ବନ୍ଧୁଗାଁ ବ୍ଲକରେ ମାଓବାଦୀ ପୋଷ୍ଟର, ସରକାରଙ୍କୁ ଟାର୍ଗେଟ୍‌ କରି ଲେଖିଲେ…

କୋରାପୁଟ/ନାରାୟଣପାଟଣା,୨୧ା୬(ଅମିତାଭ ବେହେରା/ରାଜକିଶୋର ଜେନା): ଶୁକ୍ରବାର ଭୋର୍‌ରୁ କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକର ସରପଲ୍ଲୀ ଛକ ଓ ଅଲମଣ୍ଡା ଛକରେ ମାଓବାଦୀଙ୍କ ପୋଷ୍ଟର ମରାଯାଇଛି। ଏହାପରେ ମାଓବାଦୀ ସେମାନଙ୍କ ଉପସ୍ଥିତିକୁ ଏକ ପ୍ରକାର ଜାହିର କରିଛନ୍ତି। ତେଲ୍‌ଗୁରେ ଲେଖାଥିବା ଏହି ପୋଷ୍ଟରରେ ସରକାରଙ୍କ ବିରୋଧରେ ଉଲ୍ଲେଖ ରହିଛି। ସେହିପରି ବିଜେଡିର କିଛି କର୍ମକର୍ତ୍ତା ଓ ବନ ବିଭାଗର ଅଧିକାରୀଙ୍କୁ ଟାର୍ଗେଟ କରାଯାଇଥିବା ସୂଚନା ମିଳିଛି। ଏହି ମାଓବାଦୀ ପୋଷ୍ଟର ଛତିଶଗଡ, ଶ୍ରୀକାକୁଲମ ଓ କୋରାପୁଟ ଡିଭିଜନାଲ କମିଟି ପକ୍ଷରୁ ମରାଯାଇଛି। ବନ୍ଧୁଗାଁ ଥାନା ପୋଲିସ ଏହି ପୋଷ୍ଟରକୁ ଜବତ କରି ଏହା ମାଓବାଦୀଙ୍କର କାର୍ଯ୍ୟ ନା କାହାର ସେନେଇ ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ପ୍ରସନ୍ନ କୁମାର ମିଶ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାଁ, କଟାକ୍ଷ କଲେ ଅରୁଣ

ଭୁବନେଶ୍ୱର,୨୦।୭: ବଦଳିଲା କ୍ରୀଡା ପୁରସ୍କାର ନାଁ। ହଟିଲା ବିଜୁ ପଟ୍ଟନାୟକଙ୍କ ନାମ। କ୍ରୀଡ଼ା ପୁରସ୍କାର ନାଁ ବଦଳି ହେଲା ଓଡ଼ିଶା ରାଜ୍ୟ କ୍ରୀଡ଼ା ପୁରସ୍କାର ସମ୍ମାନ।...

ପ୍ରବଳ ବର୍ଷାରେ ଧସିଲା ପାହାଡ଼

ମାଲକାନଗିରି,୨୦।୭: ମାଲକାନଗିରି ଜିଲାରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ବଣ୍ଡାଘାଟିରେ ବର୍ଷା ବିତ୍ପାତ  ଦେଖିବାକୁ ମିଳିଛି । ଲଗାଣ ବର୍ଷାରେ ପାହାଡ଼ ଧସିଛି। ଫଳରେ...

ଚିତ୍ରତ୍ପୋଳାରେ ଭାସିଗଲେ ଛାତ୍ର

କେନ୍ଦ୍ରାପଡ଼ା,୨୦।୭: ଚିତ୍ରତ୍ପୋଳା ନଦୀରେ ଭାସିଗଲେ ଛାତ୍ର। ନଦୀରେ ଗାଧୋଇବାବେଳେ ଏପରି ଅଘଟଣ ଘଟିଛି। ଛାତ୍ର ଜଣକ ପାଟକୁରା ଜଗନ୍ନାଥପୁର ଗାଁର ବୋଲି ଜଣାପଡିଛି। ଛାତ୍ରଙ୍କୁ ଉଦ୍ଧାର...

ରାଜ୍ୟରେ ବନ୍ୟା ସ୍ଥିତି ନେଇ ଏମିତି କହିଲେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର,୨୦।୭: ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି କହିଲେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି। ସେ କହିଛନ୍ତି ଶୁକ୍ରବାର ସୁଦ୍ଧା...

ରାଜ୍ୟରେ ବର୍ଷା ସ୍ଥିତି ସମୀକ୍ଷା କଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ଭୁବନେଶ୍ୱର,୨୦।୭: ରାଜ୍ୟରେ ବର୍ଷା ସ୍ଥିତି ସମୀକ୍ଷା କଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। SRCଙ୍କ ସହ ସ୍ଥିତି ସମୀକ୍ଷା କରିଛନ୍ତି ମନ୍ତ୍ରୀ। ମାଲକାନଗିରିର ତଳିଆ...

ଅସୁସ୍ଥ ଦନ୍ତାହାତୀକୁ କାବୁ କରିପାରୁନି ବନ ବିଭାଗ

ଢେଙ୍କାନାଳ,୨୦ା୭(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ୍‌ ଖଡ଼ଗପ୍ରସାଦ ବଡ଼ପୋଲ ଅଞ୍ଚଳରେ ଏକ ଦନ୍ତାହାତୀ ଅସୁସ୍ଥ ହୋଇ ଗର୍ଜନ କରୁଥିବା ଦେଖାଯାଇଥିଲା। ହାତୀଟିର...

ବଦଳିଲା କ୍ରୀଡା ପୁରସ୍କାର ନାଁ, ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୦।୭: ବଦଳିଲା କ୍ରୀଡା ପୁରସ୍କାର ନାଁ। ହଟିଲା ବିଜୁ ପଟ୍ଟନାୟକଙ୍କ ନାମ। କ୍ରୀଡ଼ା ପୁରସ୍କାର ନାଁ ବଦଳି ହେଲା ଓଡ଼ିଶା ରାଜ୍ୟ କ୍ରୀଡ଼ା ପୁରସ୍କାର ସମ୍ମାନ।...

ମରାମତି ପରେ ଅବସ୍ଥା ଆହୁରି ଦୟନୀୟ

ଦାରିଙ୍ଗବାଡ଼ି,୨୦।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦନେକବାଡିରୁ ସିର୍କାବର୍ଗକୁ ସଂଯୋଗ କରୁଥିବା ଜାଞ୍ଜିକୁଟି ପୋଲ ମଝିରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri