ମାଟିତଳେ ୩୫ ଲକ୍ଷ ଟଙ୍କା ପୋତିଥିଲେ ମାଓବାଦୀ

ରାଞ୍ଚି/ବଣାଇଁ ୨୭ା୭(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ସୀମାନ୍ତ ଚାଇଁବସାର ସରଣ୍ଡା ଜଙ୍ଗଲରୁ ମିଳିଲା ପୁଳାପୁଳା ଟଙ୍କା ବିଡ଼ା। ସରଣ୍ଡା ଜଙ୍ଗଲରେ ମାଟି ତଳେ ମାଓବାଦୀମାନେ ଟଙ୍କା ଲୁଚାଇ ରଖିଥିବା ନେଇ ଗୋଇନ୍ଦା ବିଭାଗ ସୂଚନାକୁ ଭିତ୍ତି କରି ଗତକାଲି ସରଣ୍ଡାରେ କମ୍ବିଂ ଅପରେଶନ ସହିତ ସର୍ଚ୍ଚ ଜାରି ରଖିଥିଲେ ସୁରକ୍ଷା ବଳ ଯବାନ। ମାଓବାଦୀମାନେ ଏହି ଟଙ୍କାକୁ ମାଓବାଦୀ କାର୍ଯ୍ୟକଳାପରେ ଲଗାଉଥିଲେ ଓ ଦଳର କ୍ୟାଡରମାନଙ୍କୁ ମଧ୍ୟ ଦରମା ଦେଉଥିବା ନେଇ ଗୋଇନ୍ଦା ବିଭାଗର ସୂଚନା ରହିଥିଲା । ଆଜି ଏ ସଂକ୍ରାନ୍ତରେ ୩୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଜବତ କରାଯାଇଥିବା ନେଇ ନେଇ ରାଞ୍ଚି ଆଜିଙ୍କ ସୂଚନା ପରେ ଘଟଣା ଲୋକଲୋଚନକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?