ଏସ୍‌ପିଙ୍କ ନିକଟରେ ମାଓବାଦୀଙ୍କ ଆତ୍ମସମର୍ପଣ

ଫୁଲବାଣୀ ଅଫିସ,୨୨।୫: କନ୍ଧମାଳ ଏସ୍‌ପି ଭିନୀତ ଅଗ୍ରୱାଲଙ୍କ ନିକଟରେ ଜଣେ କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ ଅଶୋକ ପୁନେ। ତାଙ୍କ ଘର ଛତିଶଗଡ଼ ବିଜାପୁର ଜିଲା ମାଲିପଦ ପଞ୍ଚାୟତ ଦଲା ଗ୍ରାମରେ।
ଅଶୋକ ଦୀର୍ଘ ୬/୭ ବର୍ଷ ହେବ ମାଓବାଦୀ ସଂଗଠନରେ ସାମିଲ ହୋଇଥିଲେ। ସେ କେକେବିଏନ୍‌ ସଂଗଠନରେ ଏରିଆ କମିଟି ସଦସ୍ୟ ଭାବେ ଓଡ଼ିଶାରେ କାମ କରୁଥିଲେ। ମାଓବାଦୀମାନେ ଯାହା କୁହନ୍ତି ସେମାନେ ସେପରି କିଛି କରନ୍ତି ନାହିଁ। ସରକାରଙ୍କ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟକ୍ରମକୁ ବିରୋଧ କରନ୍ତି। ଏଥିରେ ଅତିଷ୍ଠ ହୋଇ ଅଶୋକ ସମାଜର ମୁଖ୍ୟସ୍ରୋତକୁ ଫେରିବାକୁ ନିଷ୍ପତ୍ତି ନେଇଥିଲେ। କେବଳ ଏତିକି ନୁହେଁ ମାଓବାଦୀଙ୍କ ଥଇଥାନ ପାଇଁ ମୁଖ୍ୟମନ୍ତ୍ରୀ କରିଥିବା ବିଭିନ୍ନ ଯୋଜନାରେ ଆକୃଷ୍ଟ ହୋଇଥିଲେ। ସରକାରଙ୍କ ପକ୍ଷରୁ ଥିବା ସମସ୍ତ ସାହାଯ୍ୟ ସହଯୋଗ ତାଙ୍କୁ ଯୋଗାଇ ଦିଆଯିବ। ଆମେ ସମସ୍ତ ମାଓବାଦୀଙ୍କୁ ଅନୁରୋଧ କରୁଛୁ ସେମାନେ ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ ବୋଲି ଏସ୍‌ପି  ଖବରଦାତା ସମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କଲା କୁଆଁର ପୁନେଇ ଜହ୍ନଲୋ କାର୍ଯ୍ୟକ୍ରମ

ବ୍ରହ୍ମପୁର ଅଫିସ,୧୩।୧୦: ଓଡ଼ିଆ ସଂସ୍କୃତି ଓ ପରମ୍ପରା ଲୋପ ପାଇ ଯାଉଥିବା ବେଳେ ଗଞ୍ଜାମର ଗ୍ରାମ୍ୟ କ୍ରୀଡ଼ାକୁ ଲୋକାଭିମୁଖୀ ଉଦ୍ଦେଶ୍ୟ ନେଇ ମଧୁମାୟା ଫାଉଣ୍ଡେସନ ପକ୍ଷରୁ...

ବିପଦରେ ଚିଲିକାର ବିଦେଶୀ ପକ୍ଷୀ

ଖୋର୍ଦ୍ଧା ଅଫିସ/ନିରାକାରପୁର/ଟାଙ୍ଗୀ,୨୬ା୧୨(ଡି.ଏନ୍‌.ଏ): ଶୀତ ବଢ଼ିବା ସହିତ ନୀଳାମ୍ବୁ ଚିଲିକାରେ ବିଦେଶାଗତ ପକ୍ଷୀଙ୍କ ସମାଗମ ହେବାରେ ଲାଗିଛି। ବର୍ତ୍ତମାନ ଚିଲିକାରେ ପ୍ରାୟ ୬ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶୀ ପକ୍ଷୀଙ୍କ...

ଶାରଦୀୟ ପାର୍ବଣ ପୂଜା ପାଇଁ ଉତ୍ସବମୁଖର ପ୍ରାଚୀ ଉପତ୍ୟକା

କାକଟପୁର, ୧।୧୦(ଡି.ଏନ୍‌.ଏ.): ପୁରୀ ଜିଲା ପ୍ରାଚୀ ଉପତ୍ୟକାରେ ରହିଥିବା ଶତାଧିକ ଶକ୍ତି (ଦୁର୍ଗା, ଚାମୁଣ୍ଡା, ଗ୍ରାମ ଦେବତୀ) ମନ୍ଦିରମାନଙ୍କରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଷୋଳ ପୂଜା...

ଅନୁସୂଚିତ ଜାତିର ଛାତ୍ରଙ୍କ ପାଇଁ ନିର୍ମାଣ ହୋଇଛି ଛାତ୍ରାବାସ: ଅଧିକାରୀଙ୍କ ଅବହେଳାରୁ କାର୍ଯ୍ୟକ୍ଷମ ହୋଇପାରୁନି

ନୂଆଗାଁ,୧୦ା୭ (ଡି.ଏନ.ଏ.): ଅନୁସୂଚିତ ଜାତି ଓ ଜନଜାତିର ଛାତ୍ରୀଛାତ୍ରଙ୍କ ଉଚ୍ଚଶିକ୍ଷା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ହେଲେ...

ବାଉଁଶ ବାଡ଼ିରେ ସୁରକ୍ଷା

ପରଜଙ୍ଗ, ,୧୨।୨(ଡି.ଏନ୍‌.ଏ.) ଧସିଯାଇଛି ପୋଲକୁ ଲାଗିଥିବା ଆପ୍ରୋଚ୍‌ ରୋଡ୍‌। ସାମାନ୍ୟ ଅସାବଧାନ ହେଲେ ବ୍ରିଜ୍‌ ତଳକୁ ଖସିପଡ଼ିବ ଯାନବାହନ। ଚାଲିଯିବ ମୂଲ୍ୟବାନ ଜୀବନ। ହେଲେ ମୁଖ୍ୟରାସ୍ତା...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିଶୃଙ୍ଖଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ବାହାର ରାଜ୍ୟରୁ ବସ୍‌ ଓ ଟ୍ରେନ୍‌ରେ ଶତାଧିକ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ରବିବାର ଜିଲାର କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ...

ହରିଣ ମାଂସ ଖାଇବା ପଡ଼ିଲା ମହଙ୍ଗା: ୩ ଶିକାରୀ, ୧୦ ଗ୍ରାହକ ଗିରଫ

ବାରଙ୍ଗ,୪।୯(ଡି.ଏନ୍‌.ଏ.): ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଅଭୟାରଣ୍ୟ ଫିରିଙ୍ଗନାଳି ଅଞ୍ଚଳରୁ ଗୁରୁବାର ୩ ଶିକାରୀଙ୍କୁ ଗିରଫ କରାଯାଇଛି। ଚନ୍ଦକା ଡ଼ମପଡ଼ା ବନ ବିଭାଗ, ଚନ୍ଦକା ପୋଲିସ ଗୁରୁବାର...

ନିଅଁ ଖୋଳା ଗାତରେ ପଡ଼ି ଦେଢ଼ବର୍ଷର ଶିଶୁମୃତ

କାମାକ୍ଷାନଗର,୭।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କେରଜୋଳି ଗ୍ରାମରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଘର ନିର୍ମାଣ ପାଇଁ ଖେଳାଯାଇଥିବା ନିଅଁ ଗାତରେ ପଡ଼ି ଜଣେ ଦେଢ଼ବର୍ଷର...

Advertisement
Archives

Model This Week