ଅପହୃତ ଗ୍ରାମବାସୀଙ୍କୁ ଛାଡିଦେଲେ ମାଓବାଦୀ

ମାଲକାନଗିରି,୮।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ବଟେର ଗ୍ରାମରୁ ଶନିବାର ରାତିରେ ୫ ଜଣ ଗ୍ରାମବାସୀଙ୍କୁ ମାଓବାଦୀମାନେ ଅପହରଣ କରିନେଇଥିଲେ। ମାଓବାଦୀମାନେ ସୋମବାର ୫ଜଣଙ୍କୁ ଛାଡିଦେଇଛନ୍ତି। ଫଳରେ ଅପହୃତ ୫ ଗ୍ରାମବାସୀ ନିଜ ଘରକୁ ଫେରିଛନ୍ତି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ଅପହରଣ କରିନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୂଲ୍ୟା କଂସାରୀଗଣ୍ଡରେ ବ୍ୟାରେଜ ର୍ନିମାଣ ନେଇ ୫ଟି ସଚିବଙ୍କୁ ଅନୁରୋଧ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟା କଂସାରୀଗଣ୍ଡରେ ବ୍ୟାରେଜ ନିର୍ମାଣ ନେଇ ଶୁକ୍ରବାର ୫ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନଙ୍କ ସ୍ଥାନୀୟ ଜନପ୍ରତିନିଧିମାନେ ଦୃଷ୍ଟି ଆକର୍ଷଣ କରିଛନ୍ତି।...

ତାମିଲନାଡୁ, କେରଳରୁ ଫେରିଲେ ୧୩୬

ଶଙ୍କରାଖୋଲ,୪ା୬(ଡି.ଏନ୍‌.ଏ.)- ତାମିଲନାଡୁ, କେରଳରୁ ୧୩୬ ପ୍ରବାସୀ ଓଡ଼ିଆ ଗୁରୁବାର କନ୍ଧମାଳ ଫେରିଛନ୍ତି। ବ୍ରହ୍ମପୁରରେ ଟ୍ରେନରୁ ଓହ୍ଲାଇ ବସ୍‌ ଯୋଗେ ଜିଲାକୁ ଆସିଛନ୍ତି। ଏମାନେ ଦାରିଙ୍ଗବାଡି, ଟିକାବାଲି,...

ରିଜର୍ଭ ପ୍ରିମିୟର ଲିଗ୍‌ : ଖୁସି ଫାଇଟର ଚାମ୍ପିୟନ

ସୋନପୁର,୨୩।୬(ନି.ପ୍ର.):ସୁବର୍ଣ୍ଣପୁର ରିଜର୍ଭ ପୋଲିସ ପଡିଆରେ ଚାଲିଥିବା ରିଜର୍ଭ ପ୍ରମିୟର ଲିଗ୍‌(ଆରପିଏଲ-୪) ରବିବାର ଉଦ୍‌ଯାପିତ ହୋଇଛି। ଫାଇନାଲ ମ୍ୟାଚ୍‌ ଖୁସି ଫାଇଟର ଓ ମାନ୍‌ଭି ବ୍ଲାଷ୍ଟର ମଧ୍ୟରେ...

ଖସିଲା କରୋନା ଗ୍ରାଫ୍‌: ଆଜି ହଜାରେ ତଳେ ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯ା୮(ବ୍ୟୁରୋ): ଦୀର୍ଘଦିନ ପରେ ରାଜ୍ୟରେ ୧୦୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ସୋମବାର ରାଜ୍ୟରୁ ୮୮୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ...

କଂସାରୀପଡ଼ା ମରଣାନ୍ତକ ଆକ୍ରମଣ ଘଟଣା: ସିସିଟିଭିରୁ ଚିହ୍ନଟ ହେଲେ ୪ ଅଭିଯୁକ୍ତ

ବଲାଙ୍ଗୀର ଅଫିସ,୧୦ା୧୦: ଚଳିତମାସ ୩ ତାରିଖରେ ବଲାଙ୍ଗୀର ସହର କଂସାରୀପଡ଼ା ମଦନଗୁଡ଼ିଆ ଛକସ୍ଥିତ ମଦ ଦୋକାନ ସାମ୍ନାରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ଟାଉନ ଥାନା...

କାର୍ତ୍ତିକ ପୂର୍ଣ୍ଣିମା: କାଞ୍ଚି ଅଭିଯାନ ବେଶରେ ଦର୍ଶନଦେଲେ ଶ୍ରୀରଘୁନାଥ ଜୀଉ

ଓଡ଼ଗାଁ, ୧୨।୧୧(ସ୍ବ. ପ୍ର.): ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତମାନେ ଓଡ଼ଗାଁରେ ବିଜେ...

ଆରମ୍ଭ ପୂର୍ବରୁ ଅବ୍ୟବସ୍ଥା

ଢେଙ୍କାନାଳ ଅଫିସ, ୧୯।୧୨: ବିହନ ବୁଣିବା ବେଳକୁ ବର୍ଷାର ଦେଖାମିଳିଲାନି। କେଣ୍ଡା ବାହାରିବାଠାରୁ ଧାନ ପାଚିବା ଯାଏ ତୁହାକୁ ତୁହା ଲଘୁଚାପଜନିତ ଲଗାଣବର୍ଷା ଏବଂ ଡିସେମ୍ବରରେ ସାମୁଦ୍ରିକ...

ମୋବାଇଲ ହେଲା କାଳ: ବଡ଼ ଭାଇର ଠେଙ୍ଗା ମାଡ଼ରେ ଚାଲିଗଲା ସାନ ଭାଇର ଜୀବନ

ରାୟଗଡ଼ା ଅଫିସ,୧୮।୬-ବଡ଼ ଭାଇର ଠେଙ୍ଗା ମାଡ଼ରେ ସାନ ଭାଇର ମୃତ ହୋଇଛି। ଏଭଳି ଘଟଣା ରାୟଗଡ଼ା ଜିଲା କାଶୀପୁର ଥାନା ପଣସଗୁଡ଼ା ଗ୍ରାମରେ ଗୁରୁବାର ଦେଖିବାକୁ...

Advertisement


Archives

Model This Week