ରେଳଧାରଣା ଉଡ଼ାଇଲେ ମାଓବାଦୀ

ସୁନ୍ଦରଗଡ଼,୨୨ା୧୨: ସୀମାନ୍ତ ଝାଡ଼ଖଣ୍ଡରେ ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ବିସ୍ଫୋରଣ କରି ରେଳଧାରଣା ଉଡ଼ାଇ ଦେଇଛନ୍ତି। ଫଳରେ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଛି। ମନୋହରପୁର, ଚକ୍ରଧରପୁର ଏବଂ ରାଉରକେଲା ଷ୍ଟେଶନରେ ୨୦ରୁ ଅଧିକ ଟ୍ରେନ୍‌ ଅଟକି ରହିଛି। ଅନ୍ୟପକ୍ଷରେ ମାଓବାଦୀମାନେ ଆଜି ଭାରତ ବନ୍ଦ ଡାକରା ଦେଇଛନ୍ତି। ଏହା ପୂର୍ବରୁ ମାଓବାଦୀମାନେ ବିଭିନ୍ନ ସ୍ଥାନରେ ଗୋଟିଏ ପରେ ଗୋଟିଏ କାଣ୍ଡ ଘଟାଇ ଚାଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri