ପୁଣି ଛତିଶଗଡ଼ରେ ମାଓବାଦୀଙ୍କ ବର୍ବରକାଣ୍ଡ: ଶିକ୍ଷାଦୂତଙ୍କୁ ପିଟିପିଟି କଲେ ହତ୍ୟା

ସୁକ୍‌ମାର,୧୫।୯: ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ମାଓବାଦୀ ହିଂସା ଲାଗି ରହିଛି। କିଛି ଦିନ ତଳେ ପ୍ରଜାକୋର୍ଟରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଲୋକଙ୍କ ସମ୍ମୁଖରେ ଦୁଇଜଣଙ୍କୁ ହତ୍ୟା କରିଥିଲେ। ଏହି ଘଟଣା ମନରୁ ନ ଲିଭୁଣୁ ପୁଣି ମାଓବାଦୀମାନେ ଏକ ବର୍ବରକାଣ୍ଡ ଭିଆଇଛନ୍ତି। ଛତିଶଗଡ଼ରେ ସୁକ୍‌ମାରରେ ଶନିବାର ଜଣେ ଶିକ୍ଷାଦୂତଙ୍କୁ ମାଓବାଦୀମାନେ ପିଟିପିଟି ହତ୍ୟା କରିଥିବା ଜଣାପଡିଛି। ଏନେଇ ଅଞ୍ଚଳରେ ପୁଣି ଭୟର ବାତାବରଣ ସୃଷ୍ଟି ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ସ୍ଥାନୀୟ ଶିକ୍ଷିତ ଯୁବକଙ୍କୁ ଅଞ୍ଚଳରେ ଶିକ୍ଷା ଦୂତ ଭାବେ ରାଜ୍ୟ ସରକାର ନିଯୁକ୍ତ କରିଛନ୍ତି। ଶିକ୍ଷାଦୂତଙ୍କ କାର୍ଯ୍ୟ ହେଲେ ବନ୍ଦ ସ୍କୁଲ ଚାଲୁ କରିବା ଓ ପିଲାଙ୍କୁ ବୁଝାଶୁଝା କରି ସ୍କୁଲ ଆଣିଥାନ୍ତି। ଅନ୍ୟପକ୍ଷେ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧିକୁ ଦୃଷ୍ଠିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯିବା ସହ ସର୍ଚ୍ଚ ଅପରେଶନ କରାଯାଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…

ଭୁବନେଶ୍ୱର,୧୦ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର ପର୍ଯ୍ୟଟନ ମନ୍ତ୍ରୀ ତଥା ଅନ୍ତର୍ଜାତୀୟ ବିନିଯୋଗ ପରିଷଦର ଅଧ୍ୟକ୍ଷ ଅବ୍‌ଦୁଲ୍ଲା ବିନ ତୌକ ଅଲ ମାରିଙ୍କ ସହ ବୈଠକ…

ପାକିସ୍ତାନକୁ ଧୂଳି ଚଟେଇଲା ଭାରତ: ଏସିଆ କପ୍‌ରେ ଏକପାଖିଆ ବିଜୟ

ନୂଆଦିଲ୍ଲୀ,୧୦।୯: କ୍ରିକେଟ୍‌ରେ ସଫଳତା ପରେ ଭାରତର ଝିଅମାନେ ଏବେ ହକିରେ ମଧ୍ୟ ପାକିସ୍ତାନକୁ ସମ୍ପୂର୍ଣ୍ଣ ଭାବେ ପରାସ୍ତ କରିଛନ୍ତି। ମଙ୍ଗୋଲିଆରେ ଚାଲିଥିବା ମହିଳା ଜୁନିୟର ଏସିଆ କପ୍‌ରେ…

ଓଡ଼ିଶା, ଆଇଏଚ୍‌ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୧୦।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି।…

ସଂଗଠନରେ ବଡ଼ ଅଦଳବଦଳ: ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା: ଓଡ଼ିଶାର ଏହି ନେତାଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୦।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ୭ଟି ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କରିଛି। ଏଥିରେ ଓଡ଼ିଶାର ବରିଷ୍ଠ ନେତା…

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri