ମୋବାଇଲ ଟାଓ୍ବାରରେ ନିଆଁ ଲଗାଇଦେଲେ ମାଓବାଦୀ

ମାଲକାନଗିରି,୩୧ା୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଅଞ୍ଚଳରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି। ମାଓବାଦୀମାନେ ଛତିଶଗଡ଼ର କୋଣ୍ଡାଙ୍ଗାବ ଜିଲାରେ ଥିବା ଏକ ମୋବାଇଲ ଟାୱାରକୁ ନିଆଁ ଲଗାଇ ପୋଡ଼ିିଦେଇଛନ୍ତି । ବୟନାର ଥାନା ଅନ୍ତର୍ଗତ ଚେରଙ୍ଗ ଗ୍ରାମରେ ଏହି ମୋବାଇଲ ଟାୱାର ଥିଲା। ଟାଓ୍ବାର ପୋଡି ଯୋଗୁ ଆଖପାଖ ଅଞ୍ଚଳରେ ନେଟ୍‌ୱର୍କ ସମସ୍ୟା ଦେଖାଦେଇଛି । ଗୁରୁବାର ବିଳମ୍ବିତ ରାତିରେ ବହୁ ସଂଖ୍ୟକ ସଶସ୍ତ୍ର ମାଓବାଦୀ ଚେରଙ୍ଗ ଗ୍ରାମରେ ପହଞ୍ଚତ୍ ଗ୍ରାମରେ ଥିବା ମୋବାଇଲ ଟାୱାରର କଣ୍ଟ୍ରୋଲ ୟୁନିଟ୍‌ରେ ନିଆଁ ଲଗାଇ ଦେଇଥିଲେ। ଏହି ଘଟଣା ବୟନାର ଏରିଆ କମିଟି ମାଓବାଦୀ ସଙ୍ଗଠନ ପକ୍ଷରୁ କରାଯାଇଥିବା ସେମାନେ ଛାଡି ଯାଇଥିବା ବ୍ୟାନର ଓ ପୋଷ୍ଟରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି

ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ ଶନିବାର ସଡ଼କ ଦୁର୍ଘଟଣାର…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

ରାସ୍ତା ମରାମତି ନାଁରେ ବଡ଼ ଧରଣର ପ୍ରହସନ: କୁମାରକାନୀ-ବାଗଡ଼ିଆଣି ରାସ୍ତାରୁ ପିଚୁ ଉଭାନ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି ): ସରକାରୀ ଅର୍ଥକୁ କିଭଳି ହରିଲୁଟ କରାଯାଏ, ତାହାର ଏକ ନଗ୍ନ ନମୁନା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ…

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

ପିଇବା ପାଣିର ବଜାରୀକରଣ

ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri