ହସ୍ପିଟାଲ ଭର୍ତ୍ତି ହେଲେ ମାଓନେତା ସବ୍ୟସାଚୀ

ବ୍ରହ୍ମପୁର ଅଫିସ,୫।୭: ବ୍ରହ୍ମପୁର ମଣ୍ଡଳକାରାଗାରରେ ଥିବା ଟପ ମାଓନେତା ସୁନୀଲ ଓରଫ ସବ୍ୟସଚୀ ପଣ୍ଡାଙ୍କୁ କଡା ସୁରକ୍ଷା ବଳୟରେ ଏମ୍‌କେସିଜିରେ ଭର୍ତ୍ତି କରାଯାଇଛି। ଅସ୍ତ୍ରପଚାର ଲାଗି ଭର୍ତ୍ତି ହୋଇଥିବା ନେଇ ବିଭାଗୀୟ ଡାକ୍ତର ସୂଚନା ଦେଇଛନ୍ତି। । ତେବେ କିଛି ଦିନ ହେଲା କାନରେ ଯନ୍ତ୍ରଣା ହେଉଥିଲା। ଏହାପରେ ଡାକ୍ତରଙ୍କ ପରାମର୍ଶ ପରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଇଏନ୍‌ଟିର ସହକାରୀ ପ୍ରଫେସର ମମତା ସାହୁ ସବ୍ୟସାଚିଙ୍କ କାନରେ ଅସ୍ତ୍ରୋପଚାର କରିବେ ବୋଲି ଜଣାପଡିଛି।
ପୂର୍ବରୁ ସବ୍ୟସାଚୀଙ୍କ କାନ ଓ ଦାନ୍ତ ଯନ୍ତ୍ରଣା ହେବାରୁ ସେ ହାଜତରେ ଚିକିତ୍ସିତ ହେଉଥିଲେ । ହେଲେ କାନରେ ଅସ୍ତ୍ରୋପଚାର ହେବ ବୋଲି ଡାକ୍ତର ପରାମର୍ଶ ଦେବା ପରେ ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯିବାକୁ ନିଷ୍ପତ୍ତି ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri