ସ୍ବାଭିମାନ ଅଞ୍ଚଳରେ ମାଓବାଦୀ-ପୋଲିସ ଗୁଳି ବିନିମୟ: ମାଓନେତା କିଶୋର ମୃତ, ଜଣେ ଆହତ

ମାଲକାନଗିରି/ଚିତ୍ରକୋଣ୍ଡା,୨୬।୧୧(ଡି.ଏନ୍‌.ଏ.): ଆନ୍ଧ୍ର ଓଡିଶା ସୀମାନ୍ତ ନକ୍ସଲ ଉପଦ୍ରୁତ ଆଦିବାସୀବହୁଳ ଉପାନ୍ତ ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ନିକଟସ୍ଥ ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁରୁବାର ଗୁଳିବିନିମୟ ଜାରି ରହିଛି। ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ପୋଲିସ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ପୋଲିସ ଗୁଳିରେ ମାଓନେତା କିଶୋରଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ମାଓବାଦୀ ଆହତ ହୋଇଛି। ଘଟଣାସ୍ଥଳରୁ ମାଓ କ୍ୟାମ୍ପ, ଏକେ -୪୭ ସହ ବହୁ ଗୁଳିଗୋଳା ଜବତ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ୍ପା ଫଣ୍ଡରେ ଓଡ଼ିଶାକୁ ମିଳିଲା ୫୯୩୩ କୋଟି

ଭୁବନେଶ୍ୱର,୨୬।୧୧(ବ୍ୟୁରୋ)-କ୍ଷତିପୂରକ ବନୀକରଣ ପାଣ୍ଠି ପରିଚାଳନା ଓ ଯୋଜନା କର୍ତ୍ତୃପକ୍ଷ(କାମ୍ପା)ରେ ୨୦୦୬-୦୭ରୁ ୨୦୧୯ ଫେବୃୟାରୀ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କଠାରୁ ୫୯୩୩ କୋଟି...

ଭାଇଜାନଙ୍କ ଫିଲ୍ମ ‘ରାଧେ’ରେ ଓଡ଼ିଆ ଅଭିନେତା ରାମ ସିର୍କା

କେନ୍ଦୁଝର, ୨୫ା୩ : ଇଛା ଥିଲେ ହାସଲ କରିହେବ ସବୁ କିଛି। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ବଲିଉଡ୍‌ରେ ପରିଚୟ ସୃଷ୍ଟି କରିଥିବା ଆଦିବାସୀ ଯୁବକ...

‘ଆଇଏଏସ୍‌ ନୁହେଁ, ଯନ୍ତ୍ରୀ ହୁଅନ୍ତୁ ପୂର୍ତ୍ତ ସଚିବ’

ଭୁବନେଶ୍ୱର,୨୩।୭(ବ୍ୟୁରୋ): ପୂର୍ତ୍ତ ବିଭାଗ ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ। ନିର୍ମାଣ ସମ୍ବନ୍ଧିତ ଏହି ବିଭାଗ ହୋଇଥିବାରୁ, ଏହାର ପ୍ରଶାସନିକ ମୁଖ୍ୟଭାବେ ଜଣେ ଯନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଥାଏ। ହେଲେ...

ଲୋକଙ୍କ ଜୀବନ ସହ ଖେଳୁଛନ୍ତି କ୍ୱାକ୍‌: ରୋଗ ଉପଶମ ନାଁରେ ଦେଉଛନ୍ତି ମାରାତ୍ମକ ଔଷଧ

ଯାଜପୁର ଟାଉନ,୨୨।୬(ଡିଏନଏ): ଲୋକଙ୍କ ଜୀବନ ସହ ଖେଳ ଖେଳୁଛନ୍ତି କେତେଜଣ ହୋମିଓପ୍ୟାଥିକ କ୍ୱାକ୍‌। ମାରାମତ୍କ ବଟିକା ପ୍ରଦାନ କରି ଲୋକଙ୍କର ବିଭିନ୍ନ ସମସ୍ୟା ବଢ଼ାଉ ଥିବାବେଳେ...

ହୋମ୍‌ କ୍ୱାରାଣ୍ଟାଇନ ନିୟମକୁ ଉଲ୍ଲଂଘନ: କ୍ୱାରାଣ୍ଟାଇନ ସେଣ୍ଟର ଗଲେ ସମ୍ପୃକ୍ତ ବ୍ୟକ୍ତି

ଛତ୍ରପୁର,୧୮ା୫(ଡି.ଏନ୍‌.ଏ)-ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ହୋଇଛି ସ୍ବାସ୍ଥ୍ୟ ଆପ୍‌। ଜିଲାରେ ହୋମ୍‌ କ୍ୱାରାଣ୍ଟାଇନରେ ଥିବା ଲୋକଙ୍କୁ ଏହି ଆପ୍‌ ଦ୍ୱାରା ମନିଟରିଂ କରାଯାଉଛି। ଉକ୍ତ...

ଯାଜପୁର ଜିଲାପାଳଙ୍କ ଉପରେ ଲୋକାୟୁକ୍ତ କ୍ଷୁବ୍ଧ

ଯାଜପୁର ଅଫିସ,୨୨।୨: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବିଭିନ୍ନ କଳାପଥର ଖାଦାନଗୁଡିକର ଏରିଆ ଚିହ୍ନଟ କରି ପିଲର ପୋତାରେ ଆର୍ଥିକ ଅନିୟମିତତା ଅଭିଯୋଗ ଉପରେ...

ମହାମାରୀ ଦେଖାଇଲା ନୂଆ ବାଟ

କେନ୍ଦୁଝର,୧୬।୭(ସ୍ବ.ପ୍ର.): ପେସା ଶିକ୍ଷକତା, ହେଲେ କରୋନା ବେଳେ ସମୟର ସଦୁପଯୋଗ କରି ଚାଷକୁ ନିଶା ଭାବେ ଗ୍ରହଣ କରି ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି କେନ୍ଦୁଝର...

କେନ୍ଦ୍ରୀୟ ବିଦ୍ୟାଳୟ ସମୂହର ଇ-କ୍ଲାସ୍‌ରୁମ୍‌ ଲୋକାର୍ପିତ, ୧୮୪ ଶ୍ରେଣୀଗୃହ ହେଲା ସ୍ମାର୍ଟ କ୍ଲାସ୍‌ରୁମ୍‌

ଭୁବନେଶ୍ୱର, ୧୫।୯(ବ୍ୟୁରୋ): କେନ୍ଦ୍ରୀୟ ବିଦ୍ୟାଳୟ ସମୂହର ଇ-କ୍ଲାସରୁମ୍‌କୁ ଶନିବାର ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକାର୍ପିତ କରିଛନ୍ତି। ଓଏନ୍‌ଜିସି ସହାୟତାରେ ଦେଶରେ ମୋଟ...

Advertisement


Archives

Model This Week

Why Dharitri