗିରିରେ ୨୦୦୬ରେ ଜେଲ ଓ ଟ୍ରେଜେରି କାର୍ଯ୍ୟାଳୟ ଉପରେ ଆକ୍ରମଣ କରିବା ସହ ମୋବାଇଲ ଟାୱାର ଲାଇନ କାଟିବା ଘଟଣା ଭଳି ସଙ୍ଗିନ୍‌ ମାମଲାରେ ଜିଲା ଦୌରାଜଜ୍‌ ସବ୍ୟସାଚୀଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଏହାକୁ ମିଶାଇ ମୋଟ ୩୮ ମାମଲାରେ ସେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ତେବେ ତାଙ୍କ ନଁାରେ ଥିବା ଆହୁରି ୭ ମାମଲାର ଶୁଣାଣି ହେବ ବୋଲି ସବ୍ୟସାଚୀଙ୍କ ଓକିଲ ସ୍ବରୂପ କୁମାର ପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ଚୟନ ପ୍ରକ୍ରିୟାରେ ଚଞ୍ଚକତା ଅଭିଯୋଗ

ଆନନ୍ଦପୁର,୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରରେ ନୂତନ ଭାବେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିଛି। ଚଳିତ ୨୧୦୯-୨୦ ଶିକ୍ଷାବର୍ଷରେ ଛାତ୍ରୀଛାତ୍ରଙ୍କର ନାମଲେଖା କରାଯାଇ ପାଠ୍ୟକ୍ରମ ଅନୁଯାୟୀ ପାଠପଢ଼ା ଆରମ୍ଭ...

ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ : ଆନ୍ଦୋଳନ ଚେତାବନୀ

ବ୍ରହ୍ମପୁର ଅଫିସ,୨।୯: ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ନେଇ ଫୋରମ୍‌ ଫର୍‌ ଗଞ୍ଜାମ ପକ୍ଷରୁ ଆନ୍ଦୋଳନ ଚେତାବନୀ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସାଧାରଣ...

ବାଲେଶ୍ୱର ଉପନିର୍ବାଚନ: ଭୋଟ ଦେବାପାଇଁ ଲାଇନ୍‌ରେ କଂଗ୍ରେସ ପ୍ରାର୍ଥୀ

ବାଲେଶ୍ୱର ଅଫିସ, ୩।୧୧: ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଜାରି ରହିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ଭୋଟ ଦେବା ପାଇଁ...

ଗୋ ମାଂସ ବୋଝେଇ କଣ୍ଟେନର ଜବତ: ୨ ଗିରଫ

ଗୋପାଳପୁର/ପାତ୍ରପୁର,୨୧ା୬(ଡି.ଏନ୍‌.ଏ.)- ଗୋ ମାଂସ ବୋଝେଇ ଏକ କଣ୍ଟେନରକୁ ଗଞ୍ଜାମ ଜିଲା ବଜରଙ୍ଗ ଦଳର କର୍ମୀମାନେ ରବିବାର ସକାଳେ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ପୁରୁଷୋଥମ୍‌ପୁରମ୍‌ ନିକଟରେ ଅଟକାଇ ଥିଲେ।...

ଝାଲିଆଗୋଛା ପରେ ବାରୁଡ଼ା ହେଲା କଣ୍ଟେନ୍‌ମେଣ୍ଟ ଜୋନ୍‌

ଭଞ୍ଜନଗର,୨୧।୬(ଡି.ଏନ୍‌.ଏ.)- ଲୋକେ ସାମାଜିକ ଦୁରତ୍ୱ ବଜାୟ ନରଖିବା, ମାସ୍କ ବ୍ୟବହାର ନକରିବା, ନିୟମିତ ସଫା ନରହିବା ହେତୁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି।...

ମାଲକାନଗିରି ଜିଲାରେ ବଢୁଛି ସାଇବର ଅପରାଧ

ମାଲକାନଗିରି,୧୪ା୩(ଡିଏନ.ଏ.): ରାଜ୍ୟରେ ସାଇବର ଠକେଇ ବଢିବାରେ ଲାଗିଛି। ନିରୀହ ଲୋକଙ୍କୁ ବିଭିନ୍ନ ବାହାନାରେ ଅର୍ଥ ଲୋଭ ଦେଖାଇ ସାଇବର ଅପରାଧୀମାନେ ଅର୍ଥ ଲୁଟ କରୁଛନ୍ତି। ମାଲକାନଗିରି ଭଳି...

ଓଏଏସ୍‌ ପରୀକ୍ଷାରେ ୧୫୨ ର଼୍ୟାଙ୍କ୍‌:ଗୀତୁ ବଢ଼ାଇଲେ ଗୌରବ

ଢେଙ୍କାନାଳ ଅଫିସ, ୧୨।୧ ନିକଟରେ ପ୍ରକାଶିତ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ୧୫୨ ର଼୍ୟାଙ୍କ୍‌ ରଖି ଢେଙ୍କାନାଳ ଜିଲାର ଗୌରବ ବଢ଼ାଇଛନ୍ତି ସ୍ଥାନୀୟ କାରିଗର...

ସୀତା ଠାକୁରାଣୀଙ୍କ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼

ଢେଙ୍କିକୋଟ, ୧୭।୬(ଡି.ଏନ୍‌.ଏ.)- ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ସୀତାବିଞ୍ଜଠାରେ ଶନିବାରଠାରୁ ଆରମ୍ଭ ହୋଇଛି ୩ ଦିନିଆ ରଜମେଳା। ପ୍ରତିବର୍ଷ ପରି ରଜମେଳାର ପ୍ରଥମ ଦିନରେ ମା’ ସୀତା...

Advertisement
Archives

Model This Week