ଆତ୍ମସମର୍ପଣ କରିଥିବା ଦମ୍ପତିଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲା ମାଓବାଦୀ ସଙ୍ଗଠନ

ମାଲକାନଗିରି,୧୦ା୩(ନୃସିଂହ ଚରଣ ମହାନ୍ତି)-ଛତିଶଗଡ ବିଜାପୁରରେ ଗତ କିଛିଦିନ ତଳେ ଏକ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଥିଲେ। ସେମାନଙ୍କ ନାମରେ ଅର୍ଥ ଲୁଟ ଭଳି ସଙ୍ଗୀନ ଅଭିଯୋଗ ଆଣି ଏକ ପ୍ରେସ୍‌ ବିବୃତ୍ତି ଜାରି କରିଛି ମାଓବାଦୀ ସଙ୍ଗଠନ।

ମିଳିଥିବା ସୂଚନା ଅନୁଯାୟୀ, ଛତିଶଗଡର ପଶ୍ଚିମ ବସ୍ତର ଡିଭିଜନ ସଦସ୍ୟ ମୋଡିୟମ୍‌ ଦିନେଶ ଏବଂ ତାଙ୍କ ସ୍ତ୍ରୀ ଗତ କିଛିଦିନ ତଳେ ସଙ୍ଗଠନ ଛାଡି ଆତ୍ମସମର୍ପଣ କରିଥିଲେ। ଏହି ଦମ୍ପତି ପୋଲିସରେ ଆତ୍ମସମର୍ପଣ ପରେ ସଙ୍ଗଠନ ସେମାନଙ୍କ ବିରୋଧରେ ଏକ ପ୍ରେସ୍‌ ବିବୃତ୍ତି ଜାରି କରିଛି।

ଯେଉଁଥିରେ ଉଲ୍ଲେଖ ରହିଛି, ଆତ୍ମସମର୍ପଣ କରିଥିବା ଦମ୍ପତି ସଙ୍ଗଠନର ଲକ୍ଷାଧିକ ଟଙ୍କା ଚୋରି କରି ନେଇ ପଳାଇଛନ୍ତି। ସଙ୍ଗଠନ ସେମାନଙ୍କୁ କେବେବି କ୍ଷମା କରିବ ନାହଁ। ଏହାର ଜବାବ ଦିଆଯିବ ବୋଲି ମଧ୍ୟ ଏଥିରେ ଉଲ୍ଲେଖ ରହିଛି। ଏହି ବିବୃତ୍ତି ସଙ୍ଗଠନ ଦକ୍ଷିଣ ସବ୍‌ ଜୋନାଲ ବ୍ୟୁରୋ ମୁଖପାତ୍ର ସମତା ଜାରି କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri