ବିପୁଳ ପରିମାଣର ମାଓବାଦୀ ଅସ୍ତ୍ରଶସ୍ତ୍ର ଜବତ: ଏସ୍‌ପି

ମାଲକାନଗିରି,୧୨ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଜଡ଼ାମ୍ବ ଥାନା ଅଞ୍ଚଳରେ ମାଓବାଦୀଙ୍କ ଦ୍ୱାରା ରଖା ଯାଇଥିବା ଅସ୍ତ୍ରଶସ୍ତ୍ର ଜବତ କରାଯାଇଛିା ଏ ସମ୍ବନ୍ଧରେ ମାଲକାନଗିରି ଏସ୍‌ପି ହୃଷୀକେଶ ଡି. ଖିଲାରୀ ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି।

ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଜଡ଼ାମ୍ବ ଥାନା ଅନ୍ତର୍ଗତ ଅରାପଦର ଓ ଅଣ୍ଡ୍ରାପାଲ୍ଲୀ ଅଞ୍ଚଳରେ ଏସ୍‌ଓଜ ଓ ଡିବିଏଫ୍‌ ଯବାନମାନେ କମ୍ବିଂ ଅପରେଶନ କରୁଥିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ସେହି ଅଞ୍ଚଳରେ ମାଓବାଦୀଙ୍କ ଆଡ୍ଡା ଉପରେ ଚଢ଼ାଉ କରିଥିଲେ। ଉକ୍ତ ଆଡ୍ଡାରେ ୩୦୩ ଗୁଳି ୯୩, ରାଉଣ୍ଡ, ୯ ଏମ୍‌ ଏମ୍‌ ବନ୍ଧୁକ, ୫୫ ରାଉଣ୍ଡ ଗୁଳି, ଡିଟୋନେଟର ୧୩ଟି, ହ୍ୟାଣ୍ଡ ଗ୍ରେନେଡସ୍‌ ୧୪ଟି, ୨ ଲ୍ୟାଣ୍ଡ୍‌ମାଇନ, ସହ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଥିଲେ। ତେବେ ଏହି ଅସ୍ତ୍ରଶସ୍ତ୍ର ଆନ୍ଧ୍ର-ଓଡ଼ିଶା ବୋର୍ଡ ଜୋନାଲ କମିଟି ପକ୍ଷରୁ ରଖା ଯାଇଥିବା ଜଣାପଡ଼ିଛି। ଏହି ଅସ୍ତ୍ରଶସ୍ତ୍ର ନିରୀହ ଆଦିବାସୀ ଓ ସୁରକ୍ଷାକର୍ମୀଙ୍କ ଉପରେ ବ୍ୟବହାର ପାଇଁ ରଖା ଯାଇଥିବା ଏସ୍‌ପି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri